ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି
ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ ବାଳିକା ବିଭାଗର ୮ ବର୍ଷ ବର୍ଗରେ ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲ ଦ୍ୱିତୀୟ…
ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ କୃଷ୍ଣ (୧୬)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୩୪/୧୯ରେ ଏକ…
ଅସୁରକ୍ଷିତ ଐତିହ୍ୟ: ଦିନେ ଏହା ଥିଲା ରାଜାଙ୍କ ସଭାଗୃହ
କେନ୍ଦୁଝର, ୧୩ା୧୦ (ସ୍ବ.ପ୍ର.)- ଗଡ଼ଜାତ ଶାସନ ସମୟରେ ନିର୍ମିତ ପୁରାତନ ଐତିହ୍ୟ ସମ୍ପନ୍ନ କୋଠାରେ ଚାଲିଛି କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ। ଗଡ଼ଜାତ ଶାସନବେଳେ ଏହାକୁ ରାଜା ସଭାଗୃହ ଭାବେ ବ୍ୟବହାର କରୁଥିଲେ। ଦେଶ ସ୍ବାଧୀନ ହେବା ପରେ ଏହି ସଭାଗୃହ କୋଠାରେ…
ଅବାଧରେ ଚାଲିଛି ବେଆଇନ କାଠମିଲ୍, ଡିପୋ
ଭଦ୍ରକ ଅଫିସ, ୧୩।୧୦- ଭଦ୍ରକ ଜିଲାରେ ଚୋରା କାଠ ବେପାରୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ କାଠ ମିଲ୍ ଓ ଡିପୋ ଅବାଧରେ ଚାଲିଥିବା ବେଳେ ବନ ବିଭାଗ ବେପାରୀଙ୍କୁ କାବୁ କରିପାରୁ ନ…
ସୁବ୍ରତଙ୍କୁ ଭାରତୀୟ ଯୁବ ପୁରସ୍କାର
ବାରିପଦା ଅଫିସ,୧୩।୧୦- ମୟୂରଭଞ୍ଜ ଜିଲାର ଯୁବ ପ୍ରତିଭା ସୁବ୍ରତ ଦାସ ଓଡ଼ିଶାର ଏକମାତ୍ର ଯୁବକ ଭାବେ ଚଳିତବର୍ଷ ଭାରତୀୟ ଯୁବ ପୁରସ୍କାର ସମ୍ମାନ ଲାଭ କରିଛନ୍ତି। ଉତ୍ତର ପ୍ରଦେଶର ଆଗ୍ରାଠାରେ ଯୁବ ଖେଳକୁଦ ମହାସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଏହି…
ଫାଇଲିନକୁ ବିତିଲା ୬ ବର୍ଷ: ବୁଢ଼ାବଳଙ୍ଗରେ ହୋଇପାରୁନି ଆଡ଼ିବନ୍ଧ
ବାରିପଦା ଅଫିସ,୧୩।୧୦- ସେଦିନ ଥିଲା ୨୦୧୩ ଅକୋ୍ଟବର ୧୩ ତାରିଖର କାଳ ରାତ୍ରି । ଫାଇଲିନ ବାତ୍ୟା ପ୍ରଭାବରେ ଫୁଲି ଉଠିଥିଲା ବୁଢ଼ାବଳଙ୍ଗ । ଚାହୁଁଚାହୁଁ ସେହି ରାତିରେ ବାରିପଦା ସହର ଜଳମଗ୍ନ ହୋଇପଡିଲା। ଜୀବନ ବଞ୍ଚାଇବା ଲାଗି ବିକଳରେ ଅନେକ…
ପାଗଳା କୁକୁର କାମୁଡାରେ ୧୫ ଆହତ
ଖଇରା, ୧୩।୧୦(ଡି.ଏନ.ଏ.)-ଖଇରା ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡାରେ ୧୫ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଆହତ ହୋଇଛନ୍ତି। ଡୁଙ୍ଗୁରା ପଞ୍ଚାୟତ ବାରାହାପୁର ଗ୍ରାମରେ କୁକୁର କାମୁଡାରେ ଶିଶୁ ସମେତ ୬ ଜଣ ଗୁରୁତର ହୋଇଛନ୍ତି। ପାଗଳ କୁକୁର ଗୁରୁବାର…
ପ୍ରହସନ ପାଲଟିଛି ୫-ଟି, ପଛେଇଛି ଯାଜପୁର ଜିଲା ବିକାଶ
ଯାଜପୁର ଅଫିସ,୧୩।୧୦- ଯାଜପୁର ଜିଲା ଗଠନ ହେବା ପରେ ଏହାର ପାରିପାର୍ଶ୍ୱିକ, ଭୌଗୋଳିକ ବିକାଶ ଯେପରି ହେବା କଥା ତାହା ଏପର୍ଯ୍ୟନ୍ତ ହୋଇପାରି ନାହିଁ। ଲୋକଙ୍କ ଜୀବନଧାରଣ ମାନରେ ସେତେଟା ଉନ୍ନତି ପରିଲକ୍ଷିତ ହୋଇନାହିଁ। ଜିଲାର ପ୍ରତିନିଧିତ୍ୱ କରୁଥିବା ରାଜନୈତିକ ନେତୃବର୍ଗ…
ତହସିଲ, ବ୍ଲକ ଅଫିସରେ ଭିଜିଲାନ୍ସ: ଚାଲିଛି ରେକର୍ଡପତ୍ର ଯାଞ୍ଚ
ଖଇରା, ୧୩।୧୦(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ବିଭାଗର ଏକ ଟିମ୍ ଶୁକ୍ରବାର ଖଇରା ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିଛନ୍ତି। ଭିଜିଲାନ୍ସ ଏସ୍ପି ସୁନୀଲ କୁମାର ସେନାପତିଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ଡିଏସ୍ପି ସନ୍ତୋଷ କୁମାର ସାମନ୍ତରାଏଙ୍କ ନେତୃତ୍ୱରେ ଇନ୍ସପେକ୍ଟର ଅନିରୁଦ୍ଧ…
ହ୍ୟାଣ୍ଡବଲ ଆସୋସିଏଶନର ରୌପ୍ୟଜୟନ୍ତୀ ଉଦ୍ଯାପିତ: ଲୁହା ଉତ୍ପାଦନରେ ରାଜ୍ୟ, ଦେଶର ନେତୃତ୍ୱ ନେବ ଯାଜପୁର: କେନ୍ଦ୍ରମନ୍ତ୍ରୀ
ଚଣ୍ଡିଖୋଲ/ଛତିଆ୧୩।୧୦(ଡି.ଏନ.ଏ)- ପୂର୍ବ ଭାରତର ବିକାଶ ହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ। ତେଣୁ ପୂର୍ବ ଭାରତର ବିକାଶ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭାରତର ଗୁରୁତ୍ୱ ବହନ କରୁଥିବା ଓଡ଼ିଶାର ଯାଜପୁର ଜିଲା ଇଷ୍ପାତ, ଖଣି…
ରସୁଲପୁର ବ୍ଲକ:୫ମାସରେ ୧୩ ଡେଙ୍ଗୁ ରୋଗୀ ଚିହ୍ନଟ; ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ତତ୍ପରତା
ରସୁଲପୁର,୧୩।୧୦(ଡିଏନଏ)- ଡେଙ୍ଗୁ ଏକ ବିପଦଜ୍ଜନକ ରୋଗ ହୋଇଥିବାବେଳେ ରସୁଲପୁର ବ୍ଲକରେ ୫ମାସରେ ସମୁଦାୟ ୧୩ଜଣ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ରୋଗ ଏଡିସ ମଶା ଦ୍ୱାରା ବ୍ୟାପୁଥିବାବେଳେ ବିଶେଷ କରି ବର୍ଷା ଦିନରେ ଏହି ରୋଗର ପ୍ରକୋପ ଅଧିକ ରହିଥାଏ।…
ଦୁର୍ଘଟଣା ବଢ଼ାଉଛି ଜାତୀୟ ରାଜପଥରେ ଗାଡ଼ି ପାର୍କିଂ
ଚଣ୍ଡିଖୋଲ,୧୩।୧୦(ଡି.ଏନ.ଏ)- ୧୬ନଂ. ଜାତୀୟ ରାଜପଥର ଛତିଆ ନିକଟରେ ବେଆଇନଭାବେ ରାଜପଥ ଉପରେ ଗାଡ଼ିଗୁଡ଼ିକ ଠିଆହୋଇ ରହିବା ଯୋଗୁ ଯାତାୟାତରେ ବ୍ୟାଘାତ ସୃଷ୍ଟି ହେବା ସହ ଦୁର୍ଘଟଣା ବୃଦ୍ଧି ପାଉଛି। ଯାଜପୁର ଜିଲା ବୈରୀ ଥାନା ଛତିଆସ୍ଥିତ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ…
Archives


