ଆମ ଜିଲା ଖବର

ହାଇକୋର୍ଟକୁ ସ୍ଥାନାନ୍ତର ହେବ ସ୍ୟାଟ୍‌ ମାମଲା

କଟକ ଅଫିସ,୫।୧୨: ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଉଚ୍ଛେଦ ପ୍ରକ୍ରିୟା ଆଉ ପାଦେ ଆଗେଇଛି। କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର ବେଞ୍ଚରେ ପଡ଼ି ରହିଥିବା ମାମଲାକୁ ହାଇକୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ଆଦେଶ ହୋଇଛି। ସାଟ୍‌ ଉଚ୍ଛେଦ ନେଇ ଆଗତ ମାମଲାର ଶୁଣାଣି…

ମହିଳାରୋଗୀଙ୍କୁ ଓ୍ବାଡେନ୍‌ ଇଞ୍ଜେକ୍ସନ ଦେବା ଘଟଣା: ଚାକିରିରୁ ବିଦା ହେଲେ, ନର୍ସଙ୍କୁ ସୋ-କଜ୍‌ ନୋଟିସ୍‌

ଢେଙ୍କାନାଳ ଅଫିସ,୫।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ମହିଳା ରୋଗୀଙ୍କୁ ଓ୍ବାଡେନ୍‌ ଇଞ୍ଜେକ୍ସନ ଦେଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗୁରୁବାର ଦାୟିତ୍ୱରେ ଥିବା ଷ୍ଟାଫ୍‌ ନର୍ସ ଶାଶ୍ୱତି ବେହେରା ଏବଂ ଓ୍ବାଡେନ୍‌ ମନୋରମା ବେହେରାଙ୍କ…

୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ

ଜୟପୁର,୫।୧୨(ଡି.ଏନ.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଗତ ୨ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କ ଜୟପୁର ଜିଲା…

ପିକ୍‌ଅପ୍‌ ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୫।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିନ ଗଡ଼ପଳାଶୁଣି-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ଏକ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ପିକଅପ ଧକ୍କାରେ ଗଡ଼ପଳାଶୁଣି ଗ୍ରାମର ଅଲେଖ ନାଏକଙ୍କ ଝିଅ ଲିଜା (୧୬)ଙ୍କର ମୃତ୍ୟୁ ହୋଇଛି।…

୧୪ ଜଣ ଚାଷୀଙ୍କୁ ମୃତ୍ତିକା କାର୍ଡ

ଅନୁଗୋଳ ଅଫିସ୍‌, ୫।୧୨: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମୃତ୍ତିକା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୪ ଜଣ ଚାଷୀଙ୍କୁ ମୃତ୍ତିକା କାର୍ଡ ପ୍ରଦାନ କରାଯାଇଛି। ଚଳିତବର୍ଷ ମାଟିର କ୍ଷୟ କମ…

ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ

ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ ପ୍ରତ୍ୟହ ଯାତ୍ରୀ, ପର୍ଯ୍ୟଟକଙ୍କ ଭିଡ଼ ହେଉଛି। ଦେଶ ବିଦେଶର ପର୍ଯ୍ୟଟକ ଆସୁଥିବାରୁ ଚନ୍ଦ୍ରଭାଗା ବେଳାଭୂମିକୁ…

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲା ପରିଷଦ ଅଧ୍ୟକ୍ଷା…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ ତାଙ୍କ ବାସଭବନ, ପାଟଣା ବାରଟାଣିସ୍ଥିତ ପୈତୃକ ବାସଭବନ ଓ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡ଼ା…

ନାଁକୁ ମଳମୁକ୍ତ ଗ୍ରାମ

ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ପ୍ରତି ଘରେ ପାଇଖାନା ନିର୍ମାଣ ସହ ଏହାର ବ୍ୟବହାର ପାଇଁ ଜିଲା ଜଳ ଓ ପରିମଳ ମିଶନ ଲୋକଙ୍କୁ ପ୍ରୋତ୍ସାହନ ଦେବା ସହ ସଚେତନ କରିଆସୁଛି। କିନ୍ତୁ ଏହାର ସଫଳତା ନେଇ ଯେଉଁ ସରକାରୀ…

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ଅଞ୍ଚଳର ଚାଷୀମାନେ ଗୁରୁବାର ବରଗଡ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ରେଶମ ମାର୍କେଟ…

ବାହାରୁ ଔଷଧ ଲେଖି ଶିଶୁରୋଗ ବିଶେଷଜ୍ଞ ନିଲମ୍ବିତ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ)/ ବଲାଙ୍ଗୀର ଅଫିସ/ପାଟଣାଗଡ, (ଡି.ଏନ୍‌.ଏ.): ଶିଶୁରୋଗୀଙ୍କ ପାଇଁ ବାହାରୁ ଔଷଧ ଲେଖିବା ଶିଶୁରୋଗ ବିଶେଷଜ୍ଞଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟର ଶିଶୁରୋଗ ବିଶେଷଜ୍ଞ ଡା. ବିଜୁ ଅଗ୍ରୱାଲଙ୍କୁ ଏଭଳି ଅପରାଧ ଲାଗି ରାଜ୍ୟ ସରକାର ବୁଧବାର…

ଏସ୍‌ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି

କଟକ ଅଫିସ, ୫ା୧୨: ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି ତଲାସି ୱାରେଣ୍ଟ ବଳରେ ଭିଜିଲାନ୍ସ କଟକ ଡିଭିଜନ ଅଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?