ଆମ ଜିଲା ଖବର

କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର: ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା; ସୁଧୁରୁନି ସମସ୍ୟା

ଖଣ୍ଡପଡା,୧୨।୧୨(ସ୍ବ.ପ୍ର.): କଣ୍ଟିଲୋର ଶ୍ରୀନୀଳମାଧବପୀଠ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନର ମର୍ଯ୍ୟାଦା ଲାଭ କରିଛି। ଏଠାର କଂସା ପିତ୍ତଳ ବାସନ ଶିଳ୍ପ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ଆଦୃତି ଲାଭ କରିପାରିଛି। ପଦ୍ମାଦ୍ରୀ ଓ ବ୍ରହ୍ମାଦ୍ରୀ ପାହାଡ଼ ଉପରେ…

ନୟାଗଡ଼ ବନ ବିଭାଗର ନିଆରା ଉଦ୍ୟମ: ପ୍ଲାଷ୍ଟିକ ବଦଳରେ ବାଉଁଶ ଖୋଳରେ ଲାଗିବ ଚାରା

ନୟାଗଡ଼ ଅଫିସ,୧୨ା୧୨: ଆମେ ବ୍ୟବହାର କରୁଥିବା ଅଧିକାଂଶ ଜିନିଷ ପ୍ଲାଷ୍ଟିକରୁ ତିଆରି। ପରିବେଶ ସୁରକ୍ଷା ପାଇଁ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏପରି କି ରାଜ୍ୟ ସରକାର ପଲିଥିନକୁ ବ୍ୟାନ୍‌ ମଧ୍ୟ କରିଛନ୍ତି। ଏ କ୍ଷେତ୍ରରେ…

ଭିଜିଲାନ୍ସ ଜାଲରେ ୨ ବରିଷ୍ଠ ଯନ୍ତ୍ରୀ ୧.୪୬ ଲକ୍ଷ ଟଙ୍କା ଜବତ

ନୟାଗଡ଼ ଅଫିସ,୧୨ା୧୨: ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ-୧ର ନିର୍ବାହୀ ଯନ୍ତ୍ରୀ ଶିଶିର ରଞ୍ଜନ ପୃଷ୍ଟି ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ ବୁଧବାର ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରି ଭୁବନେଶ୍ୱର ଯାଉଥିବା ବେଳେ ଭିଜିଲାନ୍ସ ହାତରେ…

ଛାତ୍ରଙ୍କୁ ମିଳିଲା ଶ୍ରବଣଯନ୍ତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନଙ୍କ ଗୋଟିଏ କାନକୁ ଆଦୌ ଶୁଣାଯାଉ ନ ଥିବାବେଳେ ଅନ୍ୟ କାନରେ ସେ ଅଳ୍ପ ଶୁଣିପାରୁଥିଲେ। ୭ ବର୍ଷ ହେଲା ଏଭଳି ସମସ୍ୟା…

ଅଜଗର ଉଦ୍ଧାର

ଉଦଳା,୧୨ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ବୈରାଟପୁର ଗ୍ରାମ ନିକଟସ୍ଥ ସୋନ ନଦୀ ପଠାରୁ ମଙ୍ଗଳବାର ଏକ ୭ ଫୁଟିଆ ଅଜଗର ଉଦ୍ଧାର ହୋଇଛି ା ରାତିରେ ସାପଟି ଗ୍ରାମରୁ ନଦୀ ପଠାକୁ ଯାଉଥିବା ଗ୍ରାମବାସୀ ଦେଖି ସ୍ନେକ ଲାଇଫ୍‌…

ଓଡ଼ିଶା ଦଳରେ ସମୀର

ବ୍ରହ୍ମପୁର ଅଫିସ୍‌,୧୨ା୧୨: କୁଚ୍‌ବିହାର ଟ୍ରଫିର ଆଗାମୀ ମ୍ୟାଚ୍‌ ଆସନ୍ତା ୧୩ତାରିଖରେ ଓଡ଼ିଶା ଦଳ ଆସାମ ବିପକ୍ଷରେ ଖେଳିବ। ଆସାମରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ଦଳ ଘୋଷଣା ହୋଇଯାଇଛି। ଓଡ଼ିଶା କ୍ରିକେଟ ସଂଘ(ଓସିଏ) ତରଫରୁ ୧୫ଜଣିଆ ଦଳ ଘୋଷଣା…

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା ଘଟଣା: ବାଲିଗୁଡ଼ାରେ ସୂଚନା ଅଧିକାର ଅଭିଯାନ ଟିମ୍‌

ବାଲିଗୁଡା,୧୨ା୧୨(ଡି.ଏନ୍‌.ଏ.)-ବାଲିଗୁଡ଼ାର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ମଙ୍ଗଳବାର ସକାଳେ ତାଙ୍କ ଘର ଆଗରେ ଗୁଳି କରି ହତ୍ୟା କରାଯାଇଥିଲା। ୨ ଜଣ ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ ା ଏହି ଘଟଣାର ୨ ଦିନ…

ଉପଖଣ୍ଡସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ଛତ୍ରପୁର ବଜାର ରାସ୍ତାରୁ ହଟିବ ଫାଷ୍ଟଫୁଡ୍‌ ଦୋକାନ

ଛତ୍ରପୁର,୧୨ା୧୨(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ବୁଧବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଅଧ୍ୟକ୍ଷତା କରିଥିଲେ। ଛତ୍ରପୁର ସହରରେ କିଭଳି ଟ୍ରାଫିକ୍‌ ସମସ୍ୟା ଦୂର ହେବ ସେ ଉପରେ ଉପଜିଲାପାଳ…

ମା’ର ମୃତ୍ୟୁ ପରେ ଜେଲରେ ବାପା: ୧୮ଦିନର ଶିଶୁପୁତ୍ରକୁ ଉଦ୍ଧାର

ବାଲେଶ୍ୱର ଅଫିସ,୧୨।୧୨- ବାଲେଶ୍ୱର ଚାଇଲ୍ଡ ଲାଇନ୍‌ ପକ୍ଷରୁ ବୁଧବାର ବସ୍ତା ଥାନା ଅନ୍ତର୍ଗତ ସାନଧନାଡ଼ି ଗ୍ରାମରୁ ୧୮ ଦିନର ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ପରେ ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରାଯାଇଛି। ଚାଇଲ୍ଡ ଲାଇନ୍‌ ସୂତ୍ରୁ ମିଳିଥିବା…

କୁକୁଡ଼ା ଚୋରି ଘଟଣାକୁ ନେଇ ହତ୍ୟା ମାମଲାର ରାୟ : ଅଭିଯୁକ୍ତ ଯୁବକଙ୍କୁ ଆଜୀବନ କାରାଦଣ୍ଡ

ରାଉରକେଲା ଅଫିସ, ୧୨।୧୨- ସୁନ୍ଦରଗଡ଼ ଜିଲା ଛେଣ୍ଡ ଥାନା ଅନ୍ତର୍ଗତ ହଠାତ ବସ୍ତିରେ ଏକ କୁକୁଡ଼ା ଚୋରି ଘଟଣାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ପ୍ରଥମ ଶ୍ରେଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ଦୀପକ କୁମାର ୧୨ଜଣଙ୍କ…

ଗଛକୁ ଧକ୍କା ଦେଲା ଗାଡ଼ି: ୪ ଆହତ

ଠାକୁରମୁଣ୍ଡା,୧୨ା୧୨(ଡି.ଏନ୍‌.ଏ.)- ଠାକୁରମୁଣ୍ଡାଠାରୁ ୪ କି.ମି ଦୂର ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତାର ହାଣ୍ଡିଫୁଟା ଛକ ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଏକ ଟାଟା ସୁମୋ ଗାଡି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛକୁ ଧକ୍କା ଦେବାରୁ…

ଭିକ୍ଷାବୃତ୍ତି ଶେଷ ସାହାରା

ଭଦ୍ରକ ଅଫିସ, ୧୨।୧୨- ବେଶ୍‌ ହସଖୁସିରେ ଚାଲିଥିଲା ତାଙ୍କ ସଂସାର। ଘର ନିକଟ ତଥା ଆଖପାଖ ଅଞ୍ଚଳରେ ସାଇକେଲ ଯୋଗେ ବୁଲି ଦହିବରା ବିକୁଥିଲେ। ସେହି ବ୍ୟବସାୟରୁ ଯାହା ରୋଜଗାର ହେଉଥିଲା ସେଥିରେ ତାଙ୍କର ଛୋଟିଆ ପରିବାର ଚଳିଯାଉଥିଲା। ହେଲେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?