ଆମ ଜିଲା ଖବର

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି ବୈତରଣୀକୁ ଅନେକ ଭକ୍ତିର ସହ ପ୍ରଣାମ କରୁଥିବାବେଳେ ଏହା ଧାମରା ନିକଟରେ ବଙ୍ଗୋପସାଗରରେ ଲୀନ…

ଭୁଲ୍‌ ଇଞ୍ଜେକସନ ନେଲା ଛାତ୍ରୀଙ୍କ ଜୀବନ

ବାସୁଦେବପୁର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ବଜାରରେ ଥିବା ଏକ କ୍ଲିନିକରେ ଭୁଲ୍‌ ଇଞ୍ଜେକସନ ନେଇ ଛାତ୍ରୀ ପ୍ରିୟଙ୍କା ବେହେରା(୧୧)ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଛି। ସେ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ଅନ୍ତରା ଗ୍ରାମର…

ନାବାଳିକାଙ୍କୁ ବଳାତ୍କାର ସାଙ୍ଗକୁ ବ୍ଲାକମେଲିଂ: ଜାଲ ବିଛାଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ମାସ ଧରି ବଳାତ୍କାର କରାଯିବା ଘଟଣା ପଦାକୁ ଆସିଛି। ଅଭିଯୁକ୍ତ ଯୁବକ ଏହି ନାବାଳିକାଙ୍କୁ ବଳାତ୍କାର କରିବାର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି…

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ। ଭଞ୍ଜପୁରସ୍ଥିତ ବ୍ୟାଙ୍କରୁ ସେ ଦିନ ୨ ଟା ବେଳେ ୯୦ ହଜାର ଟଙ୍କା…

ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ରାଇରଙ୍ଗପୁର ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି…

ଔପଦାରୁ ଚୋରି ଟ୍ରାକ୍ଟର ଯଶିପୁରରୁ ଉଦ୍ଧାର: ୪ ଜିଲାକୁ ଲମ୍ବିଛି ର଼୍ୟାକେଟ

ଔପଦା, ୫।୧୨-ବାଲେଶ୍ୱର ଜିଲା ଔପଦା ଥାନାରୁ ୧୪ ମାସ ତଳେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଔପଦା ପୋଲିସ ମୟୂରଭଞ୍ଜ ଜିଲାର ଯଶିପୁର ଥାନା ଟଙ୍ଗାବିଲା ଅଞ୍ଚଳରୁ ଉଦ୍ଧାର କରିଛି। ବାଲେଶ୍ୱର ,ମୟୂରଭଞ୍ଜ,କେନ୍ଦୁଝର,ଅନୁଗୋଳ ଆଦି ଜିଲାରେ ସକ୍ରିୟ ଥବବା ଏକ ର଼୍ୟାକେଟ…

ତହସିଲଦାରଙ୍କୁ ୬ଘଣ୍ଟା ଅଟକ ରଖି ରାସ୍ତାରୋକୋ

ସଜନାଗଡ଼,୫।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ବୁଧବାର ଏକ ବାଲିବୋଝେଇ ଗାଡ଼ିକୁ ଜବତ କରାଯିବା ବେଳେ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁଙ୍କୁ ପୁଣି ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ବାଲିଗାଡି ଚାଳକ ଚାଲାଣ ଦେଖାଇବା ସତ୍ତ୍ୱେ…

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଅଧ୍ୟକ୍ଷ ଡ. ଦେବାଶିଷ ଜେନାଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ଚଳିତ…

ପୁରୀ ନାବାଳିକା ଗଣବଳାତ୍କାର ମାମଲା: କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଅଫିସ, ୪ା୧୨: ପୋଲିସ କ୍ୱାର୍ଟର୍ସରରେ ଗଣବଳତ୍କାରର ଶିକାର ହୋଇଥିବା ନାବାଳିକାଙ୍କର ବୁଧବାର ସିଆରପିସି ଧାରା ୧୬୧ ଓ ୧୬୪ରେ ପୁରୀ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବୟାନ ରେକେର୍ଡ କରାଯାଇଛି। ପୂର୍ବରୁ ଏହିମାମଲାରେ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଛି। ପୋଲିସ ସେମାନଙ୍କୁ ରିମାଣ୍ଡରେ…

ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର କେତେଜଣ ଠିକାଦାର ଓ ରାଜନୀତିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁ ରହିଛି। ଏହି ବ୍ୟକ୍ତିମାନେ ଦୁର୍ନୀତିରେ…

ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ

ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍‌ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଉକ୍ତ ଥାନା ଭାମଶିଆଳିର କେଶବ ଜେନା ଓ ଗୋଲାମୁଣ୍ଡଳାର ରଞ୍ଜିତ ଗୌଡ଼। ମହିଳାଙ୍କ ଅଭିଯୋଗକୁ…

କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ ଏତଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?