ଆମ ଜିଲା ଖବର

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି ଦେଇଛନ୍ତି। ବୁଧବାର ସକାଳେ ମର୍ନିଂଓ୍ବାକ୍‌ କରୁଥିବା କିଛି ଲୋକ ଏହାକୁ ଦେଖିବାକୁ ପାଇଥିଲେ।…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ସୁନା ରୂପା ଓ ଟଙ୍କା ଲୁଟିନେଇଛନ୍ତି।…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ଅଳତି,ବେଲସୁନ୍ଦରୀ ଗ୍ରାମରେ । ଖରା ଦିନରେ ଲୋକଙ୍କ ବାଡି ବଗିଚାରେ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା ଦେଇଥିଲା l ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୋକାନକୁ ମଧ୍ୟ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ ସଡୁ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଘର ସମ୍ମୁଖରେ ଥିବା ଏକ ବ୍ୟାଟେରୀ ଚାଳିତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଥିବାବେଳେ ଅନ୍ୟ ଜଣେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମୃତକ ଜଣଙ୍କ ହେଲେ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର ଏନଏନଏମଏସ୍‌ ଆପ୍‌ରେ ଅପ୍‌ଲୋଡ ହେଉଥିବା ଫଟୋ ଏବଂ ଉପସ୍ଥାନ ହିଁ ଅନିୟମିତତାକୁ ପଦାରେ…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ ଥାନା ପୋଲିସ କୋର୍ଟଚାଲାଣ କରିଛି । ଗିରଫ ଯୁବକ ବାରକୋଟ ଥାନା ଅନ୍ତର୍ଗତ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ ଜଣେ ଯୁବକ ବଳପୂର୍ବକ ଅପହରଣ କରିନେଇଥିବା ଆଶଙ୍କା ପ୍ରକଟ କରିଛନ୍ତି ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?