ଆମ ଜିଲା ଖବର

ପ୍ରତାରଣା ଅଭିଯୋଗରେ ଯୁବକ ଗିରଫ

ବଇଣ୍ଡା, ୮ା୧୨(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଜରପଡା ଥାନା ଅଞ୍ଚଳର ସୁଶାନ୍ତ କୁମାର ବର୍ଗୀଙ୍କୁ ରବିବାର ହଣ୍ଡପା ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ ନଂ. ୨୧୫/୧୯ରେ…

ଜେଲରେ ଅନଶନ, ୧୦ ଅସୁସ୍ଥ

ତାଳଚେର, ୮ା୧୨(ନି.ପ୍ର.)- ଖଣି ବନ୍ଦ ଆନ୍ଦୋଳନ ଯୋଗୁ ଗତ ୫ରେ କଲିୟାରୀ ପୋଲିସ ଡଅଁରା ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ପୋଲିସର ଏହି ଗିରଫଦାରୀକୁ ବିରୋଧ କରି ସେମାନେ ଜେଲରେ ଅନଶନ ଚଳାଇଛନ୍ତି। ସେମାନଙ୍କ ମଧ୍ୟରୁ ଶୁକଦେବ ସାହୁ, ବିଜୟ…

ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍‌

ପାତ୍ରପୁର,୮ା୧୨ (ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍‌ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି। ମିଳିଥିବା…

୪ଶହ ଲିଟର ରନ୍ଧାମଦ ଜବତ, ୭ ଗିରଫ

ଧରାକୋଟ,୮ା୧୨(ଡି.ଏନ.ଏ.)- ଧରାକୋଟ ଥାନା ଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ପୋଲିସ ଶନିବାର ସକାଳୁ ଚଢ଼ାଉ କରି ୪ ଶହ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହ ୭ଜଣଙ୍କୁ ଗିରଫ କରିଛି। ଏଥିସହ ୮ ହଜାର ଲିଟର ପୋଚ ନଷ୍ଟ କରିଛି।…

ଛୁଟିଦିନରେ ବିଦ୍ୟାଳୟ ପରିଦର୍ଶନ କଲେ ବିଡିଓ

ପଦ୍ମପୁର, ୮।୧୨ (ଡି.ଏନ.ଏ.)- ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତ ପୁରୁଷୋତ୍ତମପୁର ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢୁଛନ୍ତି। ଶନିବାର ଏ ସମ୍ପର୍କରେ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

କବିସୂର୍ଯ୍ୟନଗର କାମଦେବ ହତ୍ୟା ମାମଲା: ୨୪ ବର୍ଷ ପରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୮।୧୨: ଏକ ହତ୍ୟା ମାମଲାରେ ଦୀର୍ଘ ୨୪ ବର୍ଷ ଧରି ନାମ ବଦଳାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ଏ. ହରି ଦାସ (୫୦)ଓ ତାଙ୍କ…

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର…

ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

କେସିଙ୍ଗା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ କୁଣ୍ଡାବନ୍ଦ ପଞ୍ଚାୟତ ହରିଜନପଡ଼ାରେ ରବିବାର ଜଣେ ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମଦନା ଦୀପ (୪୫)। ସୂଚନାଯୋଗ୍ୟ, ମଦନାଙ୍କ ସ୍ବାମୀ ମହନ ଦୀପ (୫୬)…

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ…

ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି। ଏ…

ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର, ଲାଞ୍ଜିଗଡ଼, ମ.ରାମପୁର, କର୍ଲାମୁଣ୍ଡା, ଜୁନାଗଡ଼, ଗୋଲାମୁଣ୍ଡା, କଲମପୁର, ନର୍ଲା ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର…

ଧାନରେ ସାଆରା ରୋଗ: ଚାଷୀ ଆତଙ୍କିତ

କର୍ଲାମୁଣ୍ଡା,(ଡି.ଏନ୍‌.ଏ): ୮।୧୨: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଚାଷୀ ଧାନ ଅମଳ ସମୟରେ ‘ସାଆରା’ ରୋଗ ଆକ୍ରମଣ ଯୋଗୁ ଆତଙ୍କିତ ହୋଇଛନ୍ତି। ଚଳିତବର୍ଷ ବ୍ଲକରେ ଜୁନ, ଜୁଲାଇ, ଅଗଷ୍ଟ, ସେପ୍ଟେମ୍ବର, ଅକ୍ଟୋବର ମାସରେ ମୋଟ ୧୯୪୦ ମିମି ବର୍ଷା ହୋଇ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?