ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀର ଏନ.ବାଳକୃଷ୍ଣ ରେଡ୍ଡୀ (୩୫)। ୯ ଜଣ ଯୁବକଙ୍କଠାରୁ ୫…
ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ
ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ବୈଜ୍ଞାନିକ ମନୋଭାବ ଓ ସରକାରଙ୍କ ପକ୍ଷରୁ ସଚେତନତା ଅଭାବ କାରଣରୁ ଏଭଳି ସମସ୍ୟା…
ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା: ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲାର ବିଚାର କରି ସାନଖେମୁଣ୍ଡି ବିଧାୟକଙ୍କ ସମେତ ୫ ଜଣଙ୍କୁ ନିର୍ଦ୍ଦୋଷ…
ଚାଷଜମିରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର
ଘସିପୁରା, ୫।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଅଁଳାପାଳର ଚାଷ ଜମିରୁ ଏକ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡି ନାହିଁ। ଘସିପୁରା ପୋଲିସ ସାଇଣ୍ଟିଫିକ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।…
ବିସ୍ମୟ ବାଳିକା ସ୍ମୃତିମୟୀ: ୫ ମିନିଟ୍ରେ ଦିଅନ୍ତି ୧୦୦ରୁ ଅଧିକ ପ୍ରଶ୍ନର ଉତ୍ତର
ଘସିପୁରା, ୫।୧୦(ଡି.ଏନ.ଏ)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲ୍ଲୀ ଗାଁର ଶାନ୍ତନୁ ରାଉତଙ୍କ ଝିଅ ସ୍ମୃତିମୟୀ । ବୟସ ମାତ୍ର ୩ବର୍ଷ । ସେ ନା ଯାଇଛନ୍ତି ଅଙ୍ଗନୱାଡ଼ି କେନ୍ଦ୍ର ନା ସ୍କୁଲ । ହେଲେ ରାଜ୍ୟ, ଦେଶ, ବିଦେଶ, ଭୂଗୋଳ, ଇତିହାସ…
୪ ଶହ ବର୍ଷରେ କଲ୍ୟାଣୀନଗରୀ ଦୁର୍ଗାପୂଜା
ଧାମନଗର, ୫।୧୦ (ଡି.ଏନ.ଏ.) – ରଙ୍ଗିନ ଆଲୋକମାଳାରେ ଝଲସିଲାଣି ପୂଜା ମଣ୍ଡପ। ମଣ୍ଡପରେ ମା’ଙ୍କୁ ଆରାଧନା ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଶାରଦୀୟ ଦୁର୍ଗାପୂଜା ପାଇଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ବ୍ଲକର ସର୍ବପୁରାତନ କଲ୍ୟାଣୀ ନଗରୀ…
ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍
ନିଆଳି,୫ା୧୦(ଡି.ଏନ୍.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟେରାମାନେ ଫେରାର ହେଉଥିବା ବେଳେ ଜଣେ ଲୁଟେରାଙ୍କୁ ଦୁଇ କର୍ମଚାରୀ କାବୁ…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍
ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମିରମହଲା ଅଞ୍ଚଳର ଶେଖ୍ ଇକ୍ବାଲଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଶୁଣାଣି…
ଦରମା ଦାବିରେ ଶିକ୍ଷକ ସଂଘର ତାଲା ବନ୍ଦ
ବିଶୋଇ,୫ା୧୦(ଡି.ଏନ୍.ଏ.)- ନିର୍ଦ୍ଧାରିତ ସମୟରେ ଦରମା ନ ପାଇ ଶୁକ୍ରବାର ବିଶୋଇ ବ୍ଲକ ଲେବଲ-ଭି ଏକ୍ସକ୍ୟାଡ଼ର ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦିଆଯାଇଥିଲା। ସଂଘର ସଭାପତି ରବୀନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଉପସଭାପତି ଚନ୍ଦ୍ରମୋହନ ଟୁଡୁ,…
କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା
ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ ମା’ ଉଗ୍ରତାରା କାଳରାତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମା’ଙ୍କର ଏହି ବେଶ ଦେଖିବାକୁ…
ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଦାବିପତ୍ର
ବାରିପଦା ଅଫିସ,୫ା୧୦- ମୟୂରଭଞ୍ଜ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ଉପତ୍ଳ କୁମାର ଭଦ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ
ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…
Archives


