ଆମ ଜିଲା ଖବର

ଭଏସ୍‌ ଅଫ ନୟାଗଡ଼ ସିଜିନ୍‌ ୨: ବାଜି ମାରିଲେ ମୋନାଲିସା

ନୟାଗଡ଼ ଅଫିସ,୯ା୧୨: ଜିଲାର ଯୁବ କଣ୍ଠଶିଳ୍ପୀଙ୍କୁ ଲୋକଲୋଚନ ଆଣିବା ଲକ୍ଷ୍ୟରେ ନୟାଗଡ଼ କ୍ଲବ ପକ୍ଷରୁ ଆୟୋଜିତ ଭଏସ୍‌ ଅଫ ନୟାଗଡ଼ ସିଜିନ୍‌-୨ରେ ମୋନଲିସା ସ୍ବାଇଁ ବାଜି ମାରିଛନ୍ତି। ଶନିବାର ସନ୍ଧ୍ୟାରେ ପଠାଣିସାମନ୍ତ ଅଡ଼ିଟୋରିୟମରେ ହୋଇଥିବା ଫାଇନାଲ ରାଉଣ୍ଡରେ ୧୦ ଜଣ ପ୍ରତିଯୋଗୀଙ୍କୁ…

ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା

କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍‌ଘାତ କିମ୍ବା ବ୍ରେନ୍‌ ଷ୍ଟ୍ରୋକ୍‌ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା ହାତଉଛନ୍ତି।…

ସ୍ବଚ୍ଛ ଭାରତ ଅଭିଯାନ ବାଟବଣା, ପାଇଖାନା ନିର୍ମାଣ ହୋଇଛି କାମରେ ଆସୁନି

ମାଲକାନଗିରି,୯ା୧୨(ଡି.ଏନ.ଏ.)- ଚଳିତ ବର୍ଷ ଅକ୍ଟୋବର ୨ରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ସ୍ବଚ୍ଛ ଭାରତ ମିଶନ ଅଭିଯାନ ମାଧ୍ୟମରେ ସମଗ୍ର ଦେଶକୁ ବାହ୍ୟ ମଳତ୍ୟାଗ ମୁକ୍ତ ଘୋଷଣା ଲକ୍ଷ୍ୟ ରଖାଯାଇଥିଲା। ଏଥିପାଇଁ ସହରଠାରୁ ଗ୍ରାମାଞ୍ଚଳର ସମସ୍ତ ପରିବାରକୁ ପାଇଖାନା ଯୋଗାଇ…

ପର୍ଯ୍ୟଟନସ୍ଥଳୀର ମାନ୍ୟତା ଅପେକ୍ଷାରେ ମୀନାଝୋଲା

ଚନ୍ଦ୍ରପୁର, ୯ା୧୨ (ଡି.ଏନ୍‌.ଏ.) ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ହନୁମନ୍ତପୁର ପଞ୍ଚାୟତରେ ରହିଛି ମୀନାଝୋଲା ଶୈବପୀଠ। ପ୍ରତିବର୍ଷ ଏଠାକୁ ହଜାର ହଜାର ପର୍ଯ୍ୟଟକ ଆସିଥାନ୍ତି ା ଏମିତି କି ଶିବରାତ୍ରିରେ ଜିଲା ତଥା ଜିଲା ବାହାରୁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ।…

ବିଦ୍ୟୁତ୍‌ ସଂଯୋଗରେ ଦୁର୍ନୀତି: ଟଙ୍କା ନେଉଛନ୍ତି ସଂଯୋଗ ଦେଉନାହାନ୍ତି

ରାୟଗଡ଼(ଗଜପତି),୯ା୧୨-ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ବିଦ୍ୟୁତ୍‌ ସଂଯୋଗରେ ଦୁର୍ନିତି ଅଭିଯୋଗ ହୋଇଛି। ଠିକା ସଂସ୍ଥା ଓ ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀମାନେ ବିଦ୍ୟୁତ୍‌ ସଂଯୋଗ ନାମରେ ହିତାଧିକାରୀଙ୍କଠାରୁ ଟଙ୍କା ନେଇ…

ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ବୀଣା

ଜାମଟିକ୍ରା, ୯ା୧୨(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ଏନ୍‌ଏସି ଅଧୀନ ୧୧ ନମ୍ବର ଓ୍ବାର୍ଡ ରେଙ୍ଗାଲିପାଲି କୁଡ଼ାପଡ଼ାର ଟିକେଶ୍ୱର ସାହୁ ଆର ତିଲୋତ୍ତମାକଁର ସାନ ଝି’ ବୀଣା ସାହୁ(୨୫)। ସେ ଜନ୍‌ମୁ ପୋଲିଓ ରୋଗ୍‌ରେ ପୀଡ଼ିତ ଅଛନ୍‌। ଏନ୍‌ତାଥି ଝି’ ବଡ଼ ହେଲା…

ଅବେବସ୍‌ତା ଘେରରେ ଦୁମଦୁମି ସେବାଶ୍ରମ ସ୍କୁଲ: ୧୦ଟା ଶ୍ରେଣୀକେ ୨୬୮ ଛାତ୍ରୀଛାତ୍ର, ୪ ଶିକ୍ଷକ

ଲୋଇସିଂହା, ୯।୧୨(ଡି.ଏନ.ଏ.)- ଆଦିବାସୀ ଛାତ୍ରୀଛାତ୍ରକଁର ଶିକ୍ଷାର ବିକାଶ ଲାଗି ସରକାର ଖାସ୍‌ ପଦକ୍ଷେପ ନେଉଥିବାର କହୁଛନ୍‌। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିରେ ଥିବାର ଆଦିବାସୀ ସେବାଶ୍ରମ ସ୍କୁଲର ଶିକ୍ଷକ ଥିତିକେ ଦେଖ୍‌ଲେ ସରକାରକଁର ଦରଦ୍‌ ଫଟିକ୍‌ ବୁଝାପଡ଼ୁଛେ। ସ୍କୁଲରେ…

୩ଟା କୁଠିରେ ୮ଟା ଶ୍ରେଣୀର ୧୩୮ ଛାତ୍ରୀଛାତ୍ର

ଗୁଡ଼ଭେଲିପଦର, ୯ା୧୨(ଡି.ଏନ୍‌.ଏ.)- କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ସଦର ଗଁାରେ ଥିବାର ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆରେ ଛଁଦି ହେଇ ରହିଛେ। ଇ ବାବ୍‌ଦେ ଶନିବାର ସ୍କୁଲ ପରିଚାଲନା କମିଟିର ସଦସିଅମାନେ ଜିଲାପାଲକଁୁ ଭେଟି ଗୁଟେ ଦାବିପତର ଦେବାର ସଂଗେ…

ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ଅନିୟମିତତାରେ ଚାଲିବା ଘଟଣା: ଜିଲାପାଳଙ୍କ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦେବଗଡ଼, ୯।୧୨(ଡି.ଏନ୍‌.ଏ.) -ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସମଗ୍ର ଶିକ୍ଷା…

ମୁଖ୍ୟମନ୍ତ୍ରୀକଁର ଦପ୍‌ତରରୁ ଆସିଥିଲା ନିରଦେଶ: ୧୯ ବଛର ଉତାରୁ ସାକାର ହେଲା ସପନ୍‌

କେସିଙ୍ଗା, ୯।୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଁଚେତ୍‌ ଅଧୀନ ଗୋଟିପଡ଼ାର କପିଳେଶ୍ୱର ସାହୁ(୬୫) ଆର ମାଏକିନା ମଥୁରା ସାହୁ(୬୨)। ଇ ବୁରୁଧ୍‌ ଦମ୍ପତି ଅଭାବ ଅନାଟନ ଲାଗି ୩୦ ବଛର ହେଲା ଗୁଟେ ଭଂଗା ଦଦ୍‌ରା ଝାଟିମାଟି…

ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି। ଏପରି କି ତାଙ୍କ ତାଳଚେରସ୍ଥିତ ବାସଭବନରେ ମଧ୍ୟ ନିଅଁା ଲଗାଇ ଦେବାକୁ ନିକଟ ଅତୀତରେ…

୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ- ୨୦୧୯: ସମ୍ବର୍ଦ୍ଧିତ ହେଲେ ୮ ପ୍ରତିଭା

ଅନୁଗୋଳ ଅଫିସ, ୯।୧୨ – ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଡ୍ରିମ୍‌ ଫାଉଣ୍ଡେଶନ ଆନୁକୂଲ୍ୟରେ ଅନୁଗୋଳର ବିଜୁ ମଇଦାନ ଠାରେ ୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ-୨୦୧୯ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଭା ପୂଜନ ସମାରୋହରେ ଅନୁଗୋଳ, ଢେଙ୍କାନାଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?