ଆମ ଜିଲା ଖବର

ଉତ୍ତରାଧିକାରୀ ପ୍ରମାଣପତ୍ର ଖାରଜ ଘଟଣା: କାଗଜପତ୍ର ଯାଞ୍ଚ କଲା ଭିଜିଲାନ୍ସ ଟିମ୍‌

ଖଇରା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଆଳଦା ମୌଜାରେ ଜମି କିଣାବିକାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଅଡୁଆସୂତା ଭଳି ଛନ୍ଦି ହେବାରେ ଲାଗିଛି ା ଘଟଣାର ତଦନ୍ତ ପାଇଁ ଜିଲା ଭିଜିଲାନ୍ସ ବିଭାଗର ଏକ ଟିମ୍‌ ଡିଏସ୍‌ପି ଏସ୍‌.କେ…

ଦୁଇ ପଡ଼ୋଶୀ ମହିଳାଙ୍କ କଳି, ଜଣଙ୍କର ଜୀବନ ଗଲା

ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ପଡୋଶୀ ମହିଳା କଳିଗୋଳ ଲାଗିବା ବେଳେ ଜଣେ ଅନ୍ୟଜଣଙ୍କୁ ଠେଙ୍ଗାରେ…

ବାତିଲ୍‌ ହେଲା ଫେରିଘାଟ ନିଲାମ

ଚାନ୍ଦବାଲି, ୨୬।୧୧ (ଡି.ଏନ.ଏ.)- ଭଦ୍ରକ ଜିଲାର ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ସୀମା ଦେଇ ବହି ଯାଇଥିବା ମନ୍ତେଈ ନଦୀର ବାଲିଆପାଳ ଫେରିଘାଟ ନିଲାମକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏକମାତ୍ର ବିଡର ଉପସ୍ଥିତ କାରଣରୁ ଚାନ୍ଦବାଲି ବ୍ଲକ ପ୍ରଶାସନ ପକ୍ଷରୁ…

‘ସବୁଜିମା ତାଙ୍କ ସ୍ବପ୍ନ ଓ ଲକ୍ଷ୍ୟ’

କେନ୍ଦୁଝର, ୨୬।୧୧(ସ୍ବ.ପ୍ର.)-‘ଗଛ ବଞ୍ଚିଲେ ଆମେ ବଞ୍ଚିବା’ ଏଭଳି ବାର୍ତ୍ତା ଦେଇ ଗାଁ ସମେତ ଆଖପାଖ ଅଞ୍ଚଳରେ ଗଛ ଲଗାଇବା କାମରେ ସେ ଲାଗିପଡ଼ିଛନ୍ତି। ଗତ ୫ ବର୍ଷରେ ୪ ଲକ୍ଷରୁ ଅଧିକ ବୃକ୍ଷ ରୋପଣ କରିଛନ୍ତି। ଏଥିସହ ବିଭିନ୍ନ ଗ୍ରାମ ଓ…

ଓଡ଼ିଶାରେ ଗଞ୍ଜାମ ଜିଲା ପ୍ରଥମ : ସ୍କୁଲରେ ବାଜିଲା ପାଣିପିଆ ଘଣ୍ଟା

ବ୍ରହ୍ମପୁର ଅଫିସ୍‌,୨୬ା୧୧-ଛାତ୍ରୀଛାତ୍ରଙ୍କୁ ସୁସ୍ଥ ରଖିବା ପାଇଁ ଗଞ୍ଜାମ ଜିଲାରେ ଏକ ଅଭିନବ ଅଭିଯାନ ଆରମ୍ଭ ହୋଇଛି । ପାନୀୟ ଜଳ ପିଇବା ପାଇଁ ପିଲାମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସୋମବାରରୁ ଆରମ୍ଭ ହୋଇଛି ‘ପାଣିପିଆ ଘଣ୍ଟା’ ଅଭିଯାନ। ବ୍ରହ୍ମପୁର ଭି.ଭି.ଗିରି ବାଳିକା…

ଦର ବୃଦ୍ଧି ନିୟନ୍ତ୍ରଣରେ କେନ୍ଦ୍ର ବିଫଳତାର ପ୍ରତିବାଦ: ସିପିଏମ୍‌ ଆଞ୍ଚଳିକ କମିଟିର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୬ା୧୧-ସିପିଏମ୍‌ ବ୍ରହ୍ମପୁର ଆଞ୍ଚଳିକ କମିଟି ପକ୍ଷରୁ ସୋମବାର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାରଙ୍କ ବିଫଳତା ପ୍ରତିବାଦରେ ଏହି ଆନ୍ଦୋଳନ ସୂତ୍ରପାତ ହୋଇଥିଲା। କମିଟି ସମ୍ପାଦକ ଯୁଧିଷ୍ଠିର…

ଛାତ୍ରୀ ବଳାତ୍କାର ମାମଲା ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୨ ଜଗଦୀଶ ପ୍ରସାଦ ମହାନ୍ତି ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଅଭିଯୁକ୍ତ ନରସିଂହ ଦାସଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଜରିମାନା ବାବଦକୁ ୧୦…

ଧରାକୋଟରେ ଆନ୍ଧ୍ର ପୋଲିସର ଚଢ଼ାଉ: ଗଞ୍ଜେଇ ଚାଲାଣକାରୀଙ୍କୁ କୋର୍ଟରେ ହାଜର ନିର୍ଦ୍ଦେଶ

ଧରାକୋଟ,୨୬ା୧୧(ଡି.ଏନ.ଏ.)-ଧରାକୋଟ ଥାନା ବାଦଗଡ଼ ଗ୍ରାମର ୨ ଜଣ ଯୁବକଙ୍କୁ ବେଆଇନ୍‌ ଗଞ୍ଜେଇ ଚାଲାଣ ଅଭିଯୋଗରେ ଆନ୍ଧ୍ର ଜିଆରପି (ବିଜୟଓ୍ବାଡ଼ା) ପୋଲିସ ନଂ. ୮୬/୧୩ ଅନୁଯାୟୀ କୋର୍ଟଚାଲାଣ କରିଥିଲା। ସେମାନେ ହେଲେ ବାଦଗଡ଼ ଗ୍ରାମର କାମରାଜ ପ୍ରଧାନଙ୍କ ପୁଅ ସୁଦାମ (୨୭) ଓ…

ଇସ୍ତଫାପତ୍ର ଫେରାଇବାକୁ ଅଧ୍ୟକ୍ଷଙ୍କ ଦରଖାସ୍ତ ଧମକକୁ ଡରି ଦେଇଥିଲି ଇସ୍ତଫା: ସୂର୍ଯ୍ୟନାରାୟଣ

ପୁରୁଷୋତ୍ତମପୁର, ୨୬ା୧୧ (ଡି.ଏନ.ଏ.)-ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତିଗତ କାରଣ ଦର୍ଶାଇ ଅକ୍ଟୋବର ୨୫ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଡିଓଙ୍କ ସମେତ ଗଞ୍ଜାମ ଜିଲାପାଳ, ଛତ୍ରପୁର ଉପଜିଲାପାଳଙ୍କୁ ପ୍ରଦାନ କରିଥିଲେ। ତେବେ…

କ୍ଲୋରିନ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ:ଜେଏସ୍‌ପିଏଲ୍‌ ପଦକ୍ଷେପକୁ ପ୍ରଶଂସା

ଅନୁଗୋଳ ଅଫିସ, ୨୬।୧୧ ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପରିସରରେ କ୍ଲୋରିନ ନିରାପତ୍ତା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲୋରିନ ଗ୍ୟାସ…

ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରରେ ଥିବା ପୌରପାଳିକାର ଦୋକାନ ଗୃହଗୁଡ଼ିର ଉପଯୁକ୍ତ ରକ୍ଷଣା ବେକ୍ଷଣା କରାଯାଇ ପାରୁନାହିଁ। ଏପରି…

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ ଉକ୍ତ କାର୍ଯ୍ୟାଳୟରେ ସିନିୟର ଆକାଉଣ୍ଟାଣ୍ଟ ଶଶୀକାନ୍ତ ମିଶ୍ର ଅନଶନରେ ବସିଛନ୍ତି। ଏହି ଅନଶନ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?