ଆମ ଜିଲା ଖବର

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨: କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା ପରିଯୋଜନା ଅନ୍ତର୍ଗତ ନିର୍ମାଣାଧୀନ ଏହି ଛଅ-ଲେନ୍‌ ଗ୍ରୀନ୍‌ଫିଲ୍ଡ କରିଡର ଛତିଶଗଡ଼, ଓଡ଼ିଶା ଓ…

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ପରିବାରର ହସ ଖୁସି ଛଡାଇ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ ଠିକ୍‌ ଅଛି କି ନାହିଁ ତାକୁ ନେଇ ପ୍ରଶ୍ନ କରିବା ସହ କେମିଷ୍ଟ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ ଚାଲାଣ କରୁଥିବା ନେଇ ଅଭିଯୋଗ ହୋଇଛି । ଟ୍ରେନରେ ଦିନ ଦ୍ଵିପ୍ରହରେ ବିନା…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି ତଥା ସଂଯୋଜନା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏପିଓ ଲିଜା ବରିହା…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ ସାନଖେମୁଣ୍ଡି ବ୍ଲକ କଲରାପଦର ଗ୍ରାମରେ ବୁଧବାର ସକାଳେ ପରଲୋକ ଘଟିଛି। ସେ ରାମାୟଣ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ କାହାର ଜୀବନହାନି ହୋଇ ନ ଥିବାବେଳେ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା ଦେବା ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାୟଗଡ଼ା…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କନ୍ତୋ ଗ୍ରାମରେ l ଗୁରୁବାର ଭୋର ୫ଟାରେ…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ବାଙ୍କଲେଡି ଗ୍ରାମର ବାହେଲୀ ଗୌଡ଼ (୬୦)। ବାହେଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?