ବେଆଇନ ବାଲି, ପଥର ବୋଝେଇ ଟ୍ରାକ୍ଟର; ହାଇୱା ଜବତ
ଛେଣ୍ଡିପଦା,୩୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ଶନିବାର ବେଆଇନ ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ହାଇୱା ଜବତ କରାଯାଇଛି। ସୂଚନାନୁଯାୟୀ, ବେଆଇନ ବାଲି ପଥର ଓ ମୋରମ ଜିଲାର ବିଭିନ୍ନ ଅଞ୍ଚଳକୁ ମାଫିଆମାନେ ଚାଲାଣ କରୁଥିବା…
ଚାନ୍ଦବାଲି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି। ସତ୍ୟବ୍ରତଙ୍କ ବିରୋଧରେ ଜାଲିଆତି, ବେଆଇନ ନିଯୁକ୍ତି,…
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍ ସ୍ବାସ୍ଥ୍ୟାବସ୍ଥା…
ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା
କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍ ଚାଳକଙ୍କୁ…
ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଯୋଡ଼ା,୩୦।୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଏ ସମ୍ପର୍କରେ ଅଭିଭାବକ ବସନ୍ତ ମୁଣ୍ଡା, ଲକ୍ଷ୍ମଣ ନାଏକ, ଇନ୍ଦୁମତୀ ନାଏକ, ଦମୟନ୍ତୀ…
ଟାଙ୍ଗିରି ଗ୍ରାମରେ ଦନ୍ତା ଆତଙ୍କ: ଶୁଣ୍ଢରେ ଟେକି ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ
କେନ୍ଦୁଝର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଟାଙ୍ଗିରି ଗ୍ରାମରେ ଶନିବାର ସକାଳେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନ୍ୟଜଣେ ବୃଦ୍ଧା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ସୁଆଗି ଜୁଆଙ୍ଗ। ସୂଚନାନୁଯାୟୀ, ସୁଆଗି ଓ ଫୁଲମଣୀ…
ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ
ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମଧ୍ୟ ଡିଜିପି ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର…
ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର
କୋକସରା,୩୦।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…
ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ
କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ ସର୍ଜିକାଲ…
ରାଜ୍ୟ ରାଜପଥରେ ଶୁଖିଲା ଗଛ: ଯାତାୟାତ ଲାଗି ଭୟ କରୁଛନ୍ତି ଲୋକେ
ଆନନ୍ଦପୁର,୩୦।୧୧(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜଛକ ସାଇ ମନ୍ଦିର ନିକଟରେ ଦୁଇଟିି ବଡ଼ ଶୁଖିଲା ଗଛ ଥିବାରୁ ୫୩ ନଂ. ରାଜ୍ୟ ରାଜପଥରେ ଯାତାୟାତ କରୁଥିବା ଲୋକେ ଭୟଭୀତ ହୋଇପଡୁଛନ୍ତି। ବିଭିନ୍ନ ସମୟରେ ଏହିଗଛରୁ ଡାଳ ପଡ଼ି ଅନେକେ ଆହତ…
ବନ୍ୟା ସୁରକ୍ଷା ବନ୍ଧରୁ ବ୍ୟାପକ ଗଛକଟା: ବିପଦକୁ କରୁଛି ଆମନ୍ତ୍ରଣ
ଆନନ୍ଦପୁର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବାମପାର୍ଶ୍ୱ ବନ୍ୟା ସୁରକ୍ଷାବନ୍ଧର ଫକୀରପୁରଠାରେ ବ୍ୟାପକ ଗଛ କଟାଯାଉଥିବା ପରିଲକ୍ଷିତ ହୋଇଛି। ଫଳରେ ବନ୍ଧ ପ୍ରତି ବିପଦକୁ ଆମନ୍ତ୍ରଣ କରୁଛି। ସଂପୃକ୍ତ ଅଞ୍ଚଳରେ ବିଭିନ୍ନ ସମୟରେ ବୈତରଣୀରେ ବନ୍ୟାଜଳ ଆସି ବନ୍ଧ ଭାଙ୍ଗିବାର ନଜିର…
ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ପ୍ରତିବାଦ କଲେ ମହିଳା
ଭଦ୍ରକ ଅଫିସ,୩୦।୧୧: ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଭଦ୍ରକ ଜିଲା ଶାଖା ପକ୍ଷରୁ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି। ସରକାରଙ୍କ ବହୁଳ ମଦ ଦୋକାନ ଖୋଲାଯିବା ନିଷ୍ପତ୍ତିକୁ ବଦଳାଇବା ଦାବିରେ ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଜିଲାପାଳଙ୍କୁ ଏକ…

