ମିଶ୍ରପଡ଼ାରେ ଏମ୍ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ଆଲୋଚନା ପାଇଁ ପୂର୍ବରୁ ସମୟ ଧାର୍ଯ୍ୟ କରାଯାଇଥିଲେ ବି ବୈଠକ ହୋଇପାରି…
ସରୋଜଙ୍କ ସଚ୍ଚୋଟପଣିଆ: ପାଇଥିବା ଟଙ୍କା, ଗହଣା ଫେରାଇଲେ
କାମାକ୍ଷାନଗର,୪।୧୨(ଡି.ଏନ.ଏ.)-ଡ୍ରାଇଭରଙ୍କ ସାମାନ୍ୟତମ ଭୁଲ ଯୋଗୁ ତାଙ୍କ ହାତରେ ଲାଗିଥିଲା ଟଙ୍କା, ଅଳଙ୍କାର ଭର୍ତ୍ତି ବ୍ୟାଗ୍। ଚାହିଁଥିଲେ ଏହାକୁ ରଖିଦେଇପାରନ୍ତେ ନିଜ ପାଖରେ। ହେଲେ ଏହା ତାଙ୍କୁ ପାପବୋଧ ହେଲା। ତେଣୁ ସେ ଫେରାଇଦେଲେ ସେସବୁକୁ। ସାମନ୍ୟ ଲୋଭରୁ ମଣିଷ ମଣିଷର ଜୀବନ…
ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି
ଜଗତ୍ସିଂହପୁର ଅଫିସ୍, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି ସେଭଳି କିଛି ଘଟେ ତେବେ ଭିନ୍ନକ୍ଷମଙ୍କୁ କୋର୍ଟ, କଚେରି, ମାଲିମକଦ୍ଦମା ପରିଚାଳନା ପାଇଁ…
ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍ ସହାୟତା ଦିଅ’
ଜଗତ୍ସିଂହପୁର ଅଫିସ୍, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି ଜଣେ ହେଲେ ବି ଅଯୋଗ୍ୟଙ୍କୁ ଯେପରି ଯୋଗ୍ୟ ଦର୍ଶା ନ ଯିବ ସେଥିପ୍ରତି…
୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ
ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ ମଧ୍ୟ ସମ୍ପୃକ୍ତ ଅଛନ୍ତି ବୋଲି ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି। ସୋମବାର…
ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲାପାଳ
ଦାରିଙ୍ଗବାଡ଼ି,୪।୧୨(ଡି.ଏନ.ଏ)-କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତ। ପ୍ରଥମେ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିବା ସହ ତହସିଲଦାର ନୀତିଶ ତ୍ରୀପାଠିଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଚାଲିଥିବା ବିଭିନ୍ନ…
ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ
ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି। ଫୁଲବାଣୀସ୍ଥିତ ଗାନ୍ଧୀ ସ୍ମୃତି ଭବନରେ ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ମୁଖ୍ୟ…
ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ ନଂ. ୨୫୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ସନ୍ଧ୍ୟାରେ ବ୍ରହ୍ମପୁର…
ମୋ ଗେହ୍ଲା ଝିଅ, ନିର୍ଭୟ କଢ଼ି କାର୍ଯ୍ୟକ୍ରମ: ଅଷ୍ଟମ ଶ୍ରେଣୀ ଛାତ୍ରୀ ମାମାଲି ବ୍ରାଣ୍ଡ ଆମ୍ବାସଡର
ଛତ୍ରପୁର,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ମୋ’ ଗେହ୍ଲାଝିଅ ଓ ନିର୍ଭୟ କଢ଼ି କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। କନ୍ୟା ସନ୍ତାନ ଜନ୍ମ ଦେଉଥିତ୍ବା ମା’ମାନଙ୍କୁ ସମ୍ବର୍ଦ୍ଧନା ଦେବା ଠାରୁ ଆରମ୍ଭ କରି ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଟପ୍ରେ ଥିବା ଛାତ୍ରୀ ଓ…
ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍କେଇରେ ଉତ୍ତେଜନା, ପୋଲିସ ମୁତୟନ
ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ…
ଛାତ୍ରୀଛାତ୍ରଙ୍କୁ ଟ୍ୟୁଶନ ଆବଶ୍ୟକ ପଡ଼ିବନି: ‘ମଧୁ ଆପ୍’ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଯେଭଳି ପଢ଼ିବେ ଓ ବିଦ୍ୟାଳୟରେ ବୁଝି ପାରି ନ ଥିବା ପାଠକୁ ଶିକ୍ଷକ ପଢ଼ାଉଥିବା ଭିଡିଓ ଦେଖି ବୁଝିପାରିବେ ସେଥିନିମନ୍ତେ ପ୍ରସ୍ତୁତ ‘ମଧୁ ଆପ୍’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି।…
କେନ୍ଦୁଝରରେ ପାଣିପାଗରେ ପରିବର୍ତ୍ତନ: ଆଗଭଳି ହାଡ଼ଭଙ୍ଗା ଶୀତ ନାହିଁ
କେନ୍ଦୁଝର, ୪।୧୨ (ସ୍ବ.ପ୍ର.)-ବିଳମ୍ବରେ ହେଉ ପଛକେ କେନ୍ଦୁଝର ଜିଲାରେ ଶୀତର ଆଗମନକୁ ନେଇ ଅନେକ ଖୁସି ବ୍ୟକ୍ତ କରୁଛନ୍ତି ା ତେବେ ଏହି ସମୟରେ ଯେଉଁ ଭଳି ଶୀତ ହେବା କଥା ସେଭଳି ଶୀତ ହେଉ ନ ଥିବାରୁ ଉଦ୍ବେଗ ପ୍ରକାଶ…

