ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଠାକୁରମୁଣ୍ଡା,୨୨।୧୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତ ଦିରିବ ଗ୍ରାମ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଅରଥୁ ମହାନ୍ତ (୭୦)। ସୂଚନାନୁଯାୟୀ, ଅରଥୁ ଗୁରୁବାର ଅପରାହ୍ନରେ ପାଳିଥିବା ମଇଁଷିକୁ…
ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ
ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏକ ଅପେରା ପାର୍ଟିର ଡ୍ୟାନ୍ସ ମାଷ୍ଟର ନାଚ ଶିଖାଇ ଦେବାର ପ୍ରଲୋଭନ ଦେଖାଇ…
ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ
ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ ତାଗିଦକୁ…
ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ୍ ବିଭାଗ ଜୁନିୟର ଇଞ୍ଜିନିୟର
କଟକ ଅଫିସ,୨୨।୧୧: ଲାଞ୍ଚ ନେବାବେଳେ କଟକ ଗୋଡ଼ିସାହି ବିଦ୍ୟୁତ୍ ବିଭାଗ ଜୁନିୟର ଇଞ୍ଜିନିୟର ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମଙ୍ଗଳାବାଗର ବିଜୟ ପାତ୍ରଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ,…
ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଗୁଣପୁର,୨୨।୧୧(ଡି.ଏନ୍.ଏ.): ରାୟଗଡା ଜିଲା ଗୁଡ଼ାରୀ ଏନ୍ଏସି ହାଇସ୍କୁଲ ପରିସରର ବୁଦାମୂଳରୁ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ସେଠାରେ କେହି ଜଣେ ନବଜାତକଙ୍କୁ ଛାଡି ଚାଲି ଯାଇଥିବା ବେଳେ ଶିଶୁର କାନ୍ଦଶୁଣି ଉକ୍ତ ସାହିର ପାଣ୍ଡବ ସାହୁ ନାମକ ବ୍ୟକ୍ତି…
ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା
ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଜିଲା କଂଗ୍ରେସ କମିଟି ସଭାପତି…
ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ
ଠାକୁରମୁଣ୍ଡା,୨୨।୧୧(ଡି.ଏନ୍.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ ହୋଇଛି। ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ୨ ଜଣ ବ୍ୟବସାୟୀଙ୍କୁ…
ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ
କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାରେ…
ଭାଜପାରେ ମିଶିଲେ ପାଟଣାଗଡ଼ ବିଜେଡିର ବହୁ ନେତା
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ ବିଜେଡି ନେତା ଦଳଛାଡି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବଲାଙ୍ଗୀର ଜିଲା ବିଜେଡି ସମ୍ପାଦକ ପ୍ରଦୀପ ପୁରୋହିତ, ପାଟଣାଗଡ଼ ବ୍ଲକ…
କେନ୍ଦ୍ରାପଡ଼ା ଜଳକ୍ଳିଷ୍ଟ ଜିଲା
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରାପଡା ଜିଲାକୁ କେନ୍ଦ୍ର ସରକାର ଜଳକ୍ଳିଷ୍ଟ ଜିଲା ବୋଲି ଘୋଷଣା କରିଛନ୍ତି। ତେଣୁ ଜଳକଷ୍ଟକୁ ଦୂର କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଜିଲା ଜଳନିକାସ ବିଭାଜନ ଦ୍ୱାରା ପାଟନାଳୀମାନଙ୍କରେ ୯୯…
ପାଣିରେ ପଡି ଦନ୍ତା ହାତୀ ମୃତ
ନିରାକାରପୁର,୨୨।୧୧(ଡି.ଏନ.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ବାଘେପୁଟ ମୌଜା ଖଦେଇ ଗହୀର ମଲାଗୁଣୀ ନଦୀ ପଠା ଉପରେ ପାଣିରେ ପଡି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୨୦ରୁ ୨୫ ବର୍ଷ ହେବ…
୩ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର୍ ଜବତ, ୨ ଗିରଫ
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ୧୬ନଂ ଜାତୀୟ ରାଜପଥ ବଡଚଣା ନିକଟରୁ ଗଞ୍ଜେଇ ଭର୍ତ୍ତି ଏକ କାର୍କୁ ଜବତ କରିଛି। ଅବକାରୀ ଅଧୀକ୍ଷକ ରଜତ କୁମାର ପ୍ରହରାଜ କୌଣସି ସୂତ୍ରରୁ ଖବରପାଇ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କୁ ଉକ୍ତ…

