ଆମ ଜିଲା ଖବର

ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍‌ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି…

ସରିଲା ଉଦଳା ମହୋତ୍ସବ ଧୁମୁସା

ଉଦଳା,୨ା୧୨(ଡି.ଏନ୍‌.ଏ.)- ଉପଖଣ୍ଡସ୍ତରୀୟ ଉଦଳା ମହୋସତ୍ବ ଧୁମୁସା – ୨୦୧୯ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ମୁଖ୍ୟବକ୍ତା ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ୍‌, ସମ୍ମାନନୀୟ ଅତିଥି ଉଦଳା ତହସିଲଦାର…

ଭାଇବୋହୂଙ୍କୁ ମାଡ଼ମାରି ଦେଡ଼ଶୁର ଗିରଫ

ପାତ୍ରପଡା,୨।୧୨(ଡି.ଏନ.ଏ.): ନିଜ ଭାଇବୋହୂଙ୍କୁ ମାଡ ମାରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଦେଡ଼ଶୁରଙ୍କୁ ଗିରଫ କରିଛି। ସେ ହେଲେ ଭରତପୁର ଅଞ୍ଚଳର ପ୍ରଫୁଲ ନାଏକ(୪୦)। ପୋଲିସ ସୂଚନା ମୁତାବକ ପ୍ରଫୁଲ ନିଜ ଭାଇବୋହୂ ରଶ୍ମିତାଙ୍କୁ ନିଶାସକ୍ତ ଅବସ୍ଥାରେ ଶନିବାର ରାତିରେ…

ମା’ଠୁ ଶିଶୁଙ୍କୁ ସଂକ୍ରମଣରୁ ରୋକାଯାଇଛି

ବ୍ରହ୍ମପୁର ଅଫିସ୍‌,୨ା୧୨-ବ୍ରହ୍ମପୁର ପ୍ରଜ୍ଞାନ ହଲ୍‌ରେ ରବିବାର ଜିଲାସ୍ତରୀୟ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇଥିଲେ। ଚଳିତ ବର୍ଷର ବାର୍ତ୍ତା ‘ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତା’ ଉପରେ ନିଜର ମତ ରଖିଥିଲେ…

ଜିଲାସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଯାପିତ: ବନ୍ଧୁତାର ବାର୍ତ୍ତା ବାଣ୍ଟି ଫେରିଲେ ଯୁବ କଳାକାର

କେନ୍ଦୁଝର,୨।୧୨(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ନଗରଭବନଠାରେ ଆୟୋଜିତ ଦୁଇ ଦିନିଆ ଜିଲାସ୍ତରୀୟ ଯୁବ ମହୋତ୍ସବ ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଳକ୍‌ ଏବଂ ପୌରପାଳିକା ଅଞ୍ଚଳରୁ ଆସିଥିବା ଯୁବ କଳାକାରମାନେ ମହୋତ୍ସବରେ ଭାଗ ନେଇ କଳା ମାମରେ ବନ୍ଧୁତାର ବାର୍ତ୍ତା ଦେଇ ଫେରିଯାଇଛନ୍ତି…

ଛାତ୍ରକୁ ମାଡ଼ ଘଟଣାରେ ଅଧ୍ୟକ୍ଷ ନିଲମ୍ବିତ

ଢେଙ୍କିକୋଟ, ୨।୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟ ପଞ୍ଚାୟତ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୯ମ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମରାଯିବା ଘଟଣାରେ ଅଧ୍ୟକ୍ଷ ରାଜୀବ କୁମାର ଦତ୍ତଙ୍କୁ ନିଲମ୍ବିତ କରାଯାଇଛି। ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ବରିଷ୍ଠ…

ଗଞ୍ଜେଇ ଗଛ ପୋଡିଲା ପ୍ରଶାସନ

କ.ନୂଆଗାଁ, ୨ା୧୨(ଡି.ଏନ୍‌.ଏ.)-କ.ନୂଆଗାଁ ଥାନା ଅଞ୍ଚଳର ସିର୍ତ୍ତିଗୁଡା ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଚାଷ ହୋଇଥିବା ପ୍ରାୟ ୧୫୦ ଏକରର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧୫କୋଟି ଟଙ୍କା ହେବ ବୋଲି ଥାନା ଅଧିକାରୀ କହିଛନ୍ତି। ସେହିପରି ଶନିବାର…

ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ

କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍‌ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି। ଏହି…

ବୃକ୍ଷ ପ୍ରତି ସମର୍ପିତ ଅନିଲ

ଆରଡ଼ି, ୨।୧୨ (ଡି.ଏନ.ଏ.)- ଶିକ୍ଷକତା ବୃତ୍ତି ସତ୍ତ୍ୱେ ବୃକ୍ଷରୋପଣ ଭଳି ସାମାଜିକ କାର୍ଯ୍ୟ ହାତକୁ ନେଇ ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଅନିଲ କୁମାର ଦାସ(୫୦)। ସେ କହନ୍ତି, ବୃକ୍ଷ ବିନା ଜୀବଜଗତ ତିଷ୍ଠିବା ଅସମ୍ଭବ। ଗଛ ବଞ୍ଚିଲେ ଯାଇ ଆମ ପରିବେଶ…

ପୋଲିସ ଅବହେଳା ନେଲା ଜୀବନ: ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବାରିପଦା ଅଫିସ/ରାଇରଙ୍ଗପୁର,୨ା୧୨(ଡି.ଏନ୍‌.ଏ.)- ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସ ଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ମୟୂରଭଞ୍ଜ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ରାଇରଙ୍ଗପୁରସ୍ଥିତ ଏକ କଲେଜ ହଷ୍ଟେଲର ଏକ କୋଠରିରୁ ତାଙ୍କ ଝୁଲନ୍ତା ମୃତଦେହକୁ…

ଭିତ୍ତିଭୂମି ବିକାଶକୁ ଅପେକ୍ଷା

ଖଇରା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ରହିଛି କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ା ଏଠାରେ ରହୁଥିବା ପ୍ରତ୍ୟେକଟି ଅନ୍ତେବାସୀ ମାନସିକ ବିକାରଗ୍ରସ୍ତ। ଏବେ ଏହି ବିଦ୍ୟାଳୟ ଅନେକ ସମସ୍ୟା ଦେଇ ଗତି କରୁଛି।…

ବସଷ୍ଟାଣ୍ଡ୍‌ରେ ଜଳିଗଲା ୨ ବସ୍‌

ଯାଜପୁର ରୋଡ୍‌,୨।୧୨(ନି.ପ୍ର.): ଯାଜପୁର ରୋଡ୍‌ ବସଷ୍ଟାଣ୍ଡରେ ରବିବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରୀଙ୍କୁ ଛାଡ଼ି ଷ୍ଟାଣ୍ଡରେ ଛିଡ଼ା ହୋଇଥିବାବେଳେ ନିଆଁ ଲାଗି ୨ଟି ଘରୋଇ ବସ ଜଳିପୋଡ଼ି ଛାର୍‌ଖାର ହୋଇଯାଇଛି। ଏଥିରେ କାହାରି କୌଣସି କ୍ଷତି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?