ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ଏକ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ:ଭାଜପା ପକ୍ଷରୁ ବ୍ଲକ ସମ୍ମୁଖରେ ଧାରଣା
କଣ୍ଟାପଡା,୨୭।୯:(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରାଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଛି। ସ୍ଥାନୀୟ ଭାଜପା ନେତା ଛବି ମଲିକଙ୍କ ନେତୃତ୍ୱରେ କଣ୍ଟାପଡା ବ୍ଲକର ଶତାଧିକ…
ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା
ଜୁନାଗଡ଼,୨୭।୯(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍ରେ ଲିପ୍ଟ ଦେଇଥିବା ବସ୍…
ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର
ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର…
ରାଜସ୍ବ ଡାକବଙ୍ଗଳାରୁ ଶାଗୁଆନ ଗଛ ଚୋରି ଉଦ୍ୟମ: ଅଭିଯୁକ୍ତ ଫେରାର
ଗଣ୍ଡତୁରୁମ,୨୭।୯(ଡି.ଏନ୍.ଏ.): ବରଗଡ଼ ଜିଲା ଭେଡେନ ତହସିଲ ଅର୍ନ୍ତଗତ ଗଣ୍ଡତୁରୁମସ୍ଥିତ ରାଜସ୍ବ ଡାକବଙ୍ଗଳା ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଶାଗୁଆନ ଗଛ ଚୋରି ଉଦ୍ୟମ ବିଫଳ ହୋଇଛି। ଅଭିଯୁକ୍ତ ଭୟରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ରାଉତିଆ। ପ୍ରକାଶ…
ପରିବହନ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭ ଦଲାଲ ଗିରଫ
ଅନୁଗୋଳ ଅଫିସ,୨୭।୯: ଅନୁଗୋଳ ଜିଲା ପରିବହନ କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୋଟ ୭ ଜଣ ଦଲାଲଙ୍କୁ ଅନୁଗୋଳ ପୋଲିସ ଶୁକ୍ରବାର ଗିରଫ କରିଛି। ମେଡିକାଲର ୪ ଦଲାଲ ଗରିବ ଲୋକଙ୍କୁ ଶୋଷଣ କରିବା ସହ ଡାକ୍ତରମାନଙ୍କୁ ବିଭିନ୍ନ ସମୟରେ…
ଡାକ୍ତରଙ୍କ ଅବହେଳାରୁ ସେବାଶ୍ରମ ଛାତ୍ରୀଙ୍କ ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକେ
କୋରାପୁଟ/ନାରାୟଣପାଟଣା,୨୭।୯(ସ୍ବ.ପ୍ର/ଡି.ଏନ୍.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ଓଡିଆପେଣ୍ଠ ସେବାଶ୍ରମର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ ଜ୍ୱରରେ ପୀଡିତ ହୋଇ ନାରାୟଣପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଲସି ମିନିଆକା(୮)। ଡାକ୍ତରଙ୍କ ଅବହେଳା…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଦ୍ୱିତୀୟ ଦିନରେ ଜିଲା ଓକିଲ ସଂଘର ବନ୍ଦ ପାଳନ
ଦେବଗଡ଼ ୨୭।୯: ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଚାଲିଥିବା ବନ୍ଦ ପାଳନ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏଥିରେ ସମସ୍ତ ସରକାରୀ ବେସରକାରୀ କୋର୍ଟ କଚେରୀ, ପୋଷ୍ଟ ଅଫିସ,…
ବିଶ୍ୱ ପର୍ଯ୍ୟଟନ ଦିବସ: ପର୍ଯ୍ୟଟକଙ୍କୁ ଅତିଥିଭାବେ ସମ୍ମାନ ଦେବାକୁ କହିଲେ କୋରାପୁଟ ଜିଲାପାଳ
କୋରାପୁଟ,୨୭।୯(ସ୍ବ.ପ୍ର): ୩୯ ତମ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଶୁକ୍ରବାର କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରିଥିବା ଶୋଭାଯାତ୍ରାକୁ ଜିଲାପାଳ ମଧୁସୁଦନ ମିଶ୍ର ମୁଖ୍ୟଅତିଥିଭାବେ ଯୋଗଦେଇ…
ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ
ଦାରିଙ୍ଗବାଡ଼ି,୨୭।୯(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟକରୁଥିବା ଲୋକ ସଂଗଠନ ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ୧୯ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମଞ୍ଚର କର୍ମକର୍ତ୍ତା ରାଜୀବ ମଲ୍ଲିକଙ୍କ ସମେତ ଚିତ୍ତରଞ୍ଜନ…
ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସମେତ ଯନ୍ତ୍ରାଂଶ ଜବତ
ବାସୁଦେବପୁର,୨୭।୯(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ସହର ଉପକଣ୍ଠସ୍ଥିତ ଅନୁକୂଳଚନ୍ଦ୍ରଙ୍କ ମନ୍ଦିର ସମ୍ମୁଖରେ ଚାଲିଥିବା ଏକ ବେଆଇନ କରତକଳ ଉପରେ ବନବିଭାଗ ପକ୍ଷରୁ ଶୁକ୍ରବାର ସକାଳେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଲକ୍ଷାଧିକ ଟଙ୍କାର କାଠ ସମେତ ଯନ୍ତ୍ରାଂଶ ଜବତ ହୋଇଛି।…
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରସଙ୍ଗ : ୫ ମୌଜାରେ ଲାଗିଲା ନୋଟିସ
ପୁରୀ ଅଫିସ,୨୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ସୁରକ୍ଷା ଜୋନରେ ସର୍ଭେ କରାଯିବ। ରାଜ୍ୟ ସରକାର ଏହି ସର୍ଭେ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ପରେ ଜମି ଅଧିଗ୍ରହଣ ହେବାକୁ ଥିବା ୫ ମୌଜାରେ…
Archives


