ମାରପିଟ୍ ଅଭିଯୋଗ, ୨ ମାମଲା ରୁଜୁ
ତାଳଚେର,୧୧ା୧୦(ନି.ପ୍ର.)- ଏମ୍ସିଏଲ୍ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଥିଲେ। ପୋଲିସ ଲୋଚନ ସେଠୀଙ୍କ ଅଭିଯୋଗ…
ରାସ୍ତା ମରାମତି ଦାବି
ତାଳଚେର,୧୧ା୧୦(ନି.ପ୍ର.)- ୧୪୯ ନମ୍ବର ଜାତୀୟ ରାଜପଥର ବହ୍ଲର ଛକ ଠାରୁ ଚାଇଁପାଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ବଡ଼ ବଡ଼ ଖାଲ ଯୋଗୁ ପ୍ରତ୍ୟେହ ସ୍କୁଲ, କଲେଜ ଛାତ୍ରୀଛାତ୍ର, ବାଇକ୍ ଆରୋହୀମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ବର୍ଷାହେଲେ ପରିସ୍ଥିତି ଅତ୍ୟନ୍ତ ସଙ୍ଗିନ…
ବିଦ୍ୟୁତ୍ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା
ରୂପ୍ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା…
ତରବରିଆ ପଦକ୍ଷେପ ସମସ୍ୟାକୁ କରିଛି ଜଟିଳ
ଯୋଡ଼ା, ୧୧।୧୦(ଡି.ଏନ.ଏ.)- ଯୋଡା ଅଞ୍ଚଳର ପ୍ରଦୂଷଣ ସମସ୍ୟା ବୃଦ୍ଧି ନେଇ ସ୍ଥାନୀୟ ଅଞ୍ଚଳବାସୀ ଉଦ୍ବେଗ ପ୍ରକାଶ କରିଛନ୍ତି। ନିକଟରେ ଉଁଚ୍ଚବାଲୀ ଗ୍ରାମବାସୀଙ୍କ ପକ୍ଷରୁ ଖାଲଖମାରେ ଭର୍ତ୍ତି ରାସ୍ତା ସମସ୍ୟା ନେଇ ସ୍ଥାନୀୟ ଖଣିସଂସ୍ଥାକୁ ଲିଖିତ ଦାବିପତ୍ର ଦିଆଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟ…
୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ
ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଗତ ବୁଧବାରଠାରୁ ରାମଚନ୍ଦ୍ରପୁର ପଞ୍ଚାୟତ ସିପିଆଇ କମିଟି ପକ୍ଷରୁ ବ୍ଲକ…
ଲାଉମୁଣ୍ଡାେରେ ଭାଜପାର ରୋଡ୍ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
ବିଜେପୁର, ୧୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା…
ଲୋଡର୍ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ
ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍ସିଏଲ୍ର ଚିଙ୍ଗୁଡିଗୁଡା ରେଲ୍ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍ ଚାଳକଙ୍କୁ ସାପ କାମୁଡି ଦେଇଥିଲା । ଏଥିରେ ଚାଳକ ରାଧେ ଯାଦବ(୨୯) ଗୁରୁତର ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ବେଲପାହାଡ…
ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ବୌଦ୍ଧ ଗସ୍ତ: ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଇଥିଲେ ଖାଦ୍ୟ
ବୌଦ୍ଧ,୧୧।୧୦(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ବୌଦ୍ଧ ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀରୁ ଏରୋପ୍ଲେନ୍ ଯୋଗେ ଆସି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ…
ଆଜି ‘ବିଗ୍ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା
ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଭଗବାନ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ ସହ ଦୀର୍ଘାୟୁ କରନ୍ତୁ।…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ
ଖଲିକୋଟ,୧୧।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ ୫ ଜୁଆଡ଼ିଙ୍କୁ ଗିରଫ କରିଛିି। ସେମାନଙ୍କ ନିକଟରୁ ନଗଦ ୪୨ ଶହ ଟଙ୍କା,…
ବାଲିମେଳାରେ ଜବାହର ନବୋଦୟ ବିଦ୍ୟାଳୟ-୨ ଲୋକାର୍ପିତ
କୋରୁକୋଣ୍ଡା, ୧୧।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍ଏସିରେ ନୂତନଭାବେ ନିର୍ମିତ ଜବାହର ନବୋଦୟ ବିଦ୍ୟାଳୟ-୨ ଗୁରୁବାର ସ୍ଥାନୀୟ ଟାଉନହଲଠାରେ ଲୋକାର୍ପଣ ହୋଇଯାଇଛି। ୨୬ କୋଟି ୧୩ ଲକ୍ଷ ଟଙ୍କା ଅର୍ଥ ବ୍ୟୟରେ ନିର୍ମିିତ ଏହି ବିଦ୍ୟାଳୟ ଗୃହକୁ…
ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର
ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଲପାଲିରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ…
Archives


