ଆମ ଜିଲା ଖବର

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଗୋପ ମହିଳା…

ଫନୀ ଘରଭଙ୍ଗା ସହାୟତା ସାନି ତଦନ୍ତ ଭୟ

ବ୍ରହ୍ମଗିରି,୨୩ା୧୧(ଡି.ଏନ୍‌.ଏ.): ଫନୀରେ ବ୍ରହ୍ମଗିରି ବ୍ଲକରେ ବିଶେଷ କ୍ଷୟ କ୍ଷତି ହୋଇଥିଲା। ଏଥିରେ ବ୍ରହ୍ମଗିରି ବ୍ଲକରେ ଅନେକ ଘରଦ୍ୱାର ଭାଙ୍ଗିଯାଇଥିଲା ଏନେଇ ମୁଖ୍ୟମନ୍ତ୍ରୀ ଘରଭଙ୍ଗା ସହାୟତା ଘୋଷଣା କରିଥିଲେ। ଫନୀରେ ଫୁଲ୍‌ ଡ୍ୟାମେଜ ହିତାଧିକାରୀଙ୍କୁ ୯୫ହଜାର ସହାୟତା ରାଶି ଦିଆଯିବାନେଇ ପ୍ରଶାସନ ସ୍ଥିର…

ପଞ୍ଚସଖା ସ୍ମୃତି ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ ମଧ୍ୟରେ ଓଡିଆ ଜାତିର ଜନ ନାୟକ ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପଣ୍ଡିତ…

ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ ପ୍ରାର୍ଥୀମାନେ ଡୋର ଟୁ ଡୋର କାମ୍ପେନିଂ କରିବାରେ ଲାଗିପଡିଥିବା ଦେଖାଯାଇଛି। ଚଳିତ ନିର୍ବାଚନରେ ପ୍ରାର୍ଥୀ…

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ ଗଣେଶ୍ୱରପୁର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଜାଣିବାକୁ ପାଇଥିଲେ। ଫଳରେ କମିଟି…

ପୋଲିସ, ଅବକାରୀ ବିଭାଗ ଚଢାଉ: ଗଞ୍ଜେଇ ଗଛ ନଷ୍ଟ

ମୋହନା,୨୩ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ପକ୍ଷରୁ ଶନିବାର ଏସ୍‌ପି ସାରା ଶର୍ମା ଓ ଜିଲାପାଳ ଅନୁପମ ଶାହଙ୍କ ନିର୍ଦ୍ଦେଶକ୍ରମେ ମୋହନା ଥାନା ବାରିଆବନ୍ଧ ନିକଟସ୍ଥ ଜଙ୍ଗଲରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ କାଟି ପୋଡା ଯାଇଥିଲା। ମୋହନା ପୋଲିସ, ଅବକାରୀ…

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ବେଗୁନିଆପଡ଼ା,୨୩ା୧୧(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କୋଦଳା ଅଗ୍ନିଶମ ବାହିନୀ…

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ,ଶାଳକଙ୍କ ପରେ ଶ୍ୱଶୁର ଗିରଫ

ଜଗନ୍ନାଥପ୍ରସାଦ,୨୩ା୧୧(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟାଧର ଗ୍ରାମରେ ନିଜ ଶ୍ୱଶୁର ଘରେ ବୁଧବାର ରାତିରେ ଟୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଟୁଲୁଙ୍କ ସ୍ତ୍ରୀ ବିବି ଓ ଶାଳକ ଜିତୁଙ୍କୁ ଗିରଫ କରାଯାଇଥିବା ବେଳେ ପୋଲିସ ଶନିବାର ଅଭିଯୁକ୍ତ ଶ୍ୱଶୁର…

ଦୁଇ ବାଇକ୍‌ ମୁହାଁମୁହିଁ: ଚାଳକ ଦ୍ୱୟଙ୍କ ଜୀବନଗଲା, ୨ ଗୁରୁତର

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବ୍ରାହ୍ମଣୀଗାଁ ଥାନା କୁମ୍ଭାରିଗାଁ ପଞ୍ଚାୟତ ରାଜନଗଡ଼ ଗ୍ରାମର ପାଉଲ…

‘ଧରିତ୍ରୀ’ ପ୍ରଭାବ: ବାୟୋମେଟ୍ରିକ୍‌ ମେଶିନ୍‌ରେ ଠକେଇ କରି ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ

ଯୋଡ଼ା,୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାଲାଗୋଡ଼ା ପଞ୍ଚାୟତରେ ବାୟୋମେଟ୍ରିକ ମେଶିନରେ ଟିପ ଚିହ୍ନ ଠକେଇ କରି ‘ପିଡିଏସ ସାମଗ୍ରୀ ହରିଲୁଟ୍‌ ନେଇ ଅଭିଯୋଗ କଲେ ହିତାଧିକାରୀ’ ଶୀର୍ଷକ ଧରିତ୍ରୀରେ ଗତ ତା ୨୦.୧୧.୧୯ରେ ଏକ ଖବର ପ୍ରକାଶ ପାଇଥିଲା। ଏହା…

ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ: ମରାମତି ଦାବି

ଭବାନୀପାଟଣା,୨୩।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଇ ଯାଇଥିବା ବରଗଡ଼-ବୋରିଗୁମ୍ମା ୨୬ ନଂ. ଜାତୀୟ ରାଜପଥ କେସିଙ୍ଗା ବ୍ଲକ ପାଷ୍ଟିକୁଡି ନିକଟ ଦେଗାଡି, ଜୋରର ପୋଲ ଉପରେ ଏକ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ବହୁବାର ଯାନବାହନ…

ବନ ବିଭାଗ ଚଢ଼ାଉ: ୯ଖଣ୍ଡ ଶାଳ ଚଉକାଠ, ୨ ବାଇକ୍‌ ଜବତ

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ପାତ୍ରପଡ଼ା ପଞ୍ଚାୟତ ବାୟାଣିପୀଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ଚଢ଼ାଉ କରି ଶାଳ ଚଉକାଠ ସହିତ ୨ ବାଇକ୍‌ ଜବତ କରିଛି। ବନାଞ୍ଚଳ ସୂତ୍ରରୁ ପ୍ରକାଶ, ହଣ୍ଡପା ବନାଞ୍ଚଳରୁ ୭ଫୁଟ ଲମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?