ଆମ ଜିଲା ଖବର

ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା

ଓଡ଼ଗାଁ,୨।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ରାବେରା କୋଠସାହିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟି ତିନି ପରିବାରଙ୍କ ୬ ବଖରା ଜଳିଯାଇଛି। ବିପନ୍ନ ପରିବାର ହେଲେ ସନ୍ତୋଷ ବେହେରା, ରଘୁନାଥ ଭୂୟାଁ ଓ ଶ୍ରୀଧର ବେହେରା। ସମସ୍ତଙ୍କ ଘରେ ଥିବା…

ବାଇକ୍‌ରୁ ଖସି ଯୁବକଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨।୧: ସହରର ଗାନ୍ଧୀମାର୍ଗରେ ବାଇକ୍‌ରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରାହ୍ମଣୀଦେଇପଡ଼ାର ସୁବାସ ଅଗ୍ରଓ୍ବାଲଙ୍କ ପୁଅ ବିକାଶ ଅଗ୍ରଓ୍ବାଲ(୩୭)। ମୃତ ବିକାଶ ସହରରେ ଥିବା ଏକ ଘରୋଇ ବ୍ୟାଙ୍କରୁ ଗୁରୁବାର ମଧ୍ୟାହ୍ନରେ ଫେରୁଥିବା ସମୟରେ ହମ୍ପସ୍‌…

ମୃତଦେହକୁ ଝୁଣି ଖାଉଛନ୍ତି ବୁଲା କୁକୁର, କାହାରି ନିଘା ନାହିଁ

ନବରଙ୍ଗପୁର,୨।୧(ବି.ପ୍ର.): ନବରଙ୍ଗପୁର ଜିଲା ସଦର ମହକୁମା ଗାବ୍ରିଆଲଗୁଡ଼ା ନିକଟରେ ଥିବା କୁସୁମଝର ଡ୍ୟାମ୍‌ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିନେ କି ଦୁଇଦିନ ନୁହେଁ, ବରଂ ଦୀର୍ଘ ଦିନ ଧରି ଡ୍ୟାମ୍‌ରେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ପଡ଼ି ରହିଛି।…

ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ କେନ୍ଦ୍ରମନ୍ତ୍ରୀ

ବନ୍ତ,୨।୧(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁରେ ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ଅନାବରଣ କରିଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ନିକଟରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି…

ଓଭରବ୍ରିଜ ତଳକୁ ଖସିଲା ଟ୍ରକ: ଡ଼୍ରାଇଭରଙ୍କ ଜୀବନ ଗଲା

କେନ୍ଦୁଝର,୨।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଚନ୍ଦନପୁର- ବ୍ରାହ୍ମଣିପାଳ ରାସ୍ତାର ନରଣପୁର ନିକଟସ୍ଥ ରାମଚନ୍ଦ୍ରପୁର ରେଲୱେ ଓଭରବ୍ରିଜ ତଳକୁ ଏକ ୧୪ ଚକିଆ ଟ୍ରକ ତଳକୁ ଖସିପଡ଼ିଛି। ଘଟଣାସ୍ଥଳରେ ଡ୍ରାଇଭର ମୃତ୍ୟୁ ଘଟିଛି। ଡ୍ରାଇଭରଙ୍କ ଏପର୍ଯ୍ୟନ୍ତ ପରିଚୟ ମିଳିନାହିଁ। ଟ୍ରକଟି ପ୍ରାୟ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ, ସ୍ବାମୀ ମୃତ

ପଟାଙ୍ଗୀ, ୨।୧(ଡି.ଏନ.ଏ.): ସୁନାବେଡା ଥାନା ଅନ୍ତର୍ଗତ ଡିପି କ୍ୟାମ୍ପ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ସୁଧାକର ବିଶ୍ୱାଳ ନିଜ ଘରେ ଲୁଗା ଶୁଖାଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଚିତ୍କାର କରିଥିଲେ। ଏହି…

ଦୁହୁରିଆରେ ସଡ଼କ ଦୁର୍ଘଟଣା: ୨ମୃତ, ୩ଗୁରୁତର

କେନ୍ଦ୍ରାପଡା ଅଫିସ,୨।୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଦୁହୁରିଆ ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ କାର୍‌ ଧକ୍କାଦେବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ଆହତ…

ସୁଗୁନା ଫୁଡ୍‌ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍‌ରୁ ମିଳିଲା ମୃତଦେହ

ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍‌ର ଗେଷ୍ଟ ହାଉସ୍‌ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଖୋର୍ଦ୍ଧା ଅଞ୍ଚଳର ଦେବୀପ୍ରସାଦ ଚମ୍ପତିରାୟ। ଦୀର୍ଘଦିନ ଧରି ସେ ସୁଗୁନା କମ୍ପାନୀରେ ସୁପରଭାଇଜର…

ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଶିଥିଳ

ଅନୁଗୋଳ ଅଫିସ, ୨।୧ – ଅନୁଗୋଳ ଜିଲାରେ ଦୁର୍ନୀତିର ଚେର ମାଡ଼ିଚାଲିଛି। ବିନା ପିସିରେ କୌଣସି କାମ ହେଉ ନ ଥିବା ଅଭିଯୋଗ ହେଉଛି। ହେଲେ ଜିଲାରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଛି ଭିଜିଲାନ୍ସ ବିଭାଗ।…

କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ସକାଳ। ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ…

ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ପାଇବେ ରୋଗୀ

ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ ରୋଗୀଙ୍କୁ ଗୋଟିଏ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ଲାଗି ମିଳୁଥିଲା। କେବେ କେବେ ବେଡ୍‌ ସଟ୍‌…

ଡାକ୍ତରଖାନାରେ ତାଲା: ଦୁର୍ଘଟଣାରେ ଗୁରୁତର ବୃଦ୍ଧା ପାଇ ପାରିଲେନି ଚିକିତ୍ସା

ଭଟଲି, ୨ା୧(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀ ତତ୍ପର। ସେପଟେ ୫ଟି ସଚିବ ବିଭିନ୍ନ ଜିଲା ମୁଖ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଜିଲା ମୁଖ୍ୟ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ଚକାଚକ୍‌ ହୋଇଯାଇଛି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?