୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…
ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ
ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି…
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ
ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍ଏସ୍ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ ଏସ୍ଡିପିଓଙ୍କ ଉପସ୍ଥିତିରେ ବିସିଂହପୁର ପୋଲିସ ରାଓଙ୍କ ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର କାରଣକୁ…
ଜବତ ଚାଉଳର ତଦନ୍ତ ଦାବି: ବ୍ଲକ କାର୍ଯ୍ୟାଳୟ ଘେରିଲା ଭାଜପା
ତିହିଡି,୭।୧(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡି ବଜାରସ୍ଥିତ ଏକ ବ୍ୟକ୍ତିଗତ ଘର ସାମ୍ନାରୁ ଶନିବାର ସରକାରୀ ଚାଉଳ ଜବତ ହୋଇଥିଲା। ୨ଟି ଟ୍ରକରେ ବୋଝେଇ ହୋଇ ଚାଉଳ ରହିଥିବାବେଳେ ତହସିଲଦାର ରମେଶ ଚନ୍ଦ୍ର ପଣ୍ତା ଏହାକୁ ଅଟକ ରଖିଥିଲେ। ପରେ ଚାଉଳକୁ ଜବତ କରାଯାଇ…
ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ: ଜଣେ ମହିଳା ଆନ୍ଦୋଳନକାରୀ ଅସୁସ୍ଥ
କେନ୍ଦୁଝର, ୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଜାନୁୟାରୀ ୧ରୁ ସ୍ଥାୟୀ ନିଯୁକ୍ତି ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିଛି। ମଙ୍ଗଳବାର ଆନ୍ଦୋଳନରେ ବସିଥିବା ଜଣେ ମହିଳା କର୍ମଚାରୀ ହଠାତ ଅସୁସ୍ଥ ହୋଇଯିବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ…
ଚେକ୍ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲା: ୪ ଅଭିଯୁକ୍ତ ଗିରଫ
ବରଗଡ ଅଫିସ,୭।୧: ବରଗଡ ଜିଲା ଭଟ୍ଲିସ୍ଥିତ ଏସ୍ଡିସିସି ବ୍ୟାଙ୍କର ଜଣେ ଉପଭୋକ୍ତା ଅପରାଜିତା ମିଶ୍ରଙ୍କ ଆକାଉଣ୍ଟରୁ ଚେକ୍ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ ଟାଉନ ଥାନା…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ…
ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା
ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।…
ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି
ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ ଆସିଥିବାବେଳେ…
ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍ଡିସି
ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ପରେ ଜିଲା…
ଜେଏନ୍ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର
ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼…
ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍ ସାମିଲ
ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍ ସାମିଲ ହୋଇଛନ୍ତି । ମୋଟ୍…

