ଆମ ଜିଲା ଖବର

କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନୟାଗଡ଼ ଜିଲା ପରିଦର୍ଶନ

ନୟାଗଡ଼ ଅଫିସ,୧ା୧୨-କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ଶନିବାର ନୟାଗଡ଼ ଜିଲା ଗସ୍ତ କରିଥିଲେ। ପ୍ରଥମେ ସେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଜିଲାପାଳଙ୍କ ମିନି ସମ୍ମିଳନୀ କକ୍ଷରେ ଜିଲାର ସମସ୍ତ ବିଭାଗଗୁଡ଼ିକର କାର୍ଯ୍ୟାବଳୀର ସମୀକ୍ଷା କରିବା ସହିତ ଅବଶିଷ୍ଟ ଥିବା…

ନୀଳ ବିପ୍ଳବ ଯୋଜନାରେ ୨୪ ଜଣଙ୍କୁ ମିଳିଲା ସହାୟତା

ନୟାଗଡ଼ ଅଫିସ,୧।୧୨- ନୟାଗଡ଼ ଜିଲା ମତ୍ସ୍ୟ ବିଭାଗ ପକ୍ଷରୁ ନୀଳ ବିପ୍ଲବ ଯୋଜନାରେ ୨୪ ଜଣ ହିତାଧିକାରୀଙ୍କୁ ଶନିବାର ଲୁନା (ମୋପେଡ଼), ମାଛ ରଖିବା ପାଇଁ ବରଫ ବାକ୍ସ ଓ ହେଲମେଟ ସହାୟତା ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ…

ଭେଟେରାନ୍‌ ଫୁଟବଲ୍‌ ଟୁର୍ନାମେଣ୍ଟ ରଣପୁର ବିଧାୟକ ଏକାଦଶ ଚାମ୍ପିୟନ

ନୟାଗଡ଼ ଅଫିସ,୧।୧୨- ୭୮୬ ୟୁଥ୍‌ କ୍ଲବ ଓ ଜିଲା ଆଥ୍‌ଲେଟିକ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଆସନ୍ତା ୨ ତାରିଖରେ ନୟାଗଡ଼ ଖେଳପଡ଼ିଆଠାରେ ସର୍ବଭାରତୀୟ ନୟାଗଡ଼ ଫୁଟବଲ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ଶନିବାର ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀର…

ପ୍ରତିବର୍ଷ ଜିଲାରେ ବଢ଼ୁଛି ରୋଗୀ ସଂଖ୍ୟା:ଜିଲାରେ ୪୫୬ ଜଣ ଏଚ୍‌ଆଇଭି ପଜିଟିଭ୍‌

ନୟାଗଡ଼ ଅଫିସ,୧।୧୨-ରବିବାର ପାଳନ କରାଯିବ ବିଶ୍ୱ ଏଡ୍‌ସ ଦିବସ । ଚଳିତ ବର୍ଷର ବାର୍ତ୍ତା ରହିଛି କମ୍ୟୁନିଟିଜ୍‌ ମେକ୍‌ ଦି ଡିଫରେନ୍ସ ଅର୍ଥାତ୍‌ ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତା । ଲୋକମାନେ ଯେପରି ସଚେତନ ହୋଇ ଏହି ମାରାତ୍ମକ ରୋଗଠାରୁ ଦୂରେଇ…

ସୁନାଲଟିଠାରେ କୁସୁମୀ ବ୍ୟାରେଜର ଶୁଭାରମ୍ଭ : ୩ହଜାର ହେକ୍ଟର ଜମିକୁ କରିବ ଜଳସେଚନ

ନୟାଗଡ଼ ଅଫିସ,୧ା୧୨- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ପଞ୍ଚାୟତ ସୁନାଲଟିଠାରେ କୁସୁମୀ ବ୍ୟାରେଜ (ଜଳସେଚନ ପ୍ରକଳ୍ପ) କାର୍ଯ୍ୟର ଶନିବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ନିକଟସ୍ଥ…

‘ଅଗ୍ନି-୩’ ରାତ୍ରକାଳୀନ ପରୀକ୍ଷା ସଫଳ

ବାଲେଶ୍ୱର ଅଫିସ, ୧।୧୨-ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶନିବାର ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡିଓ ପକ୍ଷରୁ ଭଦ୍ରକ ଜିଲା କଲାମ ଦ୍ୱୀପରୁ କରାଯାଇଥିବା ‘ଅଗ୍ନି-୩’ କ୍ଷେପଣାସ୍ତ୍ରର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ସନ୍ଧ୍ୟା…

ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ

ବାହାନଗା, ୧ା୧୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍‌ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ କେତେକ ଚାଷୀ ଜିଲାପାଳ ଓ ଭିଜିଲାନ୍ସଠାରେ ଦାବି କରିଛନ୍ତି।…

ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ

ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି। ବିଜୟୀ…

ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍‌ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪ ଭରି ଓଜନର ୨ଟି ସୁନା ଚେନ୍‌ ଝାମ୍ପି ନେଇଛନ୍ତିି। ଏନେଇ ହିଞ୍ଜିଳି ଥାନାରେ ଅଭିଯୋଗ…

ବାଇକ୍‌ ଡିକିରୁ ୪୭ ହଜାର ଲୁଟ୍‌

ବଡ଼ସାହି,୩୦।୧୧(ସ୍ବ.ପ୍ର.) : ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ନିକଟରୁ ଦୁର୍ବୃତ୍ତମାନେ ଶନିବାର ପୂର୍ବାହ୍ନରେ ଗାନ୍ଧୀଛକ ନିକଟ ଏମ୍‌ସିସି ବ୍ୟାଙ୍କ ସମ୍ମୁଖରୁ ବାଇକ ଡିକି ଭାଙ୍ଗି ୪୭ ହଜାର ଟଙ୍କା ଲୁଟ୍‌ କରିନେଇଛନ୍ତି। ଏ ନେଇ ବଡ଼ସାହି ଥାନାରେ ଲିଖିତ ଅଭିଯୋଗ ହେବା…

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବାଇକ୍‌ ରାଲି

ଭଦ୍ରକ ଅଫିସ, ୩୦।୧୧: ଭଦ୍ରକରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବିଭିନ୍ନ ମହଲରୁ ଦାବି ଏବେ ଜୋର ଧରିଛି। ଜିଲାରେ ସମସ୍ତ ପ୍ରକାର ଭିତ୍ତିଭୂମି ଥିବାବେଳେ ସରକାର ଜିଲାବାସୀଙ୍କୁ ବାରମ୍ବାର ଅଣଦେଖା ସହ ପ୍ରତାରଣା କରିଆସିଛନ୍ତି। ଜିଲାର ସାମୂହିକ ବୃହତ୍ତର…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ଗୁରୁତର ହେବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ,ମଧ୍ୟାହ୍ନରେ ଧାନଖଳାରେ ଖେଳୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?