ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧ
ବୌଦ୍ଧ ଜିଲା ପର୍ଯ୍ୟଟନସ୍ଥଳର ଗନ୍ତାଘର। ଜିଲାରେ ପ୍ରାଚୀନ କୀର୍ତ୍ତିରାଜି ଓ ବୈଭବ ଭରି ରହିଛି । ଐତିହାସିକ କଳାକୃତି ହେଉ ଅବା ପ୍ରାକୃତିକ ସୌନ୍ଦର୍ଯ୍ୟ ବି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଥିସହିତ ରହିଛି ଇକୋ ଟୁରିଜିମର ପର୍ଯ୍ୟାପ୍ତ ସୁଯୋଗ । ବୃଦ୍ଧରୁ…
୨୯ ବର୍ଷ ହେଲା ଚାଲିଛି ମାନସିକ ପୂରଣ
ବଇଣ୍ଡା,୨୪।୧୧: ଟିଏ ପଟେ ବୁଡ଼ି ଯାଉଥିବା କଳା, ସଂସ୍କୃତିକୁ ଉଜ୍ଜୀବିତ କରିବାକୁ ପ୍ରୟାସ ତ ଅନ୍ୟପଟେ ଧାର୍ମିକ ଭାବନା ବା ମାନସିକ ପୂରଣ ପାଇଁ ଚାଲିଛି ପ୍ରଚେଷ୍ଟା। ଏମିତି ବର୍ଷ ପରେ ବର୍ଷ ୨୯ ବର୍ଷ ଧରି ପାଲା ପରିବେଷଣ କରିଆସୁଛନ୍ତି…
ଶବ ପାଇଁ ବିଛାନ୍ତି ଶେଯ
ବନ୍ତଳା,୨୪।୧୧: ଜଣା ହେଉ ଅବା ଅଜଣା, ଶବକୁ ଉପଯୁକ୍ତ ସମ୍ମାନ ଦେବାକୁ ଅନେକେ ଆଗ୍ରହ ଦେଖାନ୍ତିନି। ବଞ୍ଚିଥିବା ବେଳେ ଅତି ଆପଣାର ଲାଗୁଥିବା ମଣିଷଟିଏ ମୃତ୍ୟୁ ପରେ ହଠାତ୍ ଯେମିତି ପର ପରି ସ୍ବଭାବ ଦେଖାନ୍ତି। ଶ୍ମଶାନରେ ଯେନତେନ ସଂସ୍କାର କାର୍ଯ୍ୟ…
ଆଦିବାସୀଙ୍କ ନିଆରା ଚିତ୍ରକଳା: ମାଟି କାନ୍ଥରେ କାନଭାସ୍
ଆଦିବାସୀ ସଂସ୍କୃତିରେ ରଙ୍ଗୀନ ଘର ଓ ପାରମ୍ପାରିକ ଚିତ୍ର କଳା ବହୁ ଆଗରୁ ଜଡ଼ିତ। ଆଧୁନିକତାର ଚାକଚକ୍ୟ ସତ୍ତ୍ୱେ ଏବେ ମଧ୍ୟ କେନ୍ଦୁଝର ଜିଲାର ଅନେକ ଆଦିବାସୀ ଗ୍ରାମରେ ଏହାର ଛାପ ଦେଖିବାକୁ ମିଳିଥାଏ। ବିଶେଷ କରି ଏହି ଚିତ୍ର କଳାର…
କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା
ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର…
ଥାଲାସେମିଆ ଶିଶୁଙ୍କ ଜୀବନ ସହ ଖେଳ
କଟକ ଅଫିସ,୨୪ା୧୧: ଥାଲାସେମିଆ ରୋଗରେ ଆକ୍ରାନ୍ତ ଶିଶୁଙ୍କ ଜୀବନ ପ୍ରତି ଏବେ ଘୋର ବିପଦ। ବିପଦ ପୁଣି ସ୍ବାସ୍ଥ୍ୟ ବିଭାଗ ଆଡୁ ସୃଷ୍ଟି ହୋଇଛି। ଏହି ଶିଶୁମାନଙ୍କୁ ନିୟମିତ ରକ୍ତ ଦିଆ ନ ଗଲେ ସେମାନଙ୍କ ମୃତ୍ୟୁ ଘଟିବ। କିନ୍ତୁ ଏବେ…
ଖୋର୍ଦ୍ଧାରେ ମହିଳା କୋର୍ଟ ଉଦ୍ଘାଟିତ
ଖୋର୍ଦ୍ଧା ଅଫିସ,୨୪।୧୧: ଓଡ଼ିଶାର ପ୍ରଥମ ମହିଳା କୋର୍ଟ ଖୋର୍ଦ୍ଧା ଅଦାଲତ ପରିସରରେ ଶନିବାର ଉଦ୍ଘାଟିତ ହୋଇଯାଇଛି। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିନିୟର ଡିଭିଜନ ସିଭିଲ ଜଜ୍ କମ୍ ସେସନ ଜଜ୍ କୋର୍ଟକୁ ମୁଖ୍ୟଅତିଥି ରୂପେ ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର ମିଶ୍ର…
ଦୁଇ ପିଲାଙ୍କୁ ଛାଡ଼ି ପର ପୁରୁଷ ସହ ମହିଳା ଫେରାର
କଟକ ଅଫିସ,୨୪।୧୧: କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିରେ ଅନ୍ଧହୋଇ ମା’ ତା’ର ଦୁଇ ଛୁଆଙ୍କୁ ଛାଡ଼ି ଅନ୍ୟ ପୁରୁଷ ସହ ଫେରାର ହୋଇଯାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଚାଉଳିଆଗଞ୍ଜ ବ୍ରହ୍ମପୁର ବସ୍ତି ଅଞ୍ଚଳର ନାଳବନ୍ଧରେ…
କନ୍ଧମାଳ ଜିଲା ଚିଠି: ତଦନ୍ତକୁ ନେଇ ସନ୍ଦେହ
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କନ୍ଧମାଳ ଜିଲାରେ ୨୦୧୧ ମସିହାରୁ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଗତ ଜୁଲାଇ ମାସରୁ ଆରମ୍ଭ ହୋଇଛି। ସମସ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ) ସେମାନଙ୍କ ଅଞ୍ଚଳର ସ୍କୁଲରେ ନିଯୁକ୍ତ ଶିକ୍ଷକମାନଙ୍କ ଶିକ୍ଷାଗତ ଓ ଜାତିଗତ…
ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ ସମ୍ମିଳନୀ; ହକ୍ ମାଗିବା ଭିକ୍ଷା ନୁହେଁ: ମେଧା
ପୁରୀ ଅଫିସ, ୨୪।୧୧: ବର୍ତ୍ତମାନ ସରକାରଙ୍କ ବିଦେଶୀକରଣ ଓ କମ୍ପାନୀକରଣ ପ୍ରୀତି ଚାଲିଛି, ଯାହାକି ଏକ ସୁସ୍ଥ ସମାଜ ପାଇଁ ଠିକ୍ ନୁହେଁ। ଏହାକୁ ପରିତ୍ୟାଗ କରି ଗ୍ରାମୀଣ ବିକାଶ ପ୍ରତି ଗୁରୁତ୍ୱ ଦେବାକୁ ହେବ। ଏଥିଲାଗି ଆମ ଶକ୍ତିକୁ ୨୫ଗୁଣା…
ମହାଭାରତ ଯୁଗରୁ ବିରଜାକ୍ଷେତ୍ର….
ବରାହମାଧବ ବା ବରାହ ବିଷ୍ଣୁଙ୍କ ଉପସ୍ଥିତି ଯୋଗୁ ଯାଜପୁରକୁ ବରାହକ୍ଷେତ୍ର ବୋଲି କୁହାଯାଏ। ବରାହମାଧବଙ୍କ ଉପତ୍ତ୍ତି ସମ୍ପର୍କରେ ବିରଜାକ୍ଷେତ୍ର ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି। ଆର୍ଯ୍ୟଙ୍କ ଆର୍ଯ୍ୟେତର ଜାତିମାନଙ୍କ ଉପରେ ପ୍ରଭୁତ୍ୱ ଓ ପ୍ରଭାବ ସମ୍ପର୍କରେ ଏହି ଆଖ୍ୟାୟିକାରୁ ସ୍ପଷ୍ଟ ସୂଚନା ମିଳେ।…
୧୮ରୁ ଧାନକିଣା, ୩ରୁ ମିଳିବ ଟୋକନ
ଢେଙ୍କାନାଳ ଅଫିସ, ୨୪।୧୧ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ‘୫-ଟି’ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ମିଳିମିଶି କାମ କଲେ ସଫଳତା ମିଳିବ ବୋଲି…

