ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ
କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…
ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର
ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା ଡାକଘର ଆନୁଷ୍ଠାନିକ ଭାବେ ଶନିବାର ଉଦ୍ଘାଟିତ ହୋଇଛି। ଏହାର ଉଦ୍ଘାଟନୀ ଉତ୍ସବରେ ରାଉରକେଲା ଡାକ…
ବଢ଼ୁଛି ବାର୍ହା ଶିକାର: ମାଂସ ଜବତ, ୭ ଗିରଫ
ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ…
ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି
ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି। ଏହି ସରକାରୀ ଦେଶୀ ମଦ ଭାଟି ସ୍ଥାନୀୟ ଉଚ୍ଚ ବିଦ୍ୟାଳୟଠାରୁ ମାତ୍ର…
ଆବାସ ଯୋଜନାରୁ ବଁଚିତ୍ ଦିବ୍ୟାଙ୍ଗ ଡିଲେଶ୍ୱରୀ
ସମ୍ବଲପୁର,୩ା୧୨(ବ୍ୟୁରୋ)- କେନ୍ଦ୍ର ସରକାର ଭିନେ ଭିନେ ସରକାରୀ ଯୋଜନାରେ ଦୁରନୀତି ବଁଦ୍ କରବାକେ ସାରାଦେଶରେ ଆଧାର କାର୍ଡ ଲାଗୁକରିଛନ୍। ସରକାରୀ ଯୋଜନାରେ ସେବା ପାଇବାର ଲାଗି ହେଲେ ଆଧାର କାର୍ଡ ନିହାତି ଜରୁରୀ କରାଯାଇଛେ। ହେଲେ ସରକାରୀ ଯୋଜନାରେ ଆଧାର କାର୍ଡ…
ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି
ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ ନିଷ୍ପତ୍ତି ହୋଇଥିଲା। ସୋମବାର ପ୍ରଥମ ଦିନରେ ୨୪ଜଣ ଚାଷୀଙ୍କଠାରୁ ୨୧୧୭ ବସ୍ତା ଧାନ କିଣାଯାଇଛି।…
ପ୍ରକୃତିର ଉପାସନା ଚୁରାଖାଇ ଯାତ୍ରା
ଗୁଡ଼ଭେଲିପଦର, ୩।୧୨(ଡି.ଏନ୍.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍ରା ଅଂଚଲ ଗଠିତ୍। ଇ ଅଂଚଲର ଗୁଟେ ଫାଲେ ମହାନଦୀ ରହିଥିଲାବେଲେ ଉନିଆ ଦୁଇଫାଲେ ବାଘନଦୀ…
ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା
ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର ସଫଳ ରୂପାୟନ ହୋଇପାରୁ ନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଭଦ୍ରକ ଜିଲା ସଦର ବ୍ଲକର…
ସନ୍ଦେହଜନକ ଭାବେ ବୁଲୁଥିବା ୪ ଯୁବକଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ପଦ୍ମପୁର,୨।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ନଇଛଣପୁରଠାରେ ବିଳମ୍ବିତ ରାତିରେ ସନ୍ଦେହଜନକ ଭାବେ ବୁଲୁଥିବା ୪ ଜଣ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ବାସୁଦେବପୁର ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚିଥିଲେ। ଜଣେ ଯୁବକ କୌଶଳକ୍ରମେ…
ଜଳିଗଲା ୨ ବଖରା : ୭ ଗାଈ ଜୀବନ୍ତ ଦଗ୍ଧ
ପଦ୍ମପୁର,୨।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଧୀନ ଗୋପବନ୍ଧୁନଗର ପଞ୍ଚାୟତର ଗଦି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରାମଚନ୍ଦ୍ର ରାଉତ ଓ ଲକ୍ଷ୍ମଣ ରାଉତଙ୍କ ୨ ବଖରା ସମ୍ପୂର୍ଣ୍ଣ ଜଳିଯିବା ସହ ୭ଟି ଗାଈ ଜୀବନ୍ତ ଦଗ୍ଧ…
ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ
ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ…
ଆମ୍ବଗାଁରେ ଧାନକିଣା ଆରମ୍ଭ
ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି । ପ୍ୟାକ୍ସର ସଭାପତି ସୂର୍ଯ୍ୟ କୁମାର ଦେହୁରୀ ଆନୁଷ୍ଠାନିକ ଭାବେ ଧାନକିଣାର ଶୁଭାରମ୍ଭ କରିଥିଲେ…

