ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା
ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର ସଫଳ ରୂପାୟନ ହୋଇପାରୁ ନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଭଦ୍ରକ ଜିଲା ସଦର ବ୍ଲକର…
କୃଷ୍ଣନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି
ବରୀ/ରତ୍ନଗିରି,୧ା୧୨(ସ୍ବ.ପ୍ର./ଡି.ଏନ୍.ଏ.)- ବରୀ ବ୍ଲକ ଅଧୀନ କୃଷ୍ଣନଗର ଗ୍ରାମରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ସ୍ବାସ୍ଥ୍ୟକେନ୍ଦ୍ର ତାଲାଭାଙ୍ଗି ଲକ୍ଷାଧିକ ଟଙ୍କାର ବହୁ ସାମଗ୍ରୀ ଚୋରି କରି ନେଇଥିବା ରବିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଡା.…
ଜମିଜମା ବିବାଦ, ମହିଳାଙ୍କୁ ଆକ୍ରମଣ ଅଭିଯୋଗ
ବରୀ,୧ା୧୨(ସ୍ବ.ପ୍ର.)- ବରୀଥାନା ଅଧୀନ କିମ୍ଭୀରିଆପାଳ ପଞ୍ଚାୟତ ମାଳଦା ଗ୍ରାମରେ ରବିବାର ଜିମିଜମା ବିବାଦକୁ ନେଇ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୭୦/୧୯) ରୁଜୁକରି ଉଭୟ ପକ୍ଷକଙ୍କୁ…
ଡକାୟତି ଯୋଜନା ବେଳେ ୮ ଗିରଫ
ତାଳଚେର,୧ା୧୨(ନି.ପ୍ର.)- କଲିୟାରୀ ପୋଲିସ ଡକାୟତି ଯୋଜନା କରୁଥିବା ୮ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁର୍ବୃତ୍ତମାନେ ହେଲେ ସମଲ ଚନ୍ଦ୍ରବିଲ ଗ୍ରାମର ଦିପୁ ଓରଫ ଦୀପକ ପ୍ରଧାନ, କଟକ ଦରଘାବଜାରର ଏମ୍ଡି ଇଞ୍ଜେମାନ, ସେଣ୍ଟ୍ରାଲ କଲେନୀର ନିପୁ ନାଏକ,…
ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ
ଜି.ଉଦୟଗିରି,୧ା୧୨(ଡି.ଏନ୍.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା। ସୌଭାଗ୍ୟବଶତଃ ଚକାଟି ପାଖରେ ଯାଉଥିବା ଟ୍ରଲି ଚକାରେ ଲାଗି ଅଟକି ଯାଇଥିଲା। ଫଳରେ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ
ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ ନାଇକ। ନାବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ପାଟପୁର ଥାନାରେ ନଂ. ୨୫୭/୧୯ରେ…
ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର
ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ ରୁପାଙ୍ଗ ନିଜ ଜମିକୁ ଧାନ କାଟିବାକୁ ଯାଇଥିଲେ। କାମ ସାରି ପୋଖରୀରେ ଗାଧୋଇବା…
୨ ଶିକ୍ଷକଙ୍କ ଦରମା ବନ୍ଦ
ଚମ୍ପୁଆ, ୧ା୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପ୍ରାଥମିକ ବିଦ୍ୟାଳୟରେ ଜିଲା ଶିକ୍ଷା ଅଧିକାରୀଙ୍କ ମନିଟରିଂ ପରେ ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ ୨ ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଥିବା ଜଣାପଡିଛି। ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ…
ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ
ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍ ଛକରେ ଟ୍ରାଫିକ୍ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ ଟିମ୍…
ସ୍ତ୍ରୀଙ୍କୁ ନିର୍ଯାତନା, ଜେଲ ଗଲେ ସ୍ବାମୀ
ରୂପ୍ସା, ୧।୧୨(ଡି.ଏନ.ଏ.)-ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍ସା ଥାନା ପୋଲିସ ଜାମୁନିଆ ଗ୍ରାମର ଅନିରୁଦ୍ଧ ରାଉତଙ୍କୁ ରବିବାର ଗିରଫ କରିଛି। ସେ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କୁ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ…
ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ
ସିଂହପୁର,୧।୧୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ…
ବିଶ୍ୱ ଏଡ୍ସ ଦିବସ: କୋରାପୁଟରେ ଚଳିତବର୍ଷ ଏଡ୍ସ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୭
କୋରାପୁଟ,୧।୧୨(ସ୍ବ.ପ୍ର.): ଚଳିତବର୍ଷ ଜିଲାରେ ୫୧ହଜାର ୮୬୬ଜଣ ରକ୍ତ ପରୀକ୍ଷା କରିଥିବାବେଳେ ସେଥିମଧ୍ୟରୁ ୧୩୦ ଜଣଙ୍କ ରକ୍ତରେ ଏଚ୍ଆଇଭି ଭୂତାଣୁ ରହିଥିଲା। ଅନ୍ୟପକ୍ଷରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ଏଡ୍ସରେ ମୃତ୍ୟୁ ଘଟିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାଯାଇଛି। ଏହି…

