ଆମ ଜିଲା ଖବର

ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୬।୧୨ : ଆଇନକୁ ପେସା କରୁଥିବା ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ନେଇ ଆଡଭୋକେଟ ଆଶିଷ କୁମାର ମିଶ୍ର ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ସେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ଓ ଅର୍ଥ ସଚିବଙ୍କୁ…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ…

ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍‌କୁ…

ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ

ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ବାଲିଗୁଡା,୬ା୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଫୁଲବାଣୀ ଜିଲା କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଫଳରେ…

ଖେଳ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ

ଫିରିଙ୍ଗିଆ/କେଳାପଡା, ୬ା୧୨: ଫିରିଙ୍ଗିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଖେଳ ଶିକ୍ଷକଙ୍କ ମାଡରେ ଆହତ ହୋଇଛନ୍ତି। ଏ ନେଇ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି ା ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଛାତ୍ର ସଚିଦାନନ୍ଦ…

ଉଚ୍ଛେଦ ନ କରି ପଟ୍ଟା ଦେବାକୁ ଦାବି

ଫୁଲବାଣୀ ଅଫିସ, ୬ା୧୨- ଖଜୁରିପଡା ବ୍ଲକ ପାଖ ସୁରାଦେଇ ଗ୍ରାମରେ ସରକାରୀ ଜାଗା ଜବରଦଖଲ କରିଥିବା ୮୫ ପରିବାରକୁ ଉଚ୍ଛେଦ କରାଯିବ। ତେଣୁ ଜାଗା ଛାଡି ଚାଲି ଯିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତିି। ଏହାକୁ ବିରୋଧ କରି ଗ୍ରାମବାସୀ ଆସି ଜିଲାପାଳଙ୍କୁ…

ବାର୍‌ହା ମୃତଦେହ ଉଦ୍ଧାର, ୪ ଶିକାରୀ ଗିରଫ

ରାଜନଗର, ୬।୧୨ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନର ସୁନେଇରୂପେଇ ଜଙ୍ଗଲରୁ ବାର୍‌ହା ଶିକାର କରିବା ଅଭିଯୋଗରେ ୪ଜଣ ଶିକାରୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେମାନେ ହେଲେ ସ୍ଥାନୀୟ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ସୁଧାଂଶୁ ମାଇତି, ସୁକାନ୍ତ ମିଶ୍ରି, ରବୀନ୍ଦ୍ର…

ରାହୁଲ ଜୈନଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର,୬ା୧୨(ଡି.ଏନ.ଏ)- ଛତ୍ରପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ତଥା ଛତ୍ରପୁର ମହୋତ୍ସବ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାର ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଦକ୍ଷିଣାଳ ଆର୍‌ଡିସି ଟି. ଆଓ, ଡିଆରଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର…

ସରକାରୀ ଶୋଷଣର ଶିକାର ହେଉଛନ୍ତି ଚାଷୀ

ବ୍ରହ୍ମପୁର ଅଫିସ୍‌,୬ା୧୨- ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି କୃଷି ଏବଂ କୃଷକ ଓ ଦେଶ ବଞ୍ଚାଅ ଡାକରା ଦେଇ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଥିଲା। କମିଟି ସଭାପତି ଗୋପାଳ ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିଥିଲେ।…

ଜଳିଗଲା ଦୋକାନ ଘର

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ମର୍ଜିତାପୁର ପଞ୍ଚାୟତ ଅଧୀନ ଚଉଷଠିପଡ଼ା (ନଟିଲୋ) ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁବାସ ବେହେରା (୪୫)ଙ୍କ ମାଂସ ଦୋକାନ ଜଳିଯାଇଛି। ଏ ନେଇ ଗୁରୁବାର କେହି ଦୁର୍ବୃତ୍ତ ତାଙ୍କ…

ଦଲାଲଙ୍କ ଗିରଫ ଦାବି କଲେ ଦାଦନ

ବ୍ରହ୍ମପୁର ଅଫିସ୍‌,୬ା୧୨- କର୍ନାଟକରୁ ଖସି ଆସିଥିବା ୪୨ ଦାଦନ ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ନିକଟରେ ଦଲାଲଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଜଣେ ମୁଖ୍ୟ ଦଲାଲ୍‌ ଏବଂ ତାଙ୍କର ୩ ସହଯୋଗୀ ଏହି ଦାଦନ ଶ୍ରମିକମାନଙ୍କୁ କର୍ନାଟକ ଚାଲାଣ କରିଥିଲେ। ମାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?