ଆମ ଜିଲା ଖବର

ନାବାଳିକାଙ୍କୁ ଅସଦାଚରଣ: ଅଭିଯୋଗ, ଯୁବକ ଗିରଫ

ଆଳି, ୫।୧୨ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ବାଳକାଟି ଅଞ୍ଚଳର ହରିଶ୍ଚନ୍ଦ୍ର ଦାସଙ୍କ ପୁଅ ଲିଟୁଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମଙ୍ଗଳବାର ନାବାଳିକାଙ୍କ ବାପା ଆଳି ଡାକ୍ତରଖାନା ଯାଇଥିବା ବେଳେ ଲିଟୁ…

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍‌ ଲଗାଇ ବିସ୍ଫୋରଣ କରାଯାଇ ପଥର ଚାଲାଣ ହେଉଛି। ଫଳରେ କଳା ମୁଗୁନି ପଥରର…

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା ଯାଉନାହିଁ।…

ଧାନକିଣା ସ୍ଥିତି ସୁଧୁରୁନି

ବଲାଙ୍ଗୀର ଅଫିସ, ୫ା୧୨: ବଲାଙ୍ଗୀର ଜିଲାରେ ଧାନକିଣା ସ୍ଥିତି ସୁଧୁରିନାହିଁ। ପ୍ରଥମରୁ ଟୋକନ ଅବ୍ୟବସ୍ଥାକୁ ନେଇ ଚାଷୀ ହରଡ଼ଘଣାରେ ପଡିଛନ୍ତି। ଏଯାବତ୍‌ ଏଥିରୁ ନିସ୍ତାର ପାଇ ନ ଥିବା ଚାଷୀ ଏବେ ମଣ୍ଡି ବା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ରେ…

ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି

ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସଙ୍କଳ୍ପ ନେଇଥିଲେ। ଏଥିପାଇଁ ସେହି ସମୟରେ…

ପରିବାର ଲୁକ୍‌କର ଅଭିଯୋଗ: ପିଇଓ ଦେଇଛନ୍‌ ଭୁଲ ରିପୋର୍ଟ

ଲୋଇସିଂହା, ୫ା୧୨ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗାଁର ୯୦ ପରତିଶତ ଦିବ୍ୟାଙ୍ଗ ବିଭୀଷଣ ତରିଆ(୩୫)। ଦିବ୍ୟାଙ୍ଗ ଭତାକେ ଛାଡ଼ିଦେଲେ ବାକି ସବୁ ପରକାର ସରକାରୀ ଯୋଜନାରୁ ସେ ବଁଚିତ୍‌ ହେଇ ରହିଛନ୍‌। ଇ ବାବ୍‌ଦେ ଗଲା ନଭେମ୍ବର…

୧୦ଥର ଆବେଦେନ କରି ନିରାଶ: ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୫ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦)। ସେ ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ସୂଚନା ହିସାବେ ମହୁଲପାଲି ଗଁାର ଘନ ଦେହେରୀକଁର ପରିବାର…

ବାପ୍‌ କର୍କଟରେ, ଝି’ ରକ୍ତଶିକୁଳି ରୋଗ୍‌ରେ ପୀଡ଼ିତ: ମାଏକିନାର ଉପରେ ପରିବାର ବୋଝ୍‌

କର୍ଲାମୁଣ୍ଡା, ୫ା୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦାଦନ୍‌ ସମସିଆ ଉପରେ ଲଗାମ୍‌ କସବାକେ ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଇ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ, ଥାନୀଅ ନେତାକର ଅଁାତରିକତା ଅଭାବୁ ଅନେକ ହକ୍‌ଦାର…

କୃଷି କାର୍ଯ୍ୟରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୋନପୁର, ୫।୧୨(ନି.ପ୍ର.) ଭାରତର ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥାଏ। ଦେଶର ୮୦ ପ୍ରତିଶତ ମହିଳା କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି। ଏହି କୃଷିଜୀବୀ ମହିଳାମାନଙ୍କୁ ମାନ୍ୟତା ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ସୋନପୁର କୃଷି…

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର । ମାତ୍ର ସେଦିନ ପଣ୍ଡୁ ପୂର୍ଣ୍ଣମୀ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଥିବାରୁ ଖଣ୍ଡପଡା…

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ) ମାନେ…

ବାଲିଗୁଡ଼ା ପୋଲିସର ଅବକାରୀ ଧରପଗଡ଼:  ୫ ମଦବେପାରୀ, ୪ ନିଶାସକ୍ତ ଚାଳକ ଗିରଫ

ବାଲିଗୁଡା,୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ମହୁଲି ମଦ କାରବାର କରୁଥିବା ୫ ଜଣକୁ ଗିରଫ କରିବା ସହ ୪ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ଗିରଫ ମଦ ବେପାରୀମାନେ ହେଲେ ଗାଞ୍ଜିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?