ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏକ ବୈଠକରେ ଏମ୍ପି ଅଭିମନ୍ୟୁ ସେଠୀ, ଜିଲା ସଭାପତି…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ, ଆଜବେଷ୍ଟସ, ଘର ଭାଙ୍ଗିବା ସହ ଶତାଧିକ କାର୍ କାଚ ଭାଙ୍ଗିଯିବା ସହ, ହଜାର…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି ନୂତନ ଜଳଛତ୍ର ଆର୍ ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ ଉଦଘାଟନ କରିଥିବାବେଳେ…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା ଓ କର୍ମୀ ଏବଂ ଶୁଭେଚ୍ଛୁମାନେ ବିଧାୟକ ସେଠୀଙ୍କୁ ଗଞ୍ଜାମ ଜିଲାପରିଷଦ ଭନ ନିକଟକୁ…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ ମେଶିନ -୨୨୦ କୁ ଜବତ କରିବାକୁ ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ ଫାଇନାନ୍ସ…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ ପଞ୍ଚୁଦଣ୍ଡ ମିଳନ କୁର୍ତମଗଡ଼ ବଜାର ମଧ୍ୟରେ ଚାଲିଥିବା ସମୟରେ ଦିନ ଦୁଇପହରରେ ହଠାତ୍…
ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା
ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ମନ୍ତ୍ରୀ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏହି ଦୁଃଖଦ ଘଟଣା ଘଟିଛି ।…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ରାଜ୍ୟ ଯୁବ ମୋର୍ଚ୍ଚା ସମ୍ପାଦକ ସୁରେଶ ରେଡି। ସ୍ବର୍ଗତ…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୂଚନା ଅନୁସାରେ,…
ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ
ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍ ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳେ ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ଚଢାଉ…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର ପୁରୁଣାବଜ଼ାରରେ ୫ଟି ଓ ଗୁଜିଦାରଡ଼ାରେ ୩ଟି ମୋଟ ୮ଟି ସ୍ଥାନରେ ମଙ୍ଗଳବାର ଭୋର…
Archives


