ଆମ ଜିଲା ଖବର

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ…

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ୭ ଡିଗ୍ରୀ ରହିଥିଲା। ଯାହାକି ପୁଣି ହ୍ରାସ ପାଇବାରେ…

ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ

ଅତାବିରା,୬।୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍‌. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଭେଡେନ୍‌ ବ୍ଲକ ଅନ୍ତର୍ଗତ ଡାଲବ ଗ୍ରାମରେ ମାଛଚାଷ ପାଇଁ ମୋ ପୋଖରୀ ଯୋଜନାରେ…

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର…

ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା ସର୍ବାଧିକ ୨୪ ଡିଗ୍ରୀ ରହୁଥିବା ବେଳେ ରାତିରେ ସର୍ବନିମ୍ନ ୧୩ ଡିଗ୍ରୀ ରହୁଥିବା…

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ ପୁଅ ସାଇ ରେଡ୍ଡି(୫)। ଅପରାହ୍ନ ପ୍ରାୟ ୨ଟାରେ ବୁଦ୍ଧନଗର କଦଳୀଗୋଦାମକୁ ଆସିଥିବା ଏକ ରାଜ୍ୟ…

ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…

ବୁଢାବଳଙ୍ଗ ନଦୀପଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ ପୋଲିସକୁ ଜଣାଇବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତଦେହ ଚିହ୍ନଟ…

ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର…

ଶିକ୍ଷକ ବଦଳି ବାତିଲ ଦାବିରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ,୭।୧୨: ଭଦ୍ରକ ଜିଲା ସ୍କୁଲରେ ବଦଳି ଶିକ୍ଷକଙ୍କ ବାତିଲ ଦାବିରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏ ନେଇ ଶନିବାର ସ୍କୁଲ ଫାଟକରେ ଛାତ୍ରୀଛାତ୍ର ତାଲା ପକାଇ ଆନ୍ଦୋଳନ କରିଥିଲେ। ସ୍କୁଲ ପ୍ରଧାନ ଶିକ୍ଷକ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା…

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ

ଭବାନୀପାଟଣା,୭।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଲଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲ ୫ଟି ଘର ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛନ୍ତି। ଧାନ ଓ ମାଣ୍ଡିଆ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?