ଆମ ଜିଲା ଖବର

ପାର୍ସଲ ବଗିରୁ ସାମଗ୍ରୀ ଚୋରି ଘଟଣାର ପର୍ଦ୍ଦାଫାଶ: ଷ୍ଟେଶନ ମାଷ୍ଟର ସମେତ ୩ ଗିରଫ

ଭଦ୍ରକ ଅଫିସ, ୪ା୧୨- ବିଭିନ୍ନ ଟ୍ରେନର ପାର୍ସଲ ଭ୍ୟାନରେ ପଠାଯାଉଥିବା ପ୍ୟାକେଟ୍‌କୁ ଚତୁରତାର ସହ ଖୋଲି ସେଥିରୁ ସାମଗ୍ରୀ ଚୋରି କରାଯିବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଦୁଇଦିନ ତଳେ ହାଓଡ଼ା-ତିରୁଚିରାପଲ୍ଲୀ ଟ୍ରେନର ପାର୍ସଲ ବଗି ଖୋଲି ସେଥିରେ ଥିବା ପ୍ୟାକେଟ୍‌ରୁ ଲକ୍ଷାଧିକ…

ଛାତ୍ରୀଙ୍କୁ ଅସଦାଚରଣ କରି କମ୍ପ୍ୟୁଟର ଶିକ୍ଷକ ଗିରଫ

ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.): ରାଇରଙ୍ଗପୁର ଅଞ୍ଚଳରେ ଜଣେ ବଳାତ୍କାର ପୀଡିତା ଅଧ୍ୟାପିକା ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଥିବା ବେଳେ ପୁଣି ଜନୈକା କଲେଜ ଛାତ୍ରୀଙ୍କୁ ଜଣେ କମ୍ପ୍ୟୁଟର ଶିକ୍ଷକ ମଙ୍ଗଳବାର ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା

ବାରିପଦା ଅଫିସ/ ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ପୋଲିସର ଅବହେଳା କାରଣରୁ ବଳାତ୍କାର ପୀଡ଼ିତା ଜଣେ ଅଧ୍ୟାପିକା ନ୍ୟାୟ ନ ପାଇ ଜୀବନ ହାରିବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାକୁ ଗୁରୁତର ଭାବେ ନେଇ ରାଜ୍ୟ ମହିଳା…

ପ୍ରଧାନଶିକ୍ଷକଙ୍କ ବିରୋଧରେ ବିଇଓଙ୍କୁ ଅଭିଯୋଗ

ଫିରିଙ୍ଗିଆ,୪ା୧୨: ଫିରିଙ୍ଗିଆ ବ୍ଲକ ଗେରୁପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲ ପରିଚାଳନା କମିଟିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ା ପରିଚାଳନା କମିଟିର ସଦସ୍ୟମାନେ ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ…

ବେଆଇନ ପଥର ଖନନ ବନ୍ଦ ଦାବି

ବନ୍ତଳା,୪।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଚମ୍ପତ୍ତିମୁଣ୍ଡା ରାଜସ୍ବ କାର୍ଯ୍ୟାଳୟ ଅଧୀନରେ ଥିବା ନନ୍ଦପୁର ପଞ୍ଚାୟତ ଚନ୍ଦନପୁର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ପଥର ଖୋଳାଯାଇ ଚୋରା ଚାଲାଣ ହେଉଛି। ଏ ନେଇ ଚନ୍ଦନପୁର ଗ୍ରାମବାସୀ ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ…

ଯୁବକଙ୍କ ଗଳା କାଟି ହତ୍ୟା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେସନ ୪ନଂ ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ଟାବେଳେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଦୁର୍ବୃୃତ୍ତମାନେ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କରିଥିବା ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ଥାନା…

ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ ନାହିଁ। ଏଭଳି ଅଭିଯୋଗ କରି ମଙ୍ଗଳବାର ବୈଶିଙ୍ଗା ଥାନା ଅଧୀନ ଏକ ସ୍କୁଲ ସମ୍ମୁଖରେ…

ବଳାତ୍କାର ଓ ଅପହରଣ ମାମଲାକୁ ୮ମାସ ବିତିଲା, ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିିସ

ରଣପୁର,୪।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ବାଣିକିଲୋ ପଞ୍ଚାୟତ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳାକତ୍ାର କରାଯିବା ଘଟଣାକୁ ୮ମାସ ବିତି ଗଲାଣି। ତେବେ ଏ ଯାଏ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନି।…

‘୨୦ ହଜାର ଦିଅ, ପକ୍କାଘର ନିଅ’

ନୟାଗଡ଼ ଅଫିସ,୪ା୧୨: ୨୦ ହଜାର ଟଙ୍କା ଦିଅ, ପକ୍କା ଘର ନିଅ। ଏହି ଉକ୍ତି ହେଉଛି ଖୋଦ୍‌ ଜଣେ ସରକାରୀ କର୍ମଚାରୀଙ୍କର। ଯୋଗ୍ୟ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ନିଆଯାଇ ପକ୍କାଘର କାର୍ଯ୍ୟାଦେଶ ଦିଆଯାଉଛି। ଆଉ ଯିଏ…

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୪।୧୨(ସ୍ବ.ପ୍ର.)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ…

ଭାପୁର ବ୍ଲକରେ ଦୁର୍ନୀତିର ତଦନ୍ତ, ଏବିଡିଓଙ୍କ ବଦଳି ଦାବି ଆମରଣ ଅନଶନରେ ବସିଲେ ଜନପ୍ରତିନିଧି

ନୟାଗଡ଼ ଅଫିସ/ଭାପୁର (ଡି.ଏନ୍‌.ଏ.),୪ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ ଏବିଡିଓଙ୍କ ବଦଳି ଦାବିରେ ମଙ୍ଗଳବାର ପଞ୍ଚାୟତ ଜନପ୍ରତିନିଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୧ଟାରେ ଯୁବନେତା ଜିତେନ୍ଦ୍ର କୁମାର ରଣସିଂଙ୍କ ନେତୃତ୍ୱରେ ଗୋଳାପୋଖରୀ ସମିତିସଭ୍ୟା ସସ୍ମିତା…

ଋଷିକୁଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ: ସମୟ ପୂର୍ବରୁ ଅଣ୍ଡାଦାନ

ଗଞ୍ଜାମ,୪୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଣା ବନ୍ଧ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ବେଳାଭୂମିରେ ନଭେମ୍ବରରୁ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହା ଜାନୁୟାରୀ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଖଲ୍ଲିକୋଟ ରେଞ୍ଜର ଦିଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି। ପ୍ରତିବର୍ଷ ଫେବୃୟାରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?