ଆମ ଜିଲା ଖବର

ଜଣେ କର୍ମଚାରୀରେ ଚାଲିଛି ଉପକୋଷାଗାର

ଛେଣ୍ଡିପଦା,୨୪।୧୧(ସ୍ବ.ପ୍ର.) – ଜଣେ କର୍ମଚାରୀରେ ଚାଲିଛି ଛେଣ୍ଡିପଦା ଉପକୋଷାଗାର। ଦିନେ କି ମାସେ ନୁହେଁ, ବରଂ ବର୍ଷେ ହେଲା ଏପରି ଚାଲିଛି କାର୍ଯ୍ୟ। ଫଳରେ ଗ୍ରାମାଞ୍ଚଳରୁ ଆସୁଥିବା ବହୁ ବୃଦ୍ଧବୃଦ୍ଧା, ପେନ୍‌ସନ ଭୋଗୀ, ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ…

ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା

ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । ଜାଲିନା ଶୁକ୍ରବାର କମିଶନ ସଦସ୍ୟା ଭାବେ ଭୁବନେଶ୍ୱରଠାରେ ଦାୟିତ୍ୱ ଗ୍ରହଣ କରିଛନ୍ତି…

ଧରାପଡ଼ିଲେ ନିଶାସକ୍ତ ୨ ଗାଡ଼ି ଚାଳକ

ଗୋପାଳପୁର,୨୪ା୧୧: ଗୋଳନ୍ଥରା ଥାନା ପୋଲିସ ରଣ୍ଢା, ଚିକରଡ଼ା ରାସ୍ତାରେ ଶୁକ୍ରବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ୨ ଚାଳକଙ୍କୁ ଅଟକାଇଥିଲା। ବ୍ରେଥ୍‌ ଆନାଲାଇଜର ମେଶିନରେ ପରୀକ୍ଷା କରାଯିବାରୁ ପଞ୍ଚମା ଓ ଢେପନୂଆପଡ଼ା ଗ୍ରାମର ଏହି ଚାଳକ…

ବାୟୋମେଟ୍ରିକ୍‌ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ

ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଉପସ୍ଥିତ ବିଡିଓ, ତହସିଲଦାର ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ୫-ଟି ମନ୍ତ୍ର ଦେଇଥିଲେ। ଜିଲାର…

ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋପୀନାଥପୁର ଗ୍ରାମର ସାରଥି ସାହୁଙ୍କ ପୁଅ ଜ୍ୟୋତି ଓରଫ ସୁଲୁ (୫)। ପ୍ରକାଶ…

ଯୁବକଙ୍କୁ ଆକ୍ରମଣ

ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ ଭିତ୍ତିକରି ଧରାକୋଟ ପୋଲିସ ନଂ. ୧୭୫/୧୯ରେ ମାମଲା ରୁଜୁ କରିଛି। ପୂର୍ବଶତ୍ରୁତା ଓ ଠିକାଦାରୀକୁ…

ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା

କେନ୍ଦୁଝର,୨୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନହବେ ଗାଁକୁ ପ୍ରାୟ ୧୧ ବର୍ଷ ତଳେ ବୋହୂ ହୋଇ ଆସିଥିଲେ କବିତା। ଶଙ୍କର୍ଷଣ ପ୍ରଧାନଙ୍କୁ ବିବାହ କରିଥିଲେ। ଶାଶୁଘର ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିଲା। କବିତାଙ୍କ ଦୁଇ ଝିଅ…

ଯୁବ ପ୍ରତିଭା ରୁଦ୍ରମାଧବ: ସଙ୍ଗୀତରେ ନିଜେ ହଜି ଅନ୍ୟକୁ ହଜାନ୍ତି

ଭକ୍ତି ସଙ୍ଗୀତ ହେଉ କି ଆଧୁନିକ ଗୀତ ଏହାର ଦରଦୀ ସ୍ବର ଭିତରେ ରୂପ ନେଇଥାଏ ଜୀବନ-ସଙ୍ଗୀତ। ଆନନ୍ଦ ହିଁ ସଙ୍ଗୀତର ଉତ୍ସ, ଯାହା ମଣିଷ ମନର ଆଶା, ବିଶ୍ୱାସକୁ ଊର୍ଦ୍ଧ୍ୱଗାମୀ କରି ଏକ ଚେତନ ସ୍ତରରେ ସମ୍ମିଳିତ ହୋଇଥାଏ। ଓଡ଼ିଆ…

ଜିଲାସ୍ତରରେ ୫-ଟି ସମୀକ୍ଷା ବୈଠକ: ଚିହ୍ନଟ ହେବେ ଅପାରଗ କର୍ମଚାରୀ

ବାଲେଶ୍ୱର ଅଫିସ,୨୪।୧୧-ପ୍ରଶାସନକୁ ଅଧିକ ଦକ୍ଷ ଓ ଲୋକାଭିମୁଖୀ କରିବା ଲାଗି ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ଶନିବାର ପୂର୍ବାହ୍ନରେ ୫-ଟି କାର୍ଯ୍ୟକାରିତା ଉପରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଯେଉଁମାନଙ୍କ ନାମରେ ୩ଟି ପ୍ରୋସିଡିଂ ଥିବ…

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଗୋପ ମହିଳା…

ଫନୀ ଘରଭଙ୍ଗା ସହାୟତା ସାନି ତଦନ୍ତ ଭୟ

ବ୍ରହ୍ମଗିରି,୨୩ା୧୧(ଡି.ଏନ୍‌.ଏ.): ଫନୀରେ ବ୍ରହ୍ମଗିରି ବ୍ଲକରେ ବିଶେଷ କ୍ଷୟ କ୍ଷତି ହୋଇଥିଲା। ଏଥିରେ ବ୍ରହ୍ମଗିରି ବ୍ଲକରେ ଅନେକ ଘରଦ୍ୱାର ଭାଙ୍ଗିଯାଇଥିଲା ଏନେଇ ମୁଖ୍ୟମନ୍ତ୍ରୀ ଘରଭଙ୍ଗା ସହାୟତା ଘୋଷଣା କରିଥିଲେ। ଫନୀରେ ଫୁଲ୍‌ ଡ୍ୟାମେଜ ହିତାଧିକାରୀଙ୍କୁ ୯୫ହଜାର ସହାୟତା ରାଶି ଦିଆଯିବାନେଇ ପ୍ରଶାସନ ସ୍ଥିର…

ପଞ୍ଚସଖା ସ୍ମୃତି ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ ମଧ୍ୟରେ ଓଡିଆ ଜାତିର ଜନ ନାୟକ ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?