ଆମ ଜିଲା ଖବର

ଗିରଫ ହେଲେ ପିଏମ୍‌ଆର୍‌ୱାଇ ଉପଭୋକ୍ତା

ଆସିକା,୨୯ା୯(ଡି.ଏନ୍‌.ଏ.)-ଆସିକା ପୋଲିସ ଶନିବାର ୫ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋରଞ୍ଜନ ପଣ୍ଡା, ଏଲ୍‌. ପ୍ରସାଦ ରାଓ ଆଚାରୀ, ଦୁର୍ଗାପ୍ରସାଦ ପାଣିଗ୍ରାହୀ, କୁନା ସାହୁ ଓ ଚନ୍ଦ୍ର ଶେଖର ବେହେରା। ଗିରଫ ଅଭିଯୁକ୍ତମାନେ ସମସ୍ତେ ଆସିକା ଏନ୍‌ଏସି ଅଞ୍ଚଳର…

ଥାନାରେ ଖତ ଖାଉଛି ଜବତ ଗାଡି

ବ୍ରହ୍ମପୁର ଅଫିସ,୨୯ା୯-ଏବେ ସବୁ ଥାନାର ଅବସ୍ଥା ଏକା ପରି ଜବତ ହେଉଥିବା ଗାଡିରେ ଭର୍ତ୍ତି ହେଲାଣି ଥାନା କ୍ୟାମ୍ପସ। ଦୀର୍ଘ ବର୍ଷ ଧରି ପଡି ରହିଥିବା ଗାଡିଗୁଡିକ ମାଟି ଖାଇ ନଷ୍ଟ ହେବାକୁ ବସିଲାଣି। ଆଗରୁ ଥାନାରେ ସିଜ ହୋଇ ରହିଥିବା…

ସିଆଇଟିୟୁ ନେତୃତ୍ୱରେ ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୯ା୯-ସିଆଇଟିୟୁ ଅନୁବନ୍ଧିତ ଓଡ଼ିଶା କନଷ୍ଟ୍ରକସନ୍‌ ୱାର୍କର୍ସ ୟୁନିୟନ (ଓସିଡବ୍ଲ୍ୟୟୁ) ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସରକାରଙ୍କ ଶ୍ରମିକ ବିରୋଧୀ ନୀତି ଏବଂ ନିର୍ମାଣ ଶ୍ରମିକମାନଙ୍କ ନାମ ପଞ୍ଜୀକରଣ ଓ…

ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି

ବ୍ରହ୍ମପୁର ଅଫିସ୍‌,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍‌ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍‌ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ ରାଷ୍ଟ୍ରପତି…

ଉଜୁଡୁଛି ଭୂପ୍ରକୃତି, ଠିକା ସଂସ୍ଥା ମାଲାମାଲ

କେନ୍ଦୁଝର, ୨୯।୯ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଶତାଧିକ ବେଆଇନ ପଥର ଖଣି ଓ କ୍ରଶର ୟୁନିଟ ଚାଲୁଥିବାରୁ ସରକାର ବିପୁଳ ରାଜସ୍ବ ହରାଇବା ସହ ଜଙ୍ଗଲ ଓ ପରିବେଶ କ୍ରମାଗତ ନଷ୍ଟ ହେଉଛି। କେତେକ ସ୍ଥାନରେ ନାମକୁମାତ୍ର ପଥର ଖଣି…

ଆଧାର ଦେଇଛି ଦୁଃଖ

ରାଇସୁଆଁ,୨୯।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡା ପଞ୍ଚାୟତର ସଲରାପେଣ୍ଠ ଗ୍ରାମର ମା’ ବାପା ଛେଉଣ୍ଡ ୧୧ ବର୍ଷର ଝିଅ ସୀମା । ଜନ୍ମ ପରେ ତାଙ୍କ ମା’ କେଉଁ ଆଡେ ଚାଲିଯାଇଥିବା ବେଳେ ରୋଗରେ ପଡି ବାପା କେବେଠାରୁ…

ଦ.ପୂ. ରେଳପଥ ଜିଏମ୍‌ଙ୍କ ବଡ଼ବିଲ ଗସ୍ତ: ବଡ଼ବିଲ-ବାଂଶପାଣି ରେଳପଥ ଦାବି ଦୋହରାଇଲା ବିକାଶ ପରିଷଦ

ବଡ଼ବିଲ,୨୯।୯(ସ୍ବ.ପ୍ର.)- ଦ.ପୂ. ରେଳବାଇ ଜିଏମ ସଞ୍ଜୟ କୁମାର ମହାନ୍ତି ଶନିବାର ସାରେ କେନ୍ଦୁଝର ଜିଲା ବଡ଼ବିଲ ରେଳଷ୍ଟେଶନ ପରିଦର୍ଶନରେ ଆସି ପହଞ୍ଚିଥିଲେ। ଏହି ଅବସରରେ ବଡ଼ବିଲ ବିକାଶ ପରିଷଦର ସଦସ୍ୟଙ୍କ ସମେତ ସ୍ଥାନୀୟ ଲୋକେ ତାଙ୍କୁ ଭେଟି ବିଭିନ୍ନ ଦାବି ଉପସ୍ଥାପନ…

କେନ୍ଦୁଝର ପୁରୁଣା ସହରରେ ଦୁର୍ଗାପୂଜା ପ୍ରସ୍ତୁତି: ‘ଲାଲ’ରୁ ଏବେ ହଳଦୀ ବର୍ଣ୍ଣା

କେନ୍ଦୁଝର, ୨୯ା୯- ରାଜାରାଜୁଡା ଅମଳରେ କେନ୍ଦୁଝର ପୁରୁଣା ସହରସ୍ଥିତ ରାଜ ଉଆଁସରେ ଦେବୀ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହେଉଥିଲା। ୧୯୫୧ ମସିହାରୁ ଏହା ସାର୍ବଜନୀନ ପୂଜାର ରୂପ ନେଇଛି। ରାଜ ଉଆଁସ ପରିବର୍ତ୍ତେ ପୁରୁଣା ବଜାର ପରିସରରେ ପୂଜା ହେଉଛି। ୧୯୯୩-୯୪ରୁ…

ଆଜିଠୁ ଆରମ୍ଭ ଗଣେଶ ଭସାଣି ଉତ୍ସବ: ପୁରୁଣାବଜାରରେ ସୁରକ୍ଷା କଡ଼ାକଡ଼ି

ଭଦ୍ରକ ଅଫିସ, ୨୯।୯- ଭଦ୍ରକରେ ରବିବାରଠାରୁ ଆରମ୍ଭ ହେବ ଗଣେଶ ଭସାଣି ଉତ୍ସବ। ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗଣେଶ ଭସାଣି ଉତ୍ସବ ଚାଲିବ। ଏହାକୁ ଦୃଷ୍ଟିରେ ରଖି ଶନିବାର ସନ୍ଧ୍ୟାରେ ପୁରୁଣାବଜାର ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ସୁରକ୍ଷା…

ଦବିଲା ମହିଁଷାସୁରୀ ପୋଲ

କପ୍ତିପଦା,୨୯ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରାତନ ପୋଲ ଦବି ଯାଇଛି ା ଏହି ପୋଲରେ ବିରାଟ ଫାଟ ମଧ୍ୟ ସୃଷ୍ଟି ହୋଇଛି। ଫଳରେ ପୋଲଟି ଭାଙ୍ଗି ପଡ଼ିବା ସହିତ…

କବିବରଙ୍କ ସାହିତ୍ୟ କୃତି ଅତୁଳନୀୟ

ସୋର, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଦାରପୁର ଗ୍ରାମରେ କବିବର ରାଧାନାଥ ରାୟଙ୍କର ଜନ୍ମପୀଠରେ ୧୭୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କବିବର ରାଧାନାଥ ସ୍ମୃତି ସଂସଦ ଓ ଓଡ଼ିଶା ସାହିତ୍ୟ ଏକାଡ଼େମୀ ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ…

ଛିଣ୍ଡା ପଲିଥିନ ତଳେ ଜୀବନ

ଭୋଗରାଇ, ୨୯।୯(ଡି.ଏନ.ଏ.)-ଦାରିଦ୍ର ସୀମାରେଖା ତଳେ ଥିବା ଗରିବ ଲୋକଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ପକ୍କାଗୃହ ପାଇଁ ସହାୟତା ପ୍ରଦାନ କରୁଛନ୍ତି। ହେଲେ ପ୍ରଶାସନ ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଅବହେଳା ଯୋଗୁ ଗରିବ ଲୋକେ ଏହି ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri