ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ଖୋର୍ଦ୍ଧା ଅଫିସ, ୧୨।୧୦: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତମାନେ ମାସର ୨ୟ ଶନିବାର ଅର୍ଥାତ୍ ଛୁଟି ଦିନକୁ ଦୃଷ୍ଟିରେରଖି ବ୍ୟାଙ୍କର ଝରକା ଭାଙ୍ଗି ଭିତରେ ପଶିଛନ୍ତି।…
ବଜ୍ରପାତରେ ୨ ମୃତ
ଖୋର୍ଦ୍ଧା ଅଫିସ, ୧୨।୧୦: ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ପୁବୁସାହି ପଞ୍ଚାୟତ ଚାନ୍ଦପୁର ଗଁ।ର ପ୍ରହଲ୍ଲାଦ ବେହେରା(୩୫) ଓ ଜଙ୍କିଆ ଥାନା ଓରବରସିଂର ଲେଖନପୁର ଗଁ।ର ଉତ୍ତମ ଜେନା(୬୦)। ଉଭୟଙ୍କ ମୃତଦେହକୁ ଖୋର୍ଦ୍ଧା…
ଭଉଣୀର ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ବୋହି ଅନ୍ତିମ ସତ୍କାର କଲେ ୨ ଭାଇ
ଚନ୍ଦାହାଣ୍ଡି, ୧୨।୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରିଗୁଡ଼ା ପଞ୍ଚାୟତ ମଡ଼ିଗାଁରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଭଉଣୀ ମୃତଦେହକୁ କାନ୍ଧ ନ ମିଳିବାରୁ ୨ ଭାଇ ଏକ ସାଇକେଲରେ ବୋହି ନେଇ ଅନ୍ତିମ ସତ୍କାର କରିଛନ୍ତି। ପ୍ରକୃତ…
ଶ୍ରୀକ୍ଷେତ୍ରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ
ପୁରୀ ଅଫିସ,୧୨।୧୦: ଶ୍ରୀକ୍ଷେତ୍ରର ବିକାଶ ଲାଗି ସରକାର ଗୁରୁତ୍ୱାରୋପ କରୁଛନ୍ତି। ଅନ୍ୟପଟେ ପୁରୀ ସହରରେ ଅବହେଳିତ ହୋଇପଡିଛନ୍ତି ମହାପୁରୁଷ। ଶ୍ରୀକ୍ଷେତ୍ରର ବିଭିନ୍ନ ସ୍ଥାନରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। କେଉଁଠି ମୂର୍ତ୍ତି ଭାଙ୍ଗିଗଲାଣି ତ, ଆଉ କେଉଁଠି ପ୍ରତିମୂର୍ତ୍ତିରେ…
ବେଆଇନ ଗଚ୍ଛିତ କାଠ ଗୋଦାମରେ ଚଢ଼ାଉ
ଭଦ୍ରକ ଅଫିସ,୧୨।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଇଚ୍ଛାପୁର ଗାଁର ଏକ କାଠ ଗୋଦାମରେ ଶନିବାର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ବେଆଇନ ଭାବେ ଗଚ୍ଛିତ ଥିବା ପଟା ଓ ସାଇଜ କାଠକୁ ଜବତ କରାଯାଇଛି।…
ଧାମରା ବନ୍ଦରରେ ଅଘଟଣ: ସର୍ଟଶର୍କିଟରେ ୩ ଆହତ
ଚାନ୍ଦବାଲି,୧୨ା୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ବନ୍ଦର(ଆଦାନୀ)ରେ ଶନିବାର ସକାଳେ ଅଘଟଣ ଘଟିଛି। ବିଦ୍ୟୁତ୍ ସର୍ଟଶର୍କିଟ ଯୋଗୁଁ କମ୍ପାନୀରେ କାମ କରୁଥିବା ୩ କର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରାଜାରାମ(୨୮), ଜୟୀରାମ(୩୦) ଓ ବୁଲବୁଲ୍ (୨୫)। ସମସ୍ତ ଶ୍ରମିକଙ୍କ ଘର ବିହାର…
ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ
ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଜାମୁନାଳିଆ ଗାଁ ନିକଟରେ ଥିବା ସନ୍ନିକଟ ଜଙ୍ଗଲରୁ ଶନିବାର ସକାଳୁ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ୮୦ ବର୍ଷୀୟ କୃଷ୍ଣଚନ୍ଦ୍ର ମାହାକୁଡ଼।…
ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ପାଟଣା ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମ ନିକଟ ଏକ ଜଙ୍ଗଲରୁ ଶନିବାର ସକାଳେ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ସେ ହେଲେ ଉକ୍ତ ଗ୍ରାମର କୃଷ୍ଣଚନ୍ଦ୍ର ମାହାକୁଡ଼(୮୦)। ପ୍ରକାଶ ଯେ, ଶନିବାର…
ସ୍ବାମୀ ଓମ୍ ଜୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ
କୋଣାର୍କ,୧୨।୧୦(ଡି.ଏନ୍.ଏ.): ଗ୍ଲୋବାଲ ଓ ଭାରତ ହିନ୍ଦୁ ମହାସଭାର ଅଧ୍ୟକ୍ଷ ସ୍ବାମୀ ଓମ୍ ଜୀ ଶୁକ୍ରବାର ବିଶ୍ୱ ପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର। ତାଙ୍କ ଯୋଗୁ ସଂସାରରେ…
ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା
ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ନୀତି ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ,…
୧୪ରୁ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଲେ ହବିଷିଆଳି
ପୁରୀ ଅଫିସ, ୧୨।୧୦: ଆସନ୍ତା ୧୩ ତାରିଖରେ ଆଶ୍ୱିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା। ଏହା ପରଦିନ ଅର୍ଥାତ୍ ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ପୂଣ୍ୟ ଭୂମି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର…
ଓଟିଇଟି ପ୍ରଶ୍ନପତ୍ରରେ ତ୍ରୁଟି ଘଟଣା: ପୁନଃ ମୂଲ୍ୟାୟନ ଅର୍ଥ କମ୍ ପାଇଁ ଦାବି
କଟକ ଅଫିସ, ୧୨।୧୦: ପ୍ରଶ୍ନପତ୍ର ତ୍ରୁଟି ଲାଗି ୨୦୧୮ରେ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାତିଲ କରି ଦିଆଯାଇଥିଲା। ସେହିପରି ଚଳିତବର୍ଷ ଜାନୁଆରୀରେ ଏହି ପରୀକ୍ଷା ହେବାକୁ ଥିଲା। ମାତ୍ର ଏହି ପରୀକ୍ଷା ଗତ ଅଗଷ୍ଟ…
Archives


