ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ
ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା ବିପଦ ସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ମଥାନୀଠାରେ ନଦୀର ଜଳସ୍ତର ୫.୫୦ ମିଟର ଥିବାବେଳେ…
ବାଇକ୍କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା
ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଙ୍କିଆ ଥାନା ମଳିପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ପାତାଳ…
ମାଟିରେ ମିଶିଲା ଲଙ୍ଗୁଳି ମଠ
ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ ଘରକୁ…
ଭୂତଳ ଜଳ ଓ ତୈଳ ସଂରକ୍ଷଣ ବାୟୁମଣ୍ଡଳକୁ ନେଇ ସାଇକେଲ୍ରେ ସଚେତନତା ବାର୍ତ୍ତା
ବାଲୁଗାଁ,୨୮।୮(ଡ଼ି.ଏନ.ଏ.)-ପୃଥିବୀର ଭୂତଳ ଜଳ ଓ ତୈଳ ସଂରକ୍ଷଣ ତଥା ବାୟୁମଣ୍ଡଳର ଉତ୍ତାପ ବୃଦ୍ଧିକୁ ରୋକିବା ନେଇ ସାଇକେଲରେ ବିଭିନ୍ନ ଦେଶ ବୁଲି ସଚେତନତା ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ ବାହାରିଛନ୍ତି ୨ ରୋଟାରିଆନ। କେରଳ ରାଜ୍ୟ କାଲିକଟ ସହର ରୋଟାରୀ କ୍ଲବର…
ଦୁର୍ଦ୍ଦଶା ଭୋଗୁଛନ୍ତି ବଡ଼ଶିଲିଙ୍ଗା ପଞ୍ଚାୟତବାସୀ:କର୍ଦ୍ଦମାକ୍ତ ରାସ୍ତା ମୁଖ୍ୟ ସମସ୍ୟା
ଗଣିଆ,୨୮।୮(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତବାସୀଙ୍କୁ ଦୁର୍ଦ୍ଦଶା ସତେ ଯେମିତି ପିଛା ଛାଡୁନି ା ଉକ୍ତ ପଞ୍ଚାୟତରେ ସଦାସର୍ବଦା ବହୁବିଧ ସମସ୍ୟା ଲାଗି ରହୁଛି। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରୁନଥିବା ଉକ୍ତ ପଞ୍ଚାୟତବାସୀ ଗମନାଗମନ ପାଇଁ ଆଜି ବି…
ସମସ୍ୟା ଘେରରେ ଦଶପଲ୍ଲା ଡାକ୍ତରଖାନା:ବିଶେଷଜ୍ଞ ଓ ଡାକ୍ତର ଅଭାବ ଯୋଗୁ ଅସନ୍ତୋଷ
ଦଶପଲ୍ଲା,୨୮ା୮(ଡି.ଏନ୍.ଏ)-ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଆବଶ୍ୟକ ଡାକ୍ତର ନ ଥିବା ବିଷୟ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ସେବାରୁ ବଞ୍ଚତ୍ତ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଦଶପଲ୍ଲା ଗୋଷ୍ଠୀ…
ରିଲିଫ୍ ବଣ୍ଟନ ବେଳେ ଗଣ୍ଡଗୋଳ:ପଞ୍ଚାୟତ କାର୍ଯ୍ୟାଳୟରେ ସାମଗ୍ରୀ ଆଣିଥିବା ୩ ଟ୍ରକ୍ ଅଟକ
ନିରାକାରପୁର,୨୮ା୮(ଡି.ଏନ.ଏ.)-ନିରାକାରପୁର ବ୍ଲକ ଫନୀ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଓାଲ୍ଡ ଭିଜନ ନାମକ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ସକାଳେ ରିଲିଫ୍ ସାମଗ୍ରୀ ବଣ୍ଟନ କରାଯାଉଥିବାବେଳେ ଗଣ୍ଡଗୋଳ ଘଟିଛି। ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୪୦୦ ଜଣଙ୍କୁ ୪ଟି କିଟ୍…
ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍ ଓ ଆଧାର କାର୍ଡରୁ ମିଳିଲା ପରିଚୟ
ଚଣ୍ଡିଖୋଲ(ଡି.ଏନ୍.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍ ଓ ଆଧାର କାର୍ଡରୁ ସେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଳାଶ୍ରୀ ଗ୍ରାମର ସୂର୍ଯ୍ୟମଣୀ…
ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା ପାଉଛନ୍ତି। ଏଥିରୁ ଶତକଡା ୭୨ଭାଗ ଆଧାର ସଂଯୋଗୀକରଣ କରାଯାଇଛି। କିନ୍ତୁ ଅତିରିକ୍ତ ଭାବେ…
ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା…
ତୁଟୁନି ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବିବାଦ:୩ ଟ୍ରକ୍ ମାଲିକ ସଂଘର ସହଯୋଗରେ ବ୍ୟବସ୍ଥାକୁ ସଂଘଠିତ କରିବାକୁ ଦାବି
ଚଣ୍ଡିଖୋଲ,୨୮।୮(ଡି.ଏନ୍.ଏ)- ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାଜପୁର ଜିଲାର ସୁକିନ୍ଦା ଖଣିଗୁଡ଼ିକରେ ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବ୍ୟବସ୍ଥା ଲାଗୁ କରିବା ପାଇଁ ଜିଲା ପ୍ରଶାସନର ଉଦ୍ୟମ ସଫଳ ହୋଇପାରୁ ନାହଁି। ଫଳରେ ଦୀର୍ଘ ୧ମାସ ହେବ ଖଣି ଅଞ୍ଚଳରେ ଲୋଡ଼ିଂ…
ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ
ଡୁବୁରୀ,୨୮।୮(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ଏବାବଦ ଅର୍ଥ ହଡପ ନେଇ ମସୁଧା ହେଉଥିବା କିଛିଦିନ ତଳେ…
Archives


