ଆମ ଜିଲା ଖବର

ପୋଲିସ ଅବହେଳା ନେଲା ଜୀବନ: ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବାରିପଦା ଅଫିସ/ରାଇରଙ୍ଗପୁର,୨ା୧୨(ଡି.ଏନ୍‌.ଏ.)- ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସ ଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ମୟୂରଭଞ୍ଜ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ରାଇରଙ୍ଗପୁରସ୍ଥିତ ଏକ କଲେଜ ହଷ୍ଟେଲର ଏକ କୋଠରିରୁ ତାଙ୍କ ଝୁଲନ୍ତା ମୃତଦେହକୁ…

ଭିତ୍ତିଭୂମି ବିକାଶକୁ ଅପେକ୍ଷା

ଖଇରା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ରହିଛି କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ା ଏଠାରେ ରହୁଥିବା ପ୍ରତ୍ୟେକଟି ଅନ୍ତେବାସୀ ମାନସିକ ବିକାରଗ୍ରସ୍ତ। ଏବେ ଏହି ବିଦ୍ୟାଳୟ ଅନେକ ସମସ୍ୟା ଦେଇ ଗତି କରୁଛି।…

ବସଷ୍ଟାଣ୍ଡ୍‌ରେ ଜଳିଗଲା ୨ ବସ୍‌

ଯାଜପୁର ରୋଡ୍‌,୨।୧୨(ନି.ପ୍ର.): ଯାଜପୁର ରୋଡ୍‌ ବସଷ୍ଟାଣ୍ଡରେ ରବିବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରୀଙ୍କୁ ଛାଡ଼ି ଷ୍ଟାଣ୍ଡରେ ଛିଡ଼ା ହୋଇଥିବାବେଳେ ନିଆଁ ଲାଗି ୨ଟି ଘରୋଇ ବସ ଜଳିପୋଡ଼ି ଛାର୍‌ଖାର ହୋଇଯାଇଛି। ଏଥିରେ କାହାରି କୌଣସି କ୍ଷତି ହୋଇ…

ତାମ୍ପରାରେ ୱାଟର ସ୍ପୋଟର୍‌ସ ଶୁଭାରମ୍ଭ

ଛତ୍ରପୁର,୨ା୧୨(ଡି.ଏନ.ଏ)-ଛତ୍ରପୁର ଉପକଣ୍ଠ ହୁମ୍ମୁରୀ ତାମ୍ପରାରେ ରବିବାର ୱାଟର ସ୍ପୋଟର୍‌ସ ଶୁଭାରମ୍ଭ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ଶୁଭାରମ୍ଭ କରିବା ସହ ୱାଟର ସ୍ପୋଟର୍‌ସ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ,…

ଝି’ର ଚିକିଛା ଲାଗି ଟଁକା ଅଭାବ୍‌: ସରକାରୀ ସାହାଯ୍‌ ଆଶ୍‌ରେ ଗରିବ୍‌ ମା’ବାପ୍‌

ପର୍ଲା,୨।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ଗାଁର ତରୁଣି ବିଷି(୫)। ଦିନୁଦିନ୍‌କେ ତାକର ମୁଡ଼ର ଆକର ସଂଗେ ଉଜନ ବଢ଼ବାରେ ଲାଗିଛେ। ଏନ୍‌ତାଥି ସେ ବଡ଼ାଦୁଖ୍‌ ପାଉଛନ୍‌। ଇଆଡ଼େ ଗରିବ୍‌ ମା’ବାପ୍‌ ଟଁକା ପଏସା ଅଭାବୁ ଝି’ର…

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍‌’ ଡ୍ରୋନ୍‌କୁ ମିରାକିଲ୍‌ କହି ତାଙ୍କୁ ଆମେରିକା ଆମନ୍ତ୍ରଣ ପାଇଁ ପଠାଯାଇଥିବା ଚିଠି…

ମଦନପୁର କଟ୍‌ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍‌ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ପାଇଁ ଦାବି ହୋଇଛି। ଏ ନେଇ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସ୍ଥାନୀୟ…

ଏତଲା ହଜାଇ ଦେଲା ପୋଲିସ

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): ଟ୍ରାକ୍ଟର ଧକ୍କାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ପନ୍ତୁରୀ ଗ୍ରାମର ଦମୟନ୍ତୀସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଟ୍ରାକ୍ଟର ଚାଳକଙ୍କ ନାଁରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ ହୋଇଥିଲେ ବି ପୋଲିସ ଏତଲା…

ସ୍ଥାନାନ୍ତର ହେଲା ବୌଦ୍ଧ ସବ୍‌ଜେଲ

ବୌଦ୍ଧ, ୨।୧୨(ସ୍ବ.ପ୍ର): ବୌଦ୍ଧ ସବ୍‌ଜେଲ୍‌କୁ ଲାଣ୍ଡିବନ୍ଧକୁ ସ୍ଥାନାନ୍ତର କରାଯାଇଛି। ୧୯୧୭ ମସିହାରେ ବୌଦ୍ଧ ସହରର ପୁରୁଣା ବ୍ଲକ ଛକ ଠାରେ ସବ୍‌ଜେଲ ନିର୍ମାଣ ହୋଇଥିଲା । ଏହି ସବ ଜେଲରେ ଆଜି ପର୍ଯ୍ୟନ୍ତ ବନ୍ଦୀମାନେ ରହିଆସୁଥିଲେ । କିନ୍ତୁ ନୂତନ କୋଠା…

ଦୀର୍ଘବର୍ଷ ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ: ସେତୁ ନିର୍ମାଣ କଲେ ଲୋକେ

ଆଳି,୨।୧୨ (ଡି.ଏନ୍‌.ଏ.): ସ୍ବାଧୀନତାର ୭୨ ବର୍ଷ ପରେ ବି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତକୁ ଏ ପର୍ଯ୍ୟନ୍ତ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦିଆଯାଇନାହିଁ। ଚତୁଃପାର୍ଶ୍ୱରେ ଖରସ୍ରୋତା ଓ କାଣୀନଦୀ ପ୍ରବାହିତ ହେଉଥିବାରୁ ପଞ୍ଚାୟତବାସୀ ବାହାରକୁ…

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ ଭର୍ତ୍ତି ହୋଇ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରବଳ ବର୍ଷା ଯୋଗୁ ରାୟଗଡ଼…

ଥାନାରେ କୁଠା ଅଭାବ୍‌: ଗଛ୍‌ତଲେ କାମ୍‌ କରୁଛନ୍‌ ଅଧ୍‌କାରୀ

ବିଜେପୁର, ୨।୧୨(ଡି.ଏନ୍‌.ଏ.)- ଆଏଜ୍‌କେ ଶହେ ଦଶ ବଛର୍‌ ତଲେ ବରଗଡ଼ ଜିଲା ବିଜେପୁର ଥାନା ଥାପନା ହେଇଥିଲା। ଏଛେନ୍‌ ଶହେ ଦଶ ଖଁଡ ରାଜସ୍ବ ଗାଁ ସଂଗେ ବନିହାଁପାଲି, ଟିକରା ଗାଁର ଲୋକ ଇ ଥାନା ଉପ୍‌ରେ ନିରଭର କରୁଛନ୍‌। ବିଜେପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?