ଆମ ଜିଲା ଖବର

କାଠ ଚୋରା ଚାଲାଣ ବେଳେ ଚଢ଼ାଉ: ୬ ଗିରଫ

ବାଙ୍ଗିରିପୋଷି,୮।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ କର୍ମଚାରୀ ଏହି ବନାଞ୍ଚଳର ଶୀର୍ଷା ବିଟ୍‌ ଅଧୀନ ଝାରପୋଖରିଆ-ସାରସକଣା ରାସ୍ତାରେ ଶନିବାର ଚଢାଉ କରି ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରୁ ଏକ କାଠଗଣ୍ଡି ବୋଝେଇ ପିକ୍‌ଅପ ଭ୍ୟାନ ଜବତ କରିଛନ୍ତି। ସେହିପରି ରାଜାଲୋକା ବିଟ୍‌ର…

ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ

ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ଶବ ନ ଛାଡ଼ି…

ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ

ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ ଓ…

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନିତା ପ୍ରଧାନ(୩୫),…

ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ସୂଚନା ଅନୁଯାୟୀ, ଫୁଲବାଣୀର ସମ୍ପୃକ୍ତ ଯୁବକ ମହିଳା ଜଣଙ୍କୁ ଚାକିରି କରାଇ…

ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍‌.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍‌ ଅନୁଭୂତ ହେଉଛି। ବିଶେଷ କରି ସକାଳେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ଅପରାହ୍ନରୁ ଶୀତ ମାଡି ଆସୁଛି, ଖରା…

ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର

ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ…

କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଜପତି ଜିଲା…

ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା

ଶେରଗଡ଼,୮ା୧୨(ଡି.ଏନ୍‌.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି ବଡଗଡ ପୋଲିସ। ମୁଖ୍ୟ ଅଭିଯୁକ୍ତ ବାରସିଙ୍ଗି ଗ୍ରାମର ଶିବ ସେଠୀ ଶନିବାର ସୁରଟ ଚାଲିଯିବାକୁ…

୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଗତ୍‌ସିଂହପୁର ଅଫିସ, ୮ା୧୨: ଜଗତ୍‌ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍‌ ସକ୍ରିୟ ରହିଛି। ଅତୀତରେ ପୃଥକ୍‌ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ଜବତ…

ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରାଙ୍କୁ ଉଚ୍ଚ ପ୍ରଶଂସା

ବାଲିଆ,୮ା୧୨: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ୫ଦିନ ବ୍ୟାପୀ ଅନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିରିଡି ବ୍ଲକ ଅଧୀନ ମଧ୍ୟଶାସନ ଗ୍ରାମର ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରା ଯୋଗଦେଇ କଳା ପ୍ରଦର୍ଶନ କରିଥିଲେ। ଏହିଅବସରରେ…

ଅଧାରେ ଅଟକିଛି ପାଇପ୍‌ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ

ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?