ଆମ ଜିଲା ଖବର

ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ଉପରେ ଗୁରୁତ୍ୱାରୋପ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପୁରାତନ କ୍ୟାମ୍ପସ୍‌ ସମ୍ମିଳନୀ କକ୍ଷରେ ଦୂର ଓ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ୨୦୧୯-୨୦ ବର୍ଷର ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ରବିବାର ନିର୍ଦ୍ଦେଶକ ପ୍ରଫେସର ସୁନେଶ ଚନ୍ଦ୍ର ଅଧିକାରୀଙ୍କ…

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା ୨ଟି ସ୍ପାନ୍‌ର ଜଏଣ୍ଟ ସ୍ଥାନ ଏବେ ପ୍ରାୟ ୨ ଇଞ୍ଚ ଉପର ତଳ ହୋଇ…

ନିଆରା ବ୍ରହ୍ମଚାରୀ ସାଧକ ବିଶ୍ୱମ୍ବର: ‘ସାଧନା କେବେ ବ୍ୟର୍ଥ ଯାଏ ନାହିଁ’

ଭଣ୍ଡାରିପୋଖରୀ, ୩୦।୯-ଛାତ୍ର ଜୀବନରୁ ବେଦ ବେଦାନ୍ତ, ଗୀତା ଭାଗବତର ବୈଜ୍ଞାନିକ କାରଣ ଖୋଜି ବାହାର କରିବା ଲକ୍ଷ୍ୟ ତାଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା। ପିଲାଦିନରୁ ସନ୍ନ୍ୟାସ ମାର୍ଗରେ ଯିବାକୁ ମନ ଥିଲା। ସେଥିଲାଗି ବ୍ରହ୍ମଚାରୀ ଜୀବନ ଆପଣାଇ ସାଧନା ଜାରି…

ପାରାଦୀପରେ ମତ୍ସ୍ୟଜୀବୀଙ୍କୁ ନିଆଁ ଚେଙ୍କ

ବାସୁଦେବପୁର, ୩୦।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଖରିଦା ବିନାୟକପୁର ଗ୍ରାମର ଅଗଣୀ ମଳିକ ନାମକ ଜଣେ ମତ୍ସ୍ୟଜୀବୀଙ୍କୁ ପାରାଦୀପରେ ଜଣେ ଲଞ୍ଚ ଡ୍ରାଇଭର ନିଆଁ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ଅଗଣୀ ଗୁରୁତର ହୋଇଛନ୍ତି।…

ଗଛପଡ଼ି ୨ ଗୁରୁତର

ଖଜୁରିପଡା,୩୦ା୯(ଡି.ଏନ୍‌.ଏ.)-ଖଜୁରିପଡା ବ୍ଲକରେ ରବିବାର ସନ୍ଧ୍ୟାରୁ ବର୍ଷା ପବନ ଜାରି ରହିଛି। ସୁଡ୍ରୁକୁମ୍ପା ଫାଣ୍ଡି ସ୍ବଡ୍ରେଜୁ ପଞ୍ଚାୟତ ଭେଟଖୋଲ ନିକଟ ୧୫୭ନଂ. ଜାତୀୟ ରାଜପଥରେ ଛିଡା ହୋଇଥିବାବେଳେ ଶାଳଗଛ ପଡିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରଭାକର ବଗର୍ତ୍ତି, ଦେବେନ୍ଦ୍ର କହଁର।…

ତୁଳୁ-ମାର୍କଣ୍ଡି ରାସ୍ତାରେ ପାଣି

ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେବି କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ରଙ୍ଗେଇଲୁଣ୍ଡା…

ଧନେଇ ଡ୍ୟାମ୍‌ରେ ବୁଡ଼ି ନାବାଳକ ମୃତ

ପୋଲସରା/ହାତୀଓଟ,୩୦ା୯-ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପିହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ ଆଡୁାଆସାହିର ମନୁ ସାହୁଙ୍କ ପୁତ୍ର ସିଦ୍ଧାନ୍ତ (୧୪)। ରବିବାର ଛୁଟି ଥିବାରୁ ସାଙ୍ଗମାନଙ୍କ ସହ ସିଦ୍ଧାନ୍ତ…

ଜାତୀୟ ରାଜପଥରେ ଲାଗିବ ସିସି କ୍ୟାମେରା; ଛତ୍ରପୁର, ହଳଦିଆପଦରରେ କଣ୍ଟ୍ରୋଲ ରୁମ୍‌

ଛତ୍ରପୁର,୩୦ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥର ବିଭିନ୍ନ ଛକରେ ସିସି କ୍ୟାମେରା ଲାଗିବ। ଏହାର ମନିଟରିଂ ପାଇଁ ଛତ୍ରପୁର ଓ ହଳଦିଆପଦରଠାରେ କଣ୍ଟୋ୍ରଲ ରୁମ୍‌ ରହିବ। ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଜିଲା ସଡ଼କ ପରିବହନ…

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ ଦକ୍ଷତାର କୌଣସି ନିର୍ଦ୍ଦିଷ୍ଟ ପରିଧି ନାହିଁ। ତେଣୁ ଯୁବବର୍ଗ ନିଜ ପରିଚୟ ପରିବର୍ତ୍ତେ ଦକ୍ଷତା…

କେନ୍ଦ୍ରୀୟ ପୂଜା କମିଟି ବୈଠକ: ଭସାଣିରେ ବାଜିବନି ଡିଜେ

ଅନୁଗୋଳ ଅଫିସ, ୩୦।୯: ଆସନ୍ତା ଅକ୍ଟୋବର ୪ରେ ଅନୁଗୋଳ ସହରରେ ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ରେ ସହରର ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ ପୂଜା ପାଇବେ। ଏ ନେଇ କେନ୍ଦ୍ରୀୟ ପୂଜା କମିଟି ପକ୍ଷରୁ ଚୂଡ଼ାନ୍ତ ପ୍ରସ୍ତୁତି…

ଅନୁଗୋଳରେ ଓସିଏ ଉପସଭାପତିଙ୍କୁ ସମ୍ବର୍ଦ୍ଧନା: ‘ଏକାଡେମୀ ଭିତ୍ତିଭୂମି ବିକାଶ ମୁଖ୍ୟ ଦାୟିତ୍ୱ’

ଅନୁଗୋଳ ଅଫିସ, ୩୦।୯: ଅନୁଗୋଳ ଟ୍ରକ ଆସୋସିଏଶନ୍‌ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ନବନିର୍ବାଚିତ ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ରବିବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି। ଟ୍ରକ ଆସୋସିଏଶନ୍‌ ସଭାପତି ବିଭୂତି ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାକୁ ସଂଗ୍ରାମ…

୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri