ଆମ ଜିଲା ଖବର

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଛୁଟି…

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ଝାଡ଼ା…

ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ

ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳିଛି । ଏ ନେଇ ଅଭିଭାବକ…

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର

ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି। ଏପରି କି ତାଙ୍କ ଘରୁ ୭ ହଜାର ଟଙ୍କା ସମେତ ଗୃହ ଉପକରଣ…

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର ଏବେ ଜୀବନଜୀବିକା ସଂକଟରେ। ଜିଲାରେ କରତକଳ ବନ୍ଦ ହେବା ପରଠାରୁ ସେମାନେ କାମଧନ୍ଦା ହରାଇ…

‘ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ଉପରେ ଗୁରୁତ୍ୱ ଦିଅ’

ବାଲେଶ୍ୱର ଅଫିସ, ୭।୧୨-ବାଲେଶ୍ୱରସ୍ଥିତ ସଦ୍‌ଭାବନା ସଭାଗୃହରେ ଚଳିତ ରବି ୨୦୧୯-୨୦ ବର୍ଷ ପାଇଁ ଜିଲା କୃଷି କାର୍ଯ୍ୟକ୍ରମ ନିର୍ଦ୍ଧାରଣ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରି ଆସନ୍ତା ରବି ଋତୁ ପାଇଁ ବିଭିନ୍ନ ଫସଲ…

ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନ ବିଶୃଙ୍ଖଳା ଘଟଣା ୬ ଶିକ୍ଷକ ନିଲମ୍ବିତ:ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା ଓ ବ୍ଲକ ପରିସରରେ ୧୨ନଂ. ଓ ୧୪ନଂ. ବୁଥ୍‌ର ଭୋଟ୍‌ ବାକ୍ସ ଖୋଲାଥିବା ଓ ଭଙ୍ଗାଯାଇଥିବା ଅଭିଯୋଗ ହୋଇଥିଲା। ଉପନିର୍ବାଚନରେ କାର୍ଯ୍ୟରେ ଅବହେଳା କରିଥିବା ଅଭିଯୋଗରେ ୬ଜଣ ଶିକ୍ଷକଙ୍କୁ…

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଦୁଇ ଭାଇ ମୃତ

ବଡ଼ଗାଁ, ୬।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁମ୍‌ବାହାଲ ଗ୍ରାମରେ ଗୁରୁବାର ରାତି ସାଢ଼େ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରକୁ ବାଇକ୍‌ ଧକ୍କା ଦେବାରୁ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଯୋଗେଶ୍ୱର ସୁନ୍ୟାନୀ (୩୨)…

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.)- ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ ଜଣେ…

ବସ୍‌ କଣ୍ଡକ୍ଟରଙ୍କୁ ମାଡ଼: ଅଭିଯୁକ୍ତ ଗିରଫ

ଯୋଡ଼ା,୬।୧୨(ଡି.ଏନ.ଏ.)- ବସ୍‌ ଭଡାକୁ କେନ୍ଦ୍ର କରି ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ହେଲେ ଯୋଡାସ୍ଥିତ ଚେମ୍ରି ହାଟିଂର ସାନି ସିଂହ । ପୋଲିସର ସୂଚନା ଅନୁଯାୟୀ ଗତ ବୁଧବାର ଚମ୍ପୁଆଠାରେ…

ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତ୍ୟାନନ୍ଦ ସାହୁ(୩୨)। ଶୌଚ ହେବାକୁ ପୋଖରୀକୁ ଯାଇ ସେ ପାଣିରେ ବୁଡ଼ି ଯାଇଥିଲେ।…

ଖଇରାରେ କର୍ନାଟକ ପୋଲିସ

ଖଇରା, ୬।୧୨(ଡି.ଏନ.ଏ.)-କର୍ନାଟକ ଓ ପଶ୍ଚିମବଙ୍ଗ ସିବିଆଇର ଏକ ମିଳିତ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ଖଇରା ଥାନାରେ ପହଞ୍ଚିଛନ୍ତି। ୨ଜଣ ଇନ୍ସପେକ୍ଟରଙ୍କ ତତ୍ତ୍ୱାବଧାନରେ ଟିମ୍‌ ଖଇରାରେ ପହଞ୍ଚିବା ପରେ ଗଣ୍ଡିବେଡ ଯାଇ ସେଠାରୁ ରାଧାକ୍ରିଷ୍ଣ ଗହଣା ଦୋକାନ ମାଲିକ ଶ୍ରୀକାନ୍ତ ଜେନାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?