ଆମ ଜିଲା ଖବର

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିହୀନ ସୌମ୍ୟାଙ୍କ ହାତଧରିଲେ ମଦନ

ବ୍ରହ୍ମପୁର ଅଫିସ,୮।୧୨: ସାଧାରଣତଃ ଦୃଷ୍ଟିହୀନ ଝିଅମାନଙ୍କ ବିବାହରେ ଅନେକ ପ୍ରତିବନ୍ଧକ ଦେଖାଦେଇଥାଏ। ହେଲେ ଗଞ୍ଜାମରେ ଏହାର ବ୍ୟତିକ୍ରମ ସ୍ବରୂପ ଦୃଷ୍ଟିହୀନ ସୌମ୍ୟାଙ୍କ ହାତ ଧରିଛନ୍ତି ଆନ୍ଧ୍ରପ୍ରଦେଶର ମଦନ ମୋହନ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଛି…

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଏବେ ହାତୀପଲ ଆତଙ୍କ ଖେଳାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ହାତୀପଲ ଗାଁର ୫ଟି ଘର ସମ୍ପୂର୍ଣ୍ଣ ଭାଙ୍ଗିବା…

ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି କହିଲେ ପାଇକ ସଂଗାମ ହେଉଛି ଭାରତର ଗର୍ବ ଓ ଗୌରବର ସ୍ମାରକୀ। ଏହା…

ଧାନ କାଟିବାକୁ ଆସି ବ୍ୟକ୍ତିଙ୍କ ଆତ୍ମହତ୍ୟା

ପଦ୍ମପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କଶିଆ ସାମୁଦ୍ରିକ ଥାନା ଅଧିନସ୍ଥ ଗୋପବନ୍ଧୁ ନଗରଠାରେ ଜଣେ ବ୍ୟକ୍ତି ଶନିବାର ରାତିରେ ଏକ ଗଛରେ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଉତ୍ତଆମଡିଆର ୬ ଜଣ ଲୋକ ଗ୍ରାମର…

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଜଣାପଡ଼ିଛି। ଏଥିରେ ବିଧାୟକଙ୍କ ଫର୍‌ଚ୍ୟୁନର ଗାଡ଼ି ଓ ବିଜୁ ଯୁବ ବାହିନୀର ଏକ…

ଭୁଲ ତଥ୍ୟ ଦେଇ ବ୍ୟାଙ୍କରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଉଠାଣ: ଜଣେ ଅଟକ

ବାସୁଦେବପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଗୁଆଗଡ଼ିଆ ଗ୍ରାମର ଜଣେ ଏରୋନେଟିକ୍‌ ଇଞ୍ଜିନିୟର ଦୁଇଟି ବ୍ୟାଙ୍କରେ ଭୁଲ କାଗଜପତ୍ର ଦେଇ ଅନ୍ୟ ଜଣେ ଯୁବକଙ୍କ ନାମରେ ଆକାଉଣ୍ଟ ଖୋଲି ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଋଣ ଉଠାଣ…

ବାସୁଦେବପୁର ସୁନା ଦୋକାନରେ କର୍ନାଟକ ପୋଲିସର ଚଢ଼ାଉ: ବ୍ୟବସାୟୀ ଗିରଫ

ବାସୁଦେବପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଇରମ ବଜାରରେ ଏକ ସୁନା ଦୋକାନ ଉପରେ କର୍ନାଟକ ପୋଲିସ ସ୍ଥାନୀୟ ପୋଲିସ ସହାୟତାରେ ଶନିବାର ଚଢ଼ାଉ କରି ଦୋକାନୀ ଦୁଲାଳ ସାହୁଙ୍କୁ ଗିରଫ କରିଛି। ତାଙ୍କ ଠାରୁ ପୋଲିସ ୫…

ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ…

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର ପ୍ରଧାନ ବ୍ଲକ ରୋଡ୍‌ରେ ଜଣେ ବ୍ୟକ୍ତିଙ୍କ ଘରେ ପାଣି ପାଇପ ମରାମତି କରିବା…

ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ

କଟକ ଅଫିସ,୮।୧୨: କଟକସ୍ଥିତ ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି କଟକ ଓଡ଼ିଆ ବାପ୍‌ଟିଷ୍ଟ ଚର୍ଚ୍ଚର ସଭାପତି ଲାଲମୋହନ ରାଉଳ କହିଥିଲେ, କଟକ ଭାଇଚାରା ସଂସ୍କୃତିରେ କ୍ୟାରେଲ ଉତ୍ସବ ଶାନ୍ତି ଓ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ଦୂର ହେଉନି ଅଧ୍ୟାପକ ସଙ୍କଟ, ୨୬୭ ପଦବୀରେ ଅଛନ୍ତି ୯୫

କଟକ ଅଫିସ,୮।୧୨: ରାଜ୍ୟର ଐତିହାସିକ ଶିକ୍ଷାନୁଷ୍ଠାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ଦୂରହେବା ନଁା ଧରୁନି ଅଧ୍ୟାପକ ସଙ୍କଟ। ଦୀର୍ଘବର୍ଷ ଧରି ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ କରାଯାଉନାହିଁ। ଶୁକ୍ରବାର ଚଳିତବର୍ଷର ଶେଷ କାର୍ଯ୍ୟନିର୍ବାହୀ ବୈଠକ(ଇସି) ବିଶ୍ୱବିଦ୍ୟାଳୟ କୁଳପତିଙ୍କ…

ରବିବାର ହେଲେ ଖୋଜା ପଡ଼େ ‘ରୟାଲ କ୍ଲବ’

ସାମାଜିକ କାର୍ଯ୍ୟକଳାପ ସହ ଯୋଡ଼ି ହେଉଛନ୍ତି ଯୁବପିଢ଼ି। ଅଧିକରୁ ଅଧିକ ସଂଖ୍ୟାରେ ଯୁବଗୋଷ୍ଠୀ ଏବେ ନିଜକୁ ସମାଜସେବାରେ ସାମିଲ କରୁଥିବା ଦେଖିବାକୁ ମିଳିଲାଣି। ଫଳରେ ଦିନକୁ ଦିନ କ୍ଲବ ସଂଖ୍ୟା ବଢୁଛି। କେତେଜଣ ଯୁବକ ଏକତ୍ରିତ ହୋଇ ତିଆରି କରୁଛନ୍ତି କ୍ଲବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?