ଆମ ଜିଲା ଖବର

ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର…

ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ

କଟକ ଅଫିସ,୬।୧୨:ଟ୍ରେନ୍‌ ଟିକେଟ୍‌ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍‌ରୁ ଅନ୍ୟ ଜୋନ୍‌କୁ ଯିବାକୁ ପଡ଼େ। ବିନା ଟିକେଟ୍‌ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସହ ପାଟିତୁଣ୍ଡ ହେବାର ମଧ୍ୟ…

ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ ଶୁକ୍ରବାର ସକାଳେ ଘଟଣା ସମ୍ପର୍କରେ ବନ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଡିଏଫ୍‌ଓ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲା ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏକକାଳୀନ…

ଉତ୍ତମ ବ୍ୟବହାର, ସେବା ମନୋଭାବ ରଖ: ଏସ୍‌ପି

ପୁରୀ ଅଫିସ୍‌,୬।୧୨: ଓଡ଼ିଶା ପୋଲିସର ଅବିଚ୍ଛେଦ୍ୟ ଅଙ୍ଗ ହେଉଛନ୍ତି ଗୃହରକ୍ଷୀ। ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ରଥଯାତ୍ରା ସମୟରେ ଟ୍ରାଫିକ୍‌ ନିୟନ୍ତ୍ରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ କାର୍ଯ୍ୟ ପ୍ରଂଶସନୀୟ। ଉତ୍ତମ ବ୍ୟବହାର ଏବଂ ସେବା ମନୋଭାବ ନେଇ କାର୍ଯ୍ୟକରି ଜନତାଙ୍କ…

ହାଣ୍ଡିଶାଳରୁ ହୋଟେଲ:ପିଆଜ ଉଭାନ

କଟକ ଅଫିସ,୬।୧୨:ଆକାଶଛୁଅଁା ପିଆଜର ଦର। ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ଟଙ୍କାରେ ବିକ୍ରି ହେଉଛି। ଆଉ କିଛିଦିନ ଗଲେ ଏହି ଦର ଦେଢଶହ ଟପିବ ବୋଲି ଆଶା କରାଯାଉଛି। ଅତ୍ୟଧିକ ଦରବୃଦ୍ଧି ଯୋଗୁ ହାଣ୍ଡିଶାଳରୁ ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ…

ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍‌ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ…

୧୨ ଘଣ୍ଟିଆ ଧୁଷୁରୀ ବନ୍ଦ

ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଯାତାୟାତ ସହିତ ବଜାର…

କାଠ ଦୋକାନ ଉପରେ ରାତିଅଧିଆ ଚଢ଼ାଉ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ବନବିଭାଗ ପକ୍ଷରୁ ଗୁରୁବାର ରାତିରେ ଭଦ୍ରକ ସହରର ଦୁଇଟି ସରକାରୀ କାଠ ଦୋକାନରେ ଚଢ଼ାଉ କରାଯାଇଛି। କ୍ଷମତାଠାରୁ ଅଧିକ ଓ ବେଆଇନ ଭାବେ ଗଛିତ ଥିବା ପ୍ରାୟ ଶହେ ସିଫ୍ଟ କାଠ ଜବତ କରିବା…

ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ

ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ କରୁଥିବା…

ଓପିଜିସି ଆଶ୍‌ପଣ୍ଡକୁ ନେଇ ଏନ୍‌ଜିଟିରେ ମାମଲା

କଟକ ଅଫିସ, ୬।୧୨:ଝାରସୁଗୁଡ଼ା ଜିଲା ତିଲିଆ ମୌଜାରେ ଥିବା ଓପିଜିସି (ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ)ର ପାଉଁଶ ଗଦା (ଆଶ୍‌ପଣ୍ଡ)କୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ଏହି ମାମଲାର ଶୁଣାଣି କରି ଏନ୍‌ଜିଟିର ମୁଖ୍ୟ ଖଣ୍ଡପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?