ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ
ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି। କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମର ଶଙ୍କର ମାଝୀଙ୍କ ୧୬ ବର୍ଷୀୟା ଝିଅ ପଦ୍ମାବତୀ…
ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!
କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି। ସୂଚନା ଅନୁଯାୟୀ, ଆଜି…
ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ
ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ୭୧ ତମ ଜନ୍ମ ବାର୍ଷିକୀ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ…
ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା
ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ ଡ୍ଯାମ୍ ଡାକବଙ୍ଗଳାରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ୍ ଏବଂ ବିଭିନ୍ନ ବିଭାଗର…
ଖେମୁଣ୍ଡି କଲେଜରେ କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ
ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା ରେ ଶୁକ୍ରବାର ଛାତ୍ରୀ ମାନଙ୍କ ନିମନ୍ତେ କ୍ୟାରିଅର୍ କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ
ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ମହଙ୍ଗା ପଡିଛି। ପ୍ରଧାନଶିକ୍ଷକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗୁରୁବାର ଏହି…
ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍
ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକ ବନିତା ସେଠୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଘର…
ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର
ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ ମେଢ଼ ଭସାଣି ବେଳେ ନଦୀକୁ ଯାଇଥିବା ୧୦ ଜଣ ସାଙ୍ଗଙ୍କ ମଧ୍ୟରୁ ଜଣେ…
ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…
ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ ଅଞ୍ଚଳରେ ରହୁଥିବା ଜୟନ୍ତୀ ସାହୁଙ୍କ ପରିବାର ମଧ୍ୟରେ ବୁଧବାର ରାତିରେ କୌଣସି କଥାକୁ…
ଜୈବ ବିବିଧତା ସୁରକ୍ଷା ନେଇ…
ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ…
ନବନିର୍ମିତ ପ୍ରଶାସନିକ ଗୃହ ଉଦ୍ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ
କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ନବନିର୍ମିତ ଏହି ପ୍ରଶାସନିକ ଗୃହ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ…
ବ୍ୟାଙ୍କର ୩ ସ୍କାଏଲାଇଟ୍ ଭାଙ୍ଗି ପଶିଥିଲେ: ୪ ଗିରଫ
କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ ପକ୍ଷରୁ…

