ଆମ ଜିଲା ଖବର

ଘରେ କେହି ନ ଥିବାବେଳେ ତିଦ୍ଦଦୀୟ ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଡାକ୍ତରୀ ପରୀକ୍ଷା ପରେ…

ଗଜପତି,୯ା୨(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଜଣେ ୭ ବର୍ଷର ତିବ୍ଦତୀୟ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଘରେ ଅନୁପସ୍ଥିତ ଥିବା ଦେଖି ନାବାଳିକାଙ୍କୁ ବଳାତ୍କାର କରିଛନ୍ତି ଜଣେ ଓଡ଼ିଆ ନାବାଳକ।…

ବିପଦପୂର୍ଣ୍ଣ ଭାବେ ଓହଳିଛି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଗ୍ରାମଠାରୁ ତେରବାଡି ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଆରପାରରେ ବିଦ୍ୟୁତ ତାର ତଳକୁ ଓହଳି ରହିଛି। ବିପଦପୂର୍ଣ୍ଣ ଭାବେ ରହିଥିବା ଏହି ବିଦ୍ୟୁତ ତାର…

ଡଙ୍କାରୀରେ ହେବ ତୈଳ ପ୍ରକଳ୍ପ, ବିଧାୟକଙ୍କୁ ଚିଠି

ଧର୍ମଶାଳା,୯ା୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଡଙ୍କାରୀଠାରେ ହେବାକୁ ଥିବା ତୈଳ ପ୍ରକଳ୍ପକାର୍ଯ୍ୟ ତ୍ୱରାନ୍ବିତ ପାଇଁ ଭାରତୀୟ ଷ୍ଟାଟଜୀ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ଼ ଆଇଏସ୍‌ପିଆର୍‌ଏଲ ପକ୍ଷରୁ ଚିଠି ସଂଖ୍ୟା ୨୫-୨୬/୦୩୩ରେ ଧର୍ମଶାଳା ବିଧାୟକଙ୍କୁ ଅବଗତ କରାଯାଇଛି। ଜିଲା ପ୍ରଶାସନ ସହିତ ଆଲୋଚନା…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ ଗୋପାଳବିନ୍ଧା ଗ୍ରାମରେ ଶନିବାର ଅପରାହ୍ନରେ ଏଭଳି…

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍‌ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା ଗ୍ରାମର ସୁନୀଲ ହିମିରିକା (୪୪)। ମୃତକଙ୍କ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର ମନୁ ସାହୁଙ୍କ ମା’ତାରାତାରିଣୀ ମିଠା ଦୋକାନରେ ମିଠା ପ୍ରସ୍ତୁତ ନିମନ୍ତେ ମେଶିନ ଦ୍ବାରା…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ତାଙ୍କ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ, ଓସାରିଆ ଓ ପାର୍ଶ୍ୱରେ ପଥର ବିଛାଇବା ପାଇଁ ବହୁ କୋଟି ଟଙ୍କା ବ୍ୟୟରେ…

କଳାହାଣ୍ଡି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ଚୟନ

କେସିଙ୍ଗା,୯ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ପ୍ରାଥମିକ ଶିକ୍ଷକ ସଂଘର ନୂତନ ଜିଲାସ୍ତରୀୟ କର୍ମକର୍ତ୍ତା ନିର୍ବାଚନ ରବିବାର ବୋରିଙ୍ଗ ପଦରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସଭାପତି ଧୀରେନ୍ଦ୍ର କୁମାର ପଟ୍ଟନାୟକ ଯୋଗଦେଇଥିବା ବେଳେ…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍‌ରେ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି। ପୁଣି ଶୀତ ଫେରିବାରୁ ଲୋକଙ୍କ ଜୀବନଚର୍ଯ୍ୟାରେ ବି ପରିବର୍ତ୍ତନ ଆସିଛି। ଆଉଥରେ ଲୋକଙ୍କୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ୩ା୨ା୨୦୨୬ରେ ହୋଇଥିବା ବୈଠକରେ ଏକ କାର୍ଯ୍ୟାନ୍ବୟନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?