ଆମ ଜିଲା ଖବର

ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ଚିକିତ୍ସାଳୟ

ତେଲକୋଇ, ୧।୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ସିରିଗିଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଚଳାବସ୍ଥା। ଜଣେ ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟ କେନ୍ଦ୍ର। ଦୀର୍ଘ ଦିନରୁ ଡାକ୍ତର ଅଭାବ ଯୋଗୁ ୫ଟି ପଞ୍ଚାୟତର ୪୮ଟି ଗ୍ରାମବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହୋଇଛନ୍ତି। ବହୁ ଛାତ୍ରୀଛାତ୍ର ଏବଂ ର୍ଗା…

ଲକ୍ଷ୍ମୀଧରଙ୍କ ନିଷ୍ଠା ଆଣିଛି ସଫଳତା: ଶୋଷ ମେଣ୍ଟାଉଛି କାଠ ନଳକୂଅ ପାଣି

ରାଇସୁଆଁ, ୧।୧ (ଡି.ଏନ.ଏ.)-କଥାରେ ଅଛି ନିଷ୍ଠା ଏବଂ ଅକ୍ଳାନ୍ତ ପରିଶ୍ରମ ଆଗରେ ସବୁ ବାଧାବିଘ୍ନ ହାର ମାନିଥାଏ। ଏହି ଘଟଣାକୁ ସତ୍ୟରେ ପରିଣତ କରି ଦେଖାଇଛନ୍ତି କେନ୍ଦୁଝର ଜିଲା ସଦର ଅଞ୍ଚଳର କାଉଁରିକଳା ପଞ୍ଚାୟତର ବନେଇକଳା ଗ୍ରାମର ପ୍ରଧାନସାହିର ଲକ୍ଷ୍ମୀଧର ମୁଣ୍ଡା।…

ପେଟ୍ରୋଲରେ ଚାଲୁଛି ସାଇକେଲ: ୧ ଲିଟରରେ ଯାଉଛି ୬୦ କି.ମି.,୨ ମାସରେ ତିଆରି କଲେ ଦୁଇଭାଇ

ପଦ୍ମପୁର, ୧।୧(ଡି.ଏନ୍‌.ଏ.)-ପେଟ୍ରୋଲ ଚାଳିତ ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ୫ମ ଶ୍ରେଣୀ ଛାତ୍ର ଶୁଭମ୍‌ ସୌଭାଗ୍ୟ ଓ ତାଙ୍କ ବଡଭାଇ ଜଗବନ୍ଧୁ। ଦୁଇ ମାସ ମଧ୍ୟରେ ଦୁଇ ଭାଇ ମିଶି ଏହି ସାଇକେଲ ତିଆରି କରିଛନ୍ତି। ଏକ ରେସିଂ ସାଇକେଲରେ…

ବିନା ହେଲ୍‌ମେଟରେ ଚାଲିବନି ବାଇକ୍

ସଜନାଗଡ଼, ୧।୧(ଡି.ଏନ.ଏ.)-ବିନା ହେଲ୍‌ମେଟରେ ବାଇକ୍‌ ଚାଲିବନି କି ଚୋରି ମଧ୍ୟ ହୋଇପାରିବନି। ଏପରି ଏକ ଅଭିନବ ଉପାୟ ଅବଲମ୍ବନ କରି ନୀଳଗିରି ବଜାରରେ ନନ୍ଦିଘୋଷ ପ୍ରୋଜେକ୍ଟର ମାଲିକ ଯୋଗେଶ୍ୱର ମହାନ୍ତି ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠ…

ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋଟୁରିଜିମ୍‌ ବେଳାଭୂମିରେ…

ଖେଳପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିକିଟି,୩୧ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ନିକଟରେ ଥିବା ଖେଳପଡ଼ିଆ ପରିସରରୁ ମଙ୍ଗଳବାର ନୂଆପଡା ଫାଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଆମ୍ବଗାଁର ପରିକ୍ଷିତ ନାୟକ (୩୫)। ଏ ନେଇ କେ.ନୂଆଗାଁ ପୋଲିସ ଏକ…

ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର…

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି…

କରାତଳି ଗାଁରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.): ଛତ୍ରପୁର ଥାନା କରାତଳି ଗାଁର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଝିଲି ଖୁଣ୍ଟିଆ। ଏ ନେଇ ଝିଲ୍ଲିଙ୍କ ସ୍ବାମୀଙ୍କଠାରୁ ଖବରପାଇ ଛତ୍ରପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ଝିଅକୁ…

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ ପୋତି…

ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା

ବନ୍ତ,୩୧ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ ବୃଦ୍ଧଙ୍କ…

ସଫା କରିବା ବାହାନାରେ ଚେନ୍‌, କାନଫୁଲ ଲୁଟ୍‌

ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍‌.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ ନେଇ ଚମ୍ପଟ ମାରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦୁଇ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?