ଆମ ଜିଲା ଖବର

ଧାନ ଗଦା ଜଳିଗଲା

ଦିଗପହଣ୍ଡି,୧୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ପୋଡାବାଡି ଗାଁରେ ମଙ୍ଗଳବାର ସକାଳେ ଚାଷୀ ସୋମନାଥ ଦଳେଇଙ୍କ ୧୦ ଭରଣ ଜମିିର ଧାନ ଗଦା ଜଳିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଦୁର୍ବୃତ୍ତ ଧାନ ଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଦିଗପହଣ୍ଡି ଅଗ୍ନିଶମ…

ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ…

ବରବେରଣା ନୂଆସାହିରେ ଅବକାରୀ ବିଭାଗର ଚଢ଼ାଉ: ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍‌ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ୨ଲକ୍ଷ ୧୦ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବଡ଼ବେରଣା…

ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ

କଣ୍ଟାପଡା,୧୦।୧୨(ଡି.ଏନ୍‌.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଓଲଟପୁର ଥାନାରେ ମାମଲା (ନଂ.୯୭/୧୯) ରୁଜୁ…

ରାଜନଗରରେ ବିଜୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ, ମୁଣ୍ଡ କାଟିନେଲେ ଦୁର୍ବୃତ୍ତ

ରାଜନଗର,୧୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ କାଟି ନେଇଛନ୍ତି। ଏହା ଜଣାପଡ଼ିବା ପରେ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ୨୦୧୨ରେ ରାଜନଗରର…

ଭଉଣୀଙ୍କ ତାଗିଦ ଯୋଗୁ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବଡ଼ସାହି,୧୦।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ପଶୁଦା ଗ୍ରାମ ଭୋଳପଦା ସାହିର ନବମ ଶ୍ରେଣୀର ଛାତ୍ର କାଳିଦାସ ମାରାଣ୍ଡି ମଙ୍ଗଳବାର ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିଲେ, ଟ୍ରକ୍‌ ଚକାତଳେ ଚାଲିଗଲା ଜୀବନ

ଭଦ୍ରକ ଅଫିସ,୧୦।୧୨: ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିବାବେଳେ ଟ୍ରକ୍‌ ଚକାତଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲା ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି…

ସ୍ବର୍ଗଦ୍ୱାର ପରିସରରୁ ପୁରୁଣା ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ ସରିବା ପରେ ଏହାର ଉନ୍ନତିକରଣ କାମ ଆରମ୍ଭ ହେବ। ଏଠାରେ ମୃତଦେହ ରଖିବା…

ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର

ଆନନ୍ଦପୁର,୧୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଭାଟସିରା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନାବାଳକ ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଗୁରୁତର ବଡ ମା’ ହେଲେ ବୋଧିରାମ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ

ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍‌ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ…

ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି: ଖବରଦାତା ସଂଘର ଧାରଣା

ଲୋଇସିଂହା,୧୦।୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି ଓ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଲୋଇସିଂହାଖବରଦାତା ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦିଆଯାଇଛି। ଏହି ଧାରଣାକୁ ଅଞ୍ଚଳର ବିଭିନ୍ନ ମହଲରୁ ସମର୍ଥନ ମିଳିଥିବା ଜଣାପଡ଼ିଛି।

ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ

ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଶିବଲିଙ୍ଗଠାରୁ ମାତ୍ର ଅଳ୍ପ ବ୍ୟବଧାନରେ ଏହି ଅଭାବନୀୟ ଘଟଣା ଘଟିଛି। ଭୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?