ଆମ ଜିଲା ଖବର

୪୮ ଘଣ୍ଟାରେ ୨ ବୋମାମାଡ଼

କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍‌ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ପୂର୍ବ…

ମିଲରଙ୍କଠାରୁ ଚାଉଳ ସଂଗ୍ରହରେ ମୁନମୁଖି କାର୍ଯ୍ୟ: ତଦନ୍ତ ନିର୍ଦ୍ଦେଶ ଦେଲେ ସିସିଆଇ

କଟକ ଅଫିସ, ୨୩ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମନମୁଖି କାର୍ଯ୍ୟର ତଦନ୍ତ ପାଇଁ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ଏହାର ଡାଇରେକ୍ଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ କମିଶନ…

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତ ନାବାଳିକା ଦେବୀଦ୍ୱାର ଅଞ୍ଚଳର ନକୁଳ ଚମ୍ପିଆଙ୍କ ଝିଅ ତୁଳସୀ (୧୧) ବୋଲି…

ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ: ଜଗନ୍ନାଥ ମଙ୍ଗଳମ୍‌ରେ ମୁଗ୍ଧ ହେଲେ ଦର୍ଶକ

କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍‌ ନୃତ୍ୟରେ ସୃଷ୍ଟି ହେଲା ଅପୂର୍ବ ପରିବେଶ। ଗୀତରେ ପ୍ରତି ପଦରେ ଓ ସଙ୍ଗୀତର ତାଳେତାଳେ ଜଗନ୍ନାଥ ସଂସ୍କୃତିକୁ…

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କୌଣସି ଯାତ୍ରୀ ମୃତାହତ ହୋଇ ନ ଥିଲେ ମଧ୍ୟ ଟ୍ରେନ୍‌ର ବ୍ୟାପକ କ୍ଷତି…

ଇତିହାସ ରଚିଲା ଓଲିଉଡ୍‌: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’

କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍‌ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍‌ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ ଛବିରାଣୀ…

ଥଇଥାନ ଦାବିରେ ଆନ୍ଦୋଳନ: ଦୋକାନ ବନ୍ଦ କଲେ ମାଛ, ମାଂସ ବିକ୍ରେତା ସଂଘ

ପାଲଲହଡା,୨୩।୧୧(ଡି.ଏନ.ଏ.) – ଥଇଥାନ ଦାବି କରିଥିବା ପାଲଲହଡ଼ା ଉପଖଣ୍ଡ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସଂଘ ସୋମବାରଠାରୁ ଦୋକାନ ବନ୍ଦ କରିବାକୁ ପୂର୍ବରୁ ଘୋଷଣା କରିଥିବା ବେଳେ ଆଜି ସଦରମହକୁମାର ସମସ୍ତ ଆମିଷ ଦୋକାନ…

୩୪୦ ଗଞ୍ଜେଇ ଗଛ ନଷ୍ଟ କରାଗଲା

ଅନୁଗୋଳ ଅଫିସ, ୨୩।୧୧ – ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ, ପୋଲିସ ଓ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ଜଙ୍ଗଲରେ ଚାଷ ହୋଇଥିବା…

ବିନା ଅନୁମତିରେ ଖୋଳିଦେଲେ ରାସ୍ତା: କାମ ବନ୍ଦ କଲେ ଯନ୍ତ୍ରୀ

କାମାକ୍ଷାନଗର, ୨୩।୧୧(ଡି.ଏନ.ଏ.) କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣ ଗ୍ରାମ ନିକଟରେ ବିନା ଅନୁମତିରେ ମେଶିନ ସହାୟତାରେ ରାସ୍ତାଖୋଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ପୂର୍ତ୍ତ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ପ୍ରଦୀପ ସାମଲ ଏବଂ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ। ଉଭୟ…

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ: ୫୫ ଘରୋଇ ପ୍ଲଟର ସରିଛି ବିକ୍ରି କବଲା

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ଚାଲିଛିି। ଏହି ଜୋନ ମଧ୍ୟରେ ସମୁଦାୟ ୩୬୬ ପ୍ଲଟ ମଧ୍ୟରୁ ୧୮୫ ଘରୋଇ ପ୍ଲଟ ରହିଛିି। ଏହି ଘରୋଇ ପ୍ଲଟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୫ ପ୍ଲଟ ସେଲ୍‌ଡିଡ୍‌ (ବିକ୍ରି…

ବସ୍‌ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କେରଳରୁ ଫେରୁଥିବା ଜଣେ ଶ୍ରମିକଙ୍କୁ ନିଶାଦେଇ ଦୁର୍ବୃତ୍ତମାନେ ଲୁଟ୍‌ କରିଛନ୍ତି। ଲୁଟର ଶୀକାର ହୋଇଥିବା ଶ୍ରମିକ ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ପଞ୍ଚାୟତର ଆତିନବାଡ଼ି ଗ୍ରାମର ମନୁ ଦିଗାଳ। ତାଙ୍କଠାରୁ ୨୦ ହଜାର ଟଙ୍କାଥିବା ଏକ ବ୍ୟାଗ…

ଖଲ୍ଲିକୋଟ ସିଡିପିଓଙ୍କୁ କାରଣଦର୍ଶାଅ ନୋଟିସ: ମମତା ସହାୟତା ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୩ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସମାଜ ମଙ୍ଗଳ ବିଭାଗର ଏକ ସମୀକ୍ଷା ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ମମତା ଯୋଜନାର ଅଗ୍ରଗତି ସମୀକ୍ଷା କରିବା ସହ ଠିକ୍‌ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?