ଆମ ଜିଲା ଖବର

ଜିଲା ମୁଖ୍ୟ ଚିକିତ୍ସାଳୟରେ ସଫଳ ଅସ୍ତ୍ରୋପଚାର: ପେଟରୁ ବାହାରିଲା ୫୦୦ ଗ୍ରାମ୍‌ର ପଥୁରି

ମାଲକାନଗିରି,୭।୧୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଶୁକ୍ରବାର ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଜିଲାର ମାଥିଲି ବ୍ଲକ୍‌ କିଆଙ୍ଗ ପଞ୍ଚାୟତର ଜାମୁଗୁଡ଼ା ଗ୍ରାମର ଇର୍ମା ପଡ଼ିଆମିଙ୍କ ପୁଅ ଦେବେ ପଡ଼ିଆମି(୨୦) ଦୀର୍ଘ ଦିନ ହେଲା ପେଟରେ ପଥୁରି ଯୋଗୁ କଷ୍ଟ ପାଉଥିଲେ।…

୧୫୬ ବର୍ଷର ବ୍ରହ୍ମପୁର ମଣ୍ଡଳ କାରାଗାର : ରାଜ୍ୟର ଏକମାତ୍ର ଫାଶୀଖୁଣ୍ଟ, ନାହାନ୍ତି ଘାତକ

ବ୍ରହ୍ମପୁର ଅଫିସ,୭ା୧୨-ବ୍ରିଟିଶ ଶାସନରେ ଏବଂ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିବା ବେଳେ ୧୮୬୩ରେ ସ୍ଥାପିତ ହୋଇଥିଲା ବ୍ରହ୍ମପୁର ମଣ୍ଡଳ କାରାଗାର। ୧୫୬ ବର୍ଷର ଏହି ପୁରାତନ ଜେଲରେ ଅଛି ରାଜ୍ୟର ଏକମାତ୍ର ଫାଶୀ ଖୁଣ୍ଟ । ଦେଶ ସ୍ବାଧୀନତା…

ନାବାଲିକ୍‌ ଉପରେ ଭାଇବହେନ୍‌ର ବୋଝ୍‌ ଘଟନା: ୭ ବଛର ଉତାରୁ ପୁହୁଁଚିଲା ପରଶାସନ

  କେସିଙ୍ଗା, ୭ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁା ଗଉଡ଼ପଡ଼ାର ୪ ମା’ବାପ୍‌ ଛେଉଁଡ୍‌ ଭାଇବହେନ୍‌ ଭୋଖ୍‌ ଉପାସରେ ଦିନ୍‌ ବିତଉଥିଲେ। ଇ ବାବ୍‌ଦେ ଗଲା ୪ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ବାପ୍‌…

ସମସିଆ ଘେରରେ କ୍ଷେମୁଣ୍ଡିପଦର ସ୍କୁଲ

  ଭବାନୀପାଟଣା, ୭ା୧୨ (ଡି.ଏନ.ଏ.)- ସବୁ ଛୁଆ କେନ୍‌ଥେଇ ପ୍ରାଥମିକ ଶିକ୍ଷା ପାଇପାରବେ ସେଥିରଲାଗି ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ସ୍କୁଲ ଛାତ୍ରୀଛାତ୍ରକଁର ଲାଗି ବେଲାକେ ପୁଷ୍ଟିକର ଖାଏଦ୍‌ର ବେବସ୍‌ତା, ୟୁନିଫର୍ମ, ମାହାଲିଆ ବହିପତର, ସୁଁଦର ସ୍କୁଲ କୁଠା,…

ସୁଆସ୍‌ତିଅ ସେବାରୁ ବଁଚିତ୍‌ ୩ ଗରଭ୍‌ବତୀ ମହିଲା

  ପର୍ଲା, ୭ା୧୨ (ଡି.ଏନ.ଏ.)- ସରକାର ଗରଭ୍‌ବତୀ, ପ୍ରସୂତି ଆର ଛୁଆକର ଲାଗି ଅନେକ ଆଏଁଖ୍‌ ଦୁର୍‌ଶିଆ ପଦକ୍ଷେପ ନେଉଛନ୍‌। ଇଥିରଲାଗି ଗଁାଗଁାରେ ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲିଛନ୍‌। ସେନ୍‌ତା ଗଁାରେ ଆଶା କରମୀ ଆର ପଁଚେତ୍‌ ସ୍ତରରେ ସୁଆସ୍‌ତିଅ କରମୀ…

ବୁରୁଧ୍‌ ଦମ୍ପତିକଁର ପାସେ ପୁହୁଁଚିଲା ପରଶାସନ

ଗଣ୍ଡତୁରୁମ, ୭ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗଁାର ବୁରୁଧ୍‌ ଦମ୍ପତି ଘନ ଦେହେରୀ ଆର ସାଲିଣୀକଁର ପାସେ ଗୁରୁବାର ପରଶାସନ ପୁହୁଁଚିଛେ। ଇ ବାବ୍‌ଦେ ଗଲା ୫ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତାରୁ ବଁଚିତ୍‌ ବୁରୁଧ୍‌…

ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ସୋମନାଥ

ଚମ୍ପୁଆ, ୭।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ହୁଡି ସାହିରେ ୧୩ ବର୍ଷ ଧରି ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ଭିନ୍ନକ୍ଷମ ସୋମନାଥ ମୁଣ୍ଡା ଏବେ ବି ସରକାରୀ ସହାୟତା ଅପେକ୍ଷାରେ ରହିଛନ୍ତି। ଅର୍ଥାଭାବ କାରଣରୁ ସେ ଠିକ୍‌ ଭାବେ…

ବଣବୁଦା ସଫେଇ ନଁ। ରେ ଗଛ କଟା

ଚମ୍ପୁଆ, ୭ା୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନରେ ବନ ବିଭାଗ ପକ୍ଷରୁ ବଣବୁଦା ସଫା ନାମରେ ଶାଳ ଆଦି ଗଛ କଟାଯାଉଥିବାରୁ ଏହାକୁ ଅଞ୍ଚଳବାସୀ ବିରୋଧ କରିଛନ୍ତି। ସବୁଆଡ଼େ ବନ ସମ୍ପଦ କ୍ଷୟ ହେଉଥିବା ବେଳେ ସତର୍କତା ଅବଲମ୍ବନ ନ କରି…

ଦାରିଦ୍ର୍ୟ ନେଲା ଜୀବନ: ୩ ଭଉଣୀ ଏବେ ଅନାଥ, ଅସହାୟ

ଝୁମ୍ପୁରା, ୭।୧୨(ଡି.ଏନ.ଏ.)- ବର୍ଷକ ପୂର୍ବରୁ ମା’ ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିଥିଲେ। ଏବେ ବେକରେ ଦଉଡ଼ି ଲଗାଇ ବାପା ରାମ ମୁଣ୍ଡା (୫୩) ଆତ୍ମହତ୍ୟା କରିବା ପରେ କେନ୍ଦୁଝର ଜିଲା ଝୁମ୍ପୁରା ଥାନା, ଖେଣ୍ଡରା ପଞ୍ଚାୟତର ପାଟବିଲା ଗ୍ରାମରେ ତାଙ୍କ ୩…

ଦୁର୍ଘଟଣାରେ କୃଷି ଶ୍ରମିକଙ୍କ ଜୀବନ ଗଲା

ଆରଡ଼ି, ୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟସ୍ଥ ଭଦ୍ରକ-ଆରଡ଼ି ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ ଜଣେ କୃଷି ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଆଡୁ ଆସୁଥିବା…

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଛୁଟି…

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ଝାଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?