ଆମ ଜିଲା ଖବର

ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଶିକ୍ଷକ ହେଲେ ବାରିଆ ଥାନା ଜ୍ୟୋତିପୁର ଗ୍ରାମର ପୁରନ୍ଦର ମହାନ୍ତ। ସେ…

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି…

ପୁରୀ ଗଣବଳାତ୍କାର ମାମଲା: ଆଉ ୩ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୯।୧୨: ପୋଲିସ କ୍ବାର୍ଟର୍ସରେ ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର କୁମ୍ଭାରପଡ଼ା ପୋଲିସ ଦମ୍ପତି ସମେତ ୩ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଭୁବନେଶ୍ବର ବାଘମରାର ରଞ୍ଜିତ ପରିଡ଼ା, ସ୍ତ୍ରୀ ଶୌର୍ଯ୍ୟ ଶେଫାଳି ଏବଂ ବୁଲୁ ବାରିକ। ପୂର୍ବରୁ ପୋଲିସ ୩ଜଣଙ୍କୁ…

ପୃଥକ୍‌ ସଡ଼କ ଦୁର୍ଘଟଣା: ୨ ମୃତ

ଛତ୍ରପୁର,୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଡିଭାଇଡରକୁ ଏକ ବାଇକ୍‌ ଧକ୍କା ଦେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ଆଜି ଅର୍ଥାତ୍‌ ସୋମବାର କରାଯିବ। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ…

ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ନଭେମ୍ବର ୧୮…

ଅଜଣା ଗାଡ଼ି ଧକ୍କାରେ ଦୁଇ ସାଙ୍ଗଙ୍କ ଜୀବନ ଗଲା

ବାରିପଦା ଅଫିସ,୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଜ୍ୟୋତିପୁର ନିକଟରେ ସୋମବାର ଭୋର୍‌ରେ ଏକ ଅଜଣା ଗାଡି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସଦର ଥାନା ଅଧୀନ ଇଟାମୁଣ୍ଡିଆ ଗ୍ରାମର ଦୁଇ ସାଙ୍ଗ ଗୌତମ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ ଉଦ୍ୟମ କରିଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବା ସହ ହାଇକୋର୍ଟରେ ମାମଲା ଦାଏର…

ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ତାଡ଼ି ଦାନ ଅର୍ଥ ନେଇଯାଇଥିବା ଜଣାପଡ଼ିଛି। ଖବରପାଇ ବଡ଼ବିଲ…

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପାପଡ଼ାହାଣ୍ଡି/ମଇଦଲପୁର,୯।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଆମପାଣି ଘାଟିରୁ ସୋମବାର ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଝାଡ଼କୁଶମି ଗ୍ରାମର ରାମ ଭତରା। ସେ ଗତ ୫ ତାରିଖରୁ ନିଖୋଜ ଥିଲେ। କିଛି ଅଜଣା ଲୋକ…

ପାରାଦୀପ ନଗର କଂଗ୍ରେସର ସମୀକ୍ଷା ବୈଠକ

ପାରାଦୀପ,୯ା୧୨(ସ୍ବ.ପ୍ର.): ସ୍ଥାନୀୟ ବିଜୟଚନ୍ଦ୍ରପୁରଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପରିସରେ ରବିବାର ସନ୍ଧ୍ୟାରେ ପାରାଦୀପ ନଗର କଂଗ୍ରେସ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ଅଧ୍ୟକ୍ଷତା କରିଥିଲେ। ଏଥିସହ ଆଗାମୀ ବର୍ଷ…

ଜଗତ୍‌ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା

ଜଗତ୍‌ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍‌ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ ସମ୍ମାନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?