ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା ଯୋଗୁ ରୋଗୀଙ୍କୁ ନେଇ ଆସୁଥିବା ଗାଡି ଏବଂ ଆମ୍ବୁଲାନ୍ସଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର…
ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଞ୍ଜିରା ପଞ୍ଚାୟତର ୧୬ଟି ଗ୍ରାମର ଗ୍ରାମବାସୀ ୧୯୫୪ ମସିହାରୁ ଜମିଦାରୀ ଉଚ୍ଛେଦ…
ଚୋରି ଉଦ୍ୟମ ପଣ୍ଡ: ଚୋରକୁ ଗୋଡ଼ାଇ ଧରିଲେ ଲୋକେ
ରସୁଲପୁର,୨୨।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗ୍ରାମରେ ଗୁରୁବାର ରାତି ସାଢେ ୯ଟାରେ ଚୋରି ଉଦ୍ୟମ ପଣ୍ଡ ହୋଇଛି। ଗାଁ ଲୋକେ ଚୋରକୁ ଗୋଡାଇ ଗୋଡାଇ ବିଲ ମଝିରେ କାବୁ କରିବାକୁ ସକ୍ଷମ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ…
ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ
କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ତେବେ ଗୃହ ନିର୍ମାଣ ବାବଦରେ ପ୍ରଥମ କିସ୍ତି ଟଙ୍କା…
ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍ ଜବତ
ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ…
କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ
କାଳିଆପାଣି,୨୨ା୧୧(ଡି.ଏନ୍.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର ଟ୍ରକ୍ମାଲିକ ସଂଘ ପକ୍ଷରୁ ଖଣି କର୍ତ୍ତୃପକ୍ଷ ରାଜେଶ ପଟେଲ୍ ଏବଂ କାଳିଆପାଣି ଥାନାଧିକାରୀ ରାମାକାନ୍ତ…
ବିନା ଟୋକନରେ ହେଲା ଧାନକିଣା
ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।…
ଭତାରୁ ବଁଚିତ୍ ଦୁଇ ଦିବ୍ୟାଙ୍ଗ ବହେନ୍
ଲାଠୋର, ୨୨।୧୧(ଡି.ଏନ୍.ଏ.)-ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହରୁ ୭ଶହ ଟଁକା ତକ୍ ଭତା ଯୁଗେଇ ଦେଉଛନ୍। ହେଲେ ବିଭାଗୀୟ ଅଧ୍କାରୀ, କରମ୍ଚାରୀକର ଅବହେଲାରୁ ଅନେକ୍ ହକ୍ଦାର ହିତାଧିକାରୀ ଭତା ପାଏବାରୁ ବଁଚିତ୍ ହେଉଥିବାର ଅଭିଯୋଗ ହେଉଛେ। ଏନ୍ତା ଗୁଟେ ଉଦାହରନ୍…
ଫୁଲବାଣୀରେ ଏନ୍ସିପିସିଆର ଟିମ୍ର ଜନଶୁଣାଣି
ଫୁଲବାଣୀ ଅଫିସ, ୨୨ା୧୧- ଫୁଲବାଣୀ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍ସିପିସିଆର) ଟିମ ପକ୍ଷରୁ ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି ା ଏଥିରେ କେନ୍ଦ୍ର ଶିଶୁ ସୁରକ୍ଷା ଆୟୋଗ ସଦସ୍ୟ ଡା.ଆର୍ଜି ଆନନ୍ଦ,…
ପିଡିଏସ୍ ସାମଗ୍ରୀ ହେରଫେର: ଥାନାରେ ଏତଲା ଦେଲେ ବିଡିଓ
ଶଙ୍କରାଖୋଲ,୨୧ା୧୧(ଡି.ଏନ୍.ଏ.) – ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟନାରାୟଣ ସାହୁ ଓ ଯୋଗାଣ ସହାୟକ ସାରଥୀ କହଁରଙ୍କ ନାମରେ ଚକାପାଦ…
ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା
ହିଞ୍ଜିଳିକାଟୁ,୨୨ା୧୧(ଡି.ଏନ୍.ଏ)- ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ (୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ…
ଅପହୃତା ଛାତ୍ରୀ ଭୁବନେଶ୍ୱରରୁ ଉଦ୍ଧାର, ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୨୨ା୧୧- ବ୍ରହ୍ମପୁର ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଜଣେ ଅପହୃତା ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିଛି। ସେହିପରି ଅଭିଯୁକ୍ତ ପି.ଅନିଲ ଓରଫ ଆଳୁ (୨୭)ଙ୍କୁ ମାମଲା ନଂ. ୮୪/୧୮ରେ ଗିରଫ କରିଛି। ପୋଲିସ ଉଭୟ ପୀଡ଼ିତା ଓ ଅପହରଣକାରୀ…

