ଆମ ଜିଲା ଖବର

ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା…

ତାମିଲନାଡୁରୁ ଅପହୃତା ନାବାଳିକା ଉଦ୍ଧାର

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ଅପହୃତା ନାବାଳିକାଙ୍କୁ ପୋଲିସ ତାମିଲନାଡୁରୁ ଉଦ୍ଧାର କରିଛି। ୧୦ଦିନ ପୂର୍ବରୁ ନାବାଳିକା ଜଣକ ଟ୍ୟୁଶନ ଯାଉଥିବା ବେଳେ କମର୍ଦ୍ଦା ଥାନା ଅଞ୍ଚଳର ଯୁବକ ବିବେକ ବେହେରା ଅପହରଣ କରିନେଇଥିବା ଅଭିଯୋଗ…

ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି। ବସ୍ତା ଥାନା ଆଇଆଇସି ଧନେଶ୍ୱର ସାହୁ ଯୋଜନା ପ୍ରସ୍ତୁତ…

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ ସ୍ବାଗତ ଜଣାଇ ଶ୍ରୀଜଗନ୍ନାଥ ସେନା ପୁରୀରୁ ଭାଇଚାରାର ବାର୍ତ୍ତା ଦେଇଥିଲା। ବଡ଼ଦାଣ୍ଡସ୍ଥିତ ଭକ୍ତ ସାଲବେଗ…

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି…

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଖଣ୍ଡପୀଠ ଉକ୍ତ ମାମଲାରେ ରାଜ୍ୟ ସରକାରଙ୍କ…

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ ଧରି ପହଞ୍ଚିଛନ୍ତି। ତେବେ ପଞ୍ଚାୟତରେ ୨୭୮୨ଜଣ ଭୋଟର ଅଛନ୍ତି। ସେହିଭଳି ସମିତି ସଭ୍ୟ…

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ ଯେ, ଅବକାରୀ ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ କ୍ରିଷ୍ଣା ନାୟକଙ୍କ ନେତୃତ୍ୱରେ ଅନୁଗୋଳ ଅବକାରୀ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ: ୨ ଅଟକ

ରସୁଲପୁର,୨୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ମଙ୍ଗଳବାର ଥାନାରେ ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୋମବାର ସନ୍ଧ୍ୟାରେ ନାବାଳିକା…

ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ

ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା। ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…

ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା ବିଜୁ ଯୁବ ବାହିନୀ ସହଯୋଗରେ ଏଥିରେ ଅଞ୍ଚଳର ସମସ୍ତ ସ୍କୁଲର ଛାତ୍ରୀଛାତ୍ର ଯୋଗ ଦେଇଥିଲେ।…

ଆଶୀର୍ବାଦଙ୍କୁ ମିଳିଲା ଜାମିନ

କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି। ତାଙ୍କର ପାସ୍‌ପୋର୍ଟକୁ ସରେଣ୍ଡର କରିବାକୁ କୋର୍ଟ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?