ଆମ ଜିଲା ଖବର

ପିଆଇସିଟିରେ ଚାକିରି ଦେବା ନାଁରେ ଠକେଇ: ୪୬ ଜଣଙ୍କୁ ଭୁଆଁ ବୁଲାଇଲେ ଯୁବକ

ପାରାଦୀପ,୧୩।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବର୍ଥ ନେଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) କମ୍ପାନୀରେ ଚାକିରି କରାଇଦେବା ନଁାରେ ଜଣେ ଯୁବକ ୪୬ ଜଣଙ୍କୁ ଭୁଆଁ ବୁଲାଇଛନ୍ତି। ସମସ୍ତଙ୍କଠାରୁ ସେ ୨୦ ହଜାର ଟଙ୍କା ଲେଖାଏ ଆଦାୟ କରି…

ମଦ ବନ୍ଦ ପାଇଁ ମହିଳାଙ୍କ ସଙ୍କଳ୍ପ:ଥାନା, ଅବକାରୀ କାର୍ଯ୍ୟାଳୟ ଘେରାଉ ପାଇଁ ଚେତାବନୀ

କୁନ୍ଦୁରା,୧୨ା୧୦(ଡି.ଏନ୍‌.ଏ.)କୋରାପୁଟ ଜିଲା କୁନ୍ଦୁରା ଅଧୀନସ୍ଥ ନବଗଠିତ ପଖନାଗୁଡ଼ା ପଞ୍ଚାୟତର ତ୍ରିନାଥ ମନ୍ଦିରରେ ୫ ଶହରୁ ଊର୍ଦ୍ଧ୍ୱ ମହିଳା ଦେଶୀ ମଦ ତିଆରି ଏବଂ ବିକ୍ରି ବନ୍ଦ କରିବା ପାଇଁ ଶନିବାର ଶପଥ ନେଇଛନ୍ତି। ଦୀର୍ଘ ୩୦/୪୦ ବର୍ଷ ହେଲାଣି ଏଠାରେ ଅବାଧ…

ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ ପଦ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି ା ଆହତମାନେ ହେଲେ ଶିବାନୀ ରଇତ, ବିନୋତୀ ଗମାଙ୍ଗ,…

ନଦୀରେ ଭାସିଗଲେ ୨ ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ଚୌଦ୍ୱାର,୧୨ା୧୦ (ଡି.ଏନ୍‌.ଏ): ଶନିବାର ଅପରାହ୍ନରେ ବିରୁପା ନଦୀ ବ୍ୟାରେଜ ନିକଟରେ ଗାଧୋଉଥିବାବେଳେ ୨ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣେ ନିଖୋଜ ହୋଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଚୌଦ୍ୱାର ହିଙ୍ଗୁଳାଇସାହି ହରିଜନ ବସ୍ତିର ଅବିନାଶ ନାଏକ,…

ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥି, ଦଲାଲ ଗିରଫ

କଟକ ଅଫିସ,୧୨ା୧୦- ବେଆଇନ ଶ୍ରମିକ ଚାଲାଣ କରୁଥିବା ୪୧ ଜଣ ମଧ୍ୟସ୍ଥି ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍‌ପିଙ୍କ ନେତୃତ୍ୱରେ ଏକ…

ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ କରିବା ପାଇଁ ପୂର୍ବରୁ ପ୍ରଶାସନିକ ଅଧିକାରୀମାନେ ନୋଟିସ ମାଧ୍ୟମରେ ଅବଗତ କରାଇଥିଲେ ମଧ୍ୟ ଗ୍ରାମବାସୀଙ୍କ…

ଗାଡି ଧକ୍କାରେ ଜଣଙ୍କ ଜୀବନ ଗଲା

ବଡ଼ବିଲ, ୧୨।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଏନ୍‌ଏଚ ୫୨୦ର ରୋଇଡା ଛକ ନିକଟରେ ଶନିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଯଶବିନ୍ଦର ସିଂ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ଘର ବଲାଣି ଥାନା…

ନକଲି ବାଣ କାରଖାନା ଠାବ: ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ସଜନାଗଡ଼,୧୨।୧୦(ଡି.ଏନ.ଏ.)-ନୀଳଗିରି ଥାନା ମଲ୍ୟାଣି ଗ୍ରାମର ଏକ ନକଲି ବାଣ କାରଖାନା ଉପରେ ଶନିବାର ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏଥିରେ ସମ୍ପୃକ୍ତ ଭବେଶ ବାରିକ (୫୦)ଙ୍କୁ ମଧ୍ୟ ଗିରଫ କରାଯାଇଛି। ଭବେଶ ନିଜ ଘରେ…

ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ (୪୨)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ

ହାଟଡିହୀ,୧୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିବାବେଳେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାଯାଇଛି ଯେ, ପଞ୍ଚାୟତ ମଧ୍ୟ ଇଂରାଜୀ ବିଦ୍ୟାଳୟ…

ପିଏଫ୍‌ଏମ୍‌ଏସ୍‌ ନ ହେବାରୁ ୪ ପଞ୍ଚାୟତର କେନ୍ଦ୍ରୀୟ ଅନୁଦାନ ୬ ମାସ ହେଲା ବନ୍ଦ

ଭବାନୀପାଟଣା,୧୨।୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ଅନୁଦାନଗୁଡ଼ିକୁ ବିଭିନ୍ନ କ୍ଷେତ୍ରରେ ସାଧାରଣ ଅର୍ଥ ବଣ୍ଟନ ଯୋଜନା (ପିଏଫ୍‌ଏମ୍‌ଏସ୍‌) ଜରିଆରେ ଅନ୍‌ଲାଇନ୍‌ ପେମେଣ୍ଟ ବ୍ୟବସ୍ଥା ରହିଛି। ମାତ୍ର ଏପର୍ଯ୍ୟନ୍ତ ଅନେକ ସ୍ଥାନରେ ଉକ୍ତ ବ୍ୟବସ୍ଥାରେ କମ୍ପ୍ୟୁଟରରୁ ତଥ୍ୟ ଆଦାନ ପ୍ରଦାନର ଯାନ୍ତ୍ରିକ ତ୍ରୁଟି ରହିଛି।…

ମହୀଧରପୁରରେ ପୃଥକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଶୁଶୁଡା ଅଞ୍ଚଳର ନରେଶ ମାହାଳିକ(୩୨) ଓରଫ ପିଣ୍ଟୁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri