ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ । ପୋଖରୀରେ କିଛି ମୂଲ୍ୟବାନ ଧାତୁର ମୂର୍ତ୍ତି ଥିବା ସଙ୍କେତ ଦେଇଥିଲେ ।…
ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି
ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍ର ୧୬୩ ଧାରା ଲାଗୁ କରାଯାଇଛି। ପୋଲିସ ମାଇକ ଯୋଗେ ରବିବାରଠାରୁ ଆଗାମୀ ୬୦…
କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା
ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସମଗ୍ର କୁଶପଲ୍ଲୀ ଓ ଆଖପାଖ…
୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା
ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର ରାୟଗଡ଼ା ଜିଲ ଗୁଡ଼ାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନିର୍ମିତ ଛାତ୍ରୀନିବାସ…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହି ନିଷ୍ପତ୍ତି ବିରୋଧରେ ରବିବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସମର୍ଥିତ…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ ପାଣିଗଣ୍ଡା ବିଟ୍ ତୁଳସୀ ନଗରରୁ ବେଆଇନ ଭାବେ ବାଘଛାଲ କାରବାର ସମୟରେ ବନ…
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି
କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ଏହି ଅବସରରେ ଶନିବାର ପୂଜା କମିଟି ପକ୍ଷରୁ କଳସ ଯାତ୍ରା…
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…
ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଘାଇରେ। ସୂଚନା ମୁତାବକ, ମୁନିସିଂ ଗାଁର ନୀଳକଣ୍ଠ ନାୟକ ନାମକ ଜଣେ…
ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ…
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ ବଡ଼ଧରଣର ସଫଳତା ହାସଲ କରିଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡାଙ୍କ ନେତୃତ୍ୱରେ…
ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ
ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଯୁବକଙ୍କୁ ଧରି ମାଡ଼ ମାରିଥିବା…
ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ଧକ୍କା…

