ଆମ ଜିଲା ଖବର

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ…

ଚିତ୍ରାଙ୍ଗପାଲି ପଞ୍ଚାୟତରେ ସରକାରୀ ଯୋଜନା ଅପହଞ୍ଚ

ମାଲକାନଗିର,୬।୧୨ (ଡି.ଏନ୍‌.ଏ) ମାଲକାନଗିରି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ କାଲିମେଳା ବ୍ଲକ ଚିତ୍ରାଙ୍ଗପାଲି ପଞ୍ଚାୟତର ସୁପାଲ ଗ୍ରାମ ଅବହେଳିତ ଅବସ୍ଥାରେ ରହିଛି। ଗ୍ରାମବାସୀ କୌଣସି ସରକାରୀ ଯୋଜନାରୁ ସୁଫଳ ପାଉନାହାନ୍ତି। ଏନେଇ ଗୁରୁବାର ସୁପାଲୁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ।…

ବିଚ୍ଛିନ୍ନାଞ୍ଚଳରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପହଞ୍ଚତ୍ଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ.ଏ.)- ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୫ଟି ପଞ୍ଚାୟତ ପଣଷପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ ପହଞ୍ଚତ୍ଛି। ଏହି ପଞ୍ଚାୟତଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ସର୍ବଦା ଜଳବନ୍ଦୀ ହୋଇ ରହୁଛି।…

କ୍ରଶର ମିଲ୍‌ ବନ୍ଦ ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା

ମାଲକାନଗିର,୬।୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଏକମାସରୁ ଊର୍ଦ୍ଧ୍ୱ ହେବ କ୍ରଶର ମିଲଗୁଡିକ ବନ୍ଦ ରହିଛି ା ଫଳରେ ବହୁ ଘରୋଇ କାର୍ଯ୍ୟ ଏବଂ ଉନ୍ନୟନ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏନେଇ ଠକାଦାରମାନେ ଅଭିଯୋଗ କରି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।…

ଦିବ୍ୟାଙ୍ଗ ପୁଓର ଚିକିଛା ଲାଗି ଟଁକା ଅଭାବ: ଗରିବ୍‌ ମା’ବାପ୍‌ ହଟହଟା, ପରଶାସନ ଚୁପ୍‌

  ଧମା, ୬।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଇଥିର ଲାଭ ନାଇଁ ପାଏବାର। ଏନ୍‌ତାଥି ନିଜର ଦିବ୍ୟାଙ୍ଗ ଛୁଆପିଲାକର ଚିକିଛା, ସରକାରୀ…

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା ଶିଶୁ ମଙ୍ଗଲ ସମିତି। ବୁଧବାର ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ରାଜେଶ କୁମାର…

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା, ଆବାସ…

ଭୂମିହୀନ ପରିବାରକେ ଭେଟ୍‌ଲେ ଜିଲାପାଳ

ଘଣ୍ଟାପଡା, ୬ା୧୨ (ଡି.ଏନ.ଏ.)- ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୋମବାର କଣ୍ଟାମାଲ ବ୍ଲକ ପରିଦରଶନରେ ଆସି ଆମ୍ବଗଁା ପଁଚେତ୍‌ ଦେଢ଼େଣମାଲ ଗଁାର ନିହାତି ଗରିବ୍‌ ଭୂମିହୀନ ପରିବାର ଝାଙ୍କର ମହାନନ୍ଦକଁର ଘରକେ ଯାଇ ସମସିଆ ବାବ୍‌ଦେ ପଚାରି ବୁଝିଛନ୍‌। ଇ ପରିବାରର…

ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସପିଟାଲ(ପିଆରଏମ୍‌) ପ୍ରତିଷ୍ଠା କରିଛନ୍ତି। ବୁଧବାର ଏହି ମେଡିକାଲରେ ଚିକିତ୍ସାଧୀନ…

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କର ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ଜନ ସାଧାରଣ ଏହି ବିକ୍ଷୋଭ ସମାବେଶରେ ସାମିଲ ହୋଇଥିଲେ।…

ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀ ହତାଶ : ଦାବି ପୂରଣ ନ ହେଲେ ୨୩ରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାଠାରେ ଥିବା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଦୀର୍ଘ ବର୍ଷ ହେବ ପରିଚାଳନାଗତ ତ୍ରୁଟି ଯୋଗୁ ବନ୍ଦ ହୋଇ ପଡ଼ିଛି। ଏହି ବ୍ୟାଙ୍କରେ ଜିଲାର କ୍ଷୁଦ୍ର ବ୍ୟବସାୟୀ, ଦିନ ମଜୁରିଆ ଓ ମଧ୍ୟବିତ୍ତ ଶ୍ରେଣୀୟ ଲୋକେ ନିଜ…

୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି ବିଦ୍ୟାଳୟକୁ ବଦଳି ହୋଇ ଆସିଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ବିରୋଧ କରି ଗ୍ରାମବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?